ଭଙ୍ଗାଯିବ କୁଞ୍ଜୁରହାନ୍ ଷ୍ଟାଡିୟମ
ଜାକର୍ତ୍ତା, ୧୯ା୧୦: ଇଷ୍ଟ ଜାଭା ସ୍ଥିତ ମଲଙ୍ଗ ସହର କୁଞ୍ଜୁରହାନ୍ ଷ୍ଟାଡିୟମକୁ ଭାଙ୍ଗିବା ପାଇଁ ଇଣ୍ଡୋନେସିଆ ସରକାର ନିଷ୍ପତ୍ତି ନେଇଛନ୍ତି। ଅକ୍ଟୋବର ୧ରେ ଏହି ଷ୍ଟାଡିୟମରେ ଫୁଟ୍ବଲ ମ୍ୟାଚ ଚାଲିଥିବାବେଳେ ଦଳାଚକଟାରେ ୧୩୩ ଜଣଙ୍କ ମୃତ୍ୟୁ ଘଟିଥିଲା। ରାଷ୍ଟ୍ରପତି ଜୋକୋ ଓ୍ବିଡୋଡେରେ…
ହିମାଚଳ ପ୍ରଦେଶ ନିର୍ବାଚନ ଲାଗି ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ଜାରି, ଏହି ଆସନରୁ ଲଢିବେ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର
ଧର୍ମଶାଳା,୧୯ ।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ପ୍ରଥମ ପ୍ରାର୍ଥି ତାଲିକା ଜାରି କରିଛି । ଭାଜପା ପକ୍ଷରୁ ଏହି ପ୍ରାର୍ଥି ତାଲିକାରେ ୬୨ ଜଣଙ୍କ ନାମ ରହିଛି । ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର…
ପୁରସ୍କାର ପାଇଁ ନ୍ୟୁୟର୍କ ଯିବାକୁ ଦିଆଯାଇ ନ ଥିଲା
ନୂଆଦିଲ୍ଲୀ,୧୯ା୧୦: ପୁଲିଜର ପୁରସ୍କାର ବିଜେତା କଶ୍ମୀରୀ ଫଟୋଗ୍ରାଫର ସାନ୍ନା ଇର୍ସାଦ ମାଟ୍ଟୁଙ୍କୁ ଚଳିତ ବର୍ଷ ଦିଲ୍ଲୀ ବିମାନବନ୍ଦରରୁ ଦୁଇଥର ବିଦେଶ ଯିବାକୁ ଦିଆଯାଇ ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କର ବୈଧ ଆମେରିକା ଭିଜା ଏବଂ ଟିକେଟ ଥିବା ସତ୍ତ୍ୱେ…
ନିଜକୁ ବୟସ୍କ ଭାବୁଛନ୍ତି ଯୁବବର୍ଗ
ନୂଆଦିଲ୍ଲୀ, ୧୯ା୧୦: ଦୁର୍ବଳ ରୋଗ ପ୍ରତିରୋଧକ ଶକ୍ତି, ଥକ୍କାପଣ ବା କ୍ଲାନ୍ତି, ଶକ୍ତିହୀନତା ଆଦି ପାଇଁ ଭାରତରେ ୨୬ରୁ ୪୦ ବର୍ଷ ବୟସ ବର୍ଗ (ମିଲେନିଆଲ୍ସ)ର ୪୬% ନିଜକୁ ଅପେକ୍ଷାକୃତ ବୟସ୍କ ବିବେଚନା କରୁଛନ୍ତି। ସେହିପରି ୧୮ରୁ ୨୫ ବର୍ଷ ବୟସ…
କରୁଣାତିଲକଙ୍କୁ ବୁକର
କଲମ୍ବୋ, ୧୯ା୧୦: ଆର୍ଥିକ ଦୁରବସ୍ଥା ଦେଇ ଗତି କରୁଥିବା ଶ୍ରୀଲଙ୍କାର ଲେଖକ ଶେହାନ୍ କରୁଣାତିଲକ(୪୭)ଙ୍କୁ ୨୦୨୨ ବର୍ଷ ପାଇଁ ବ୍ରିଟେନର ବୁକର ସମ୍ମାନ ପ୍ରଦାନ କରାଯାଇଛି। ‘ଦ ସେଭେନ୍ ମୁନ୍ସ ଅଫ୍ ମାଲି ଅଲ୍ମେଡା’ ପୁସ୍ତକ ପାଇଁ ସେ ଏହି ସାହିତ୍ୟ…
ଆତଙ୍କବାଦ ବିରୋଧରେ ଏକଜୁଟ ହେଉ ବିଶ୍ୱ
ନୂଆଦିଲ୍ଲୀ, ୧୯ା୧୦: ୨୫ ବର୍ଷ ପରେ ଇଣ୍ଟରପୋଲ ସାଧାରଣ ସଭାର ୯୦ତମ ଅଧିବେଶନ ମଙ୍ଗଳବାର ଜାତୀୟ ରାଜଧାନୀ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆରମ୍ଭ ହୋଇଛି। ୪ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୧୯୫ ଦେଶର ପ୍ରତିନିଧି ଯୋଗ ଦେଇଛନ୍ତି।…
ସ୍ତ୍ରୀ ଓ ବାପଘରର ୪ ଜଣଙ୍କୁ ଜାଳିଦେଲେ ସ୍ବାମୀ
ଚଣ୍ଡିଗଡ଼,୧୯ା୧୦: ସ୍ତ୍ରୀ ବାପଘରୁ ଫେରିବାକୁ ମନା କରିଦେବାରୁ ଉତ୍କ୍ଷିପ୍ତ ସ୍ବାମୀ ବର୍ବର କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ସମେତ ତାଙ୍କ ବାପଘରର ୪ ସଦସ୍ୟଙ୍କୁ ଜାଳିଦେଇଛନ୍ତି। ପରମଜିତ କୌର ତାଙ୍କ ପୂର୍ବ ସ୍ବାମୀଙ୍କ ଦୁଇ ସନ୍ତାନଙ୍କୁ ନେଇ ପଞ୍ଜାବର ଜଳନ୍ଧରସ୍ଥିତ ବାପଘରେ…
ବଳାତ୍କାରୀଙ୍କୁ ମୁକ୍ତ କରାଯିବା ଯଥାର୍ଥ: କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୧୯ା୧୦: ବିଲ୍କିସ୍ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା ୧୧ ଜଣ ଅନେକ ବର୍ଷ ସଜା କାଟିସାରିଛନ୍ତି। ସେମାନଙ୍କୁ ଜେଲରୁ ମୁକ୍ତ କରାଯିବାର ବ୍ୟବସ୍ଥା ରହିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ…
ବିଲ୍କିସ୍ ମାମଲା: ସତ୍ୟପାଠ ଉପରେ ଜବାବ ଦାଖଲ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ କ୍ଷମା ପ୍ରଦାନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ ଉପରେ ଗୁଜରାଟ ସରକାର ବିସ୍ତୃତ ଜବାବ ଦେଇଥିବା…
ୟୁକ୍ରେନ୍ର ଶକ୍ତି ଭିତ୍ତିଭୂମି ବିଧ୍ୱସ୍ତ
କିଭ୍/ମସ୍କୋ,୧୯ା୧୦: ୟୁକ୍ରେନ୍ ଆକାଶରେ ଘୂରୁଛି ଆମତ୍ଘାତୀ ଡ୍ରୋନ୍। ରୁଷିଆ ଦ୍ୱାରା ବ୍ୟବହୃତ ଏହି ଅତ୍ୟାଧୁନିକ ବିଦେଶୀ ଅସ୍ତ୍ର ୟୁକ୍ରେନୀୟ ଭୂଖଣ୍ଡର ଶକ୍ତି ଓ ଜଳ ଭିତ୍ତିଭୂମିକୁ ନଷ୍ଟ କରିବା ପାଇଁ ଯଥେଷ୍ଟ। ମସ୍କୋ ଏଥିରେ ଅନେକାଂଶରେ ସଫଳ ମଧ୍ୟ ହୋଇଛି। ଶୀତଋତୁର…
ଭାରତ ପହଞ୍ଚିଲେ ସଂଯୁକ୍ତ ରାଷ୍ଟ୍ର ମହାସଚିବ ଆଣ୍ଟୋନିଓ ଗୁଟେରସ, ମୋଦିଙ୍କୁ କରିବେ ସାକ୍ଷାତ୍
ନୂଆଦିଲ୍ଲୀ,୧୯ ।୧୦: ସଂଯୁକ୍ତ ରାଷ୍ଟ୍ର ମହାସଚିବ ଆଣ୍ଟୋନିଓ ଗୁଟେରସ ମଙ୍ଗଳବାର ବିଳମ୍ବିତ ରାତିରେ ଭାରତ ପହଞ୍ଚିଛନ୍ତି । ରାଷ୍ଟ୍ରଦୂତ ରୁଚିରା କମ୍ବୋଜ ତାଙ୍କୁ ସ୍ୱାଗତ କରିଛନ୍ତି । ଏହା ଗୁଟେରସଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ଭାରତ ଯାତ୍ରା । ବୈଦେଶିକ ମନ୍ତ୍ରଣାଳୟ…
କଂଗ୍ରେସକୁ ଆଜି ମିଳିବ ନୂଆ ଅଧ୍ୟକ୍ଷ: ୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରର ନେତା ସମ୍ଭାଳିବେ ଦାୟିତ୍ୱ
ନୂଆଦିଲ୍ଲୀ,୧୯ ।୧୦: ଦେଶର ସବୁଠାରୁ ପୁରୁଣା ରାନୈତିକ ଦଳ କଂଗ୍ରେସକୁ ଆଜି ଅର୍ଥାତ୍ ବୁଧବାର ତା’ର ନୂଆ ଅଧ୍ୟକ୍ଷ ମିଳିବାକୁ ଯାଉଛି । ୨୪ ବର୍ଷ ପରେ ପ୍ରଥମଥର ଗାନ୍ଧୀ ପରିବାର ବାହାରୁ ଜଣେ ନେତାଙ୍କୁ ଏହି ଅଧ୍ୟକ୍ଷ ପଦ ମିଳିବ…
Archives


