Home

ଠିକ୍‌ କରୋନା ତଥ୍ୟ ପ୍ରଦାନ କରିଛୁ : ଚାଇନା…

ବେଜିଂ,୨।୧ : ଚାଇନାରେ କୋଭିଡ ସଂକ୍ରମଣ ଯୋଗୁ ସୃଷ୍ଟି ହୋଇଥିବା ଆତଙ୍କ ନେଇ ସମଗ୍ର ବିଶ୍ୱ ଚିନ୍ତିତ। ଏଥି ସହିତ ରାଷ୍ଟ୍ରପତି ଶି ଜିନପିଙ୍ଗ ତାଙ୍କ ନୂତନ ବର୍ଷର ସମ୍ବୋଧନରେ ସ୍ବୀକାର କରିଛନ୍ତି ଯେ ଦେଶ ବଡ଼ ଆହ୍ବାନର ସମ୍ମୁଖୀନ ହେଉଛି।…

ରୋଗୀଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

କେନ୍ଦୁଝର,୨ା୧(ସ୍ବ.ପ୍ର):ବିଳମ୍ବିତ ରାତିରେ ଜଣେ ରୋଗୀଙ୍କୁ କଟକରୁ ଆଣି ଆମ୍ବୁଲାନ୍ସ ଅଧା ରାସ୍ତାରେ ଛାଡ଼ି ପଳାଇଥିଲା। ରୋଗୀଙ୍କ ସମ୍ପର୍କୀୟ ଏକ ଭଡ଼ା ଗାଡ଼ି କରି ରୋଗୀଙ୍କୁ ନେଇ ଘରକୁ ଫେରିଥିବା କହିଛନ୍ତି। ଏହି ଘଟଣାକୁ ରୋଗୀଙ୍କ ପରିବାର ଅସନ୍ତୋଷ ପ୍ରକାଶ କରିବା ସହ…

ଇକୋ ପାର୍କ ଖୋଲିବାକୁ ଅପେକ୍ଷା

ଜି.ଉଦୟଗିରି,୨ା୧(ଡି.ଏନ୍‌.ଏ.):ଜି.ଉଦୟଗିରି ସହରରେ ଚଳିତ ବର୍ଷ ଶୀତ ଲୁଚକାଳି ଖେଳିବା ପରି ମନେହେଉଛି। ରବିବାର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରହିଥିବା ବେଳେ ଶନିବାର ୭.୪ ଡିଗ୍ରୀ ରହିଥିଲା। ଶୁକ୍ରବାର ୬ଡିଗ୍ରୀ ସେଲସିୟସ ରହିଥିଲା ବେଳେ ଗୁରୁବାର ତାପମାତ୍ରା ୧୨ ଡିଗ୍ରୀ ଥିଲା।…

ରୁଷିଆ ୟୁରାନିୟମ ନିର୍ଭରତା ହ୍ରାସ ପାଇଁ ବ୍ରିଟେନ ଜାରି କଲା ପାଣ୍ଠି…

ଲଣ୍ଡନ,୨।୧ : ରୁଷିଆ ଉପ;ର ୟୁରାନିୟମ ଉପରେ ନିର୍ଭରଶୀଳତା ହ୍ରାସ କରିବା ଏବଂ ବିଦ୍ୟୁତ ଉତ୍ପାଦନ ପାଇଁ ଆଣବିକ ଇନ୍ଧନର ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ପାଇଁ ବ୍ରିଟେନ ୭୫ ମିଲିୟନ ପାଉଣ୍ଡ(୯୦.୫ମିଲିୟନ ଡଲାର୍‌) ପାଣ୍ଠି ଜାରି କରିଛି। ବ୍ରିଟେନ କହିଛି…

ସହିଦ ନଗର ଏକାଦଶ ଚାମ୍ପିୟନ

ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସନ୍ତୋଷ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ୨୩ତମ ସଂସ୍କରଣରେ ସହିଦ ନଗର ଏକାଦଶ ଚାମ୍ପିୟନ ହୋଇଛି। ସ୍ଥାନୀୟ ଜିଜିପି ହାଇସ୍କୁଲ ପଡ଼ିଆରେ ରବିବାର ଅନୁଷ୍ଠିତ ଫାଇନାଲରେ ସହିଦ ନଗର ଦଳ ୭୩…

ବରାହୀପୁର ଫୁଟବଲ: ଗଣ୍ଡରପୁର ଚାମ୍ପିୟନ

କଣ୍ଟାପଡା, ୨।୧(ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ବରାହୀପୁର ଗୋପୀନାଥ ଆଥଲେଟିକ ଆସୋସିଏଶନ ପକ୍ଷରୁ ଆୟୋଜିତ ୪୦ ତମ ଦିନିକିଆ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲରେ ଦହି ଗଁା ଫୁଟବଲ ଟିମକୁ ୨-୦ ଗୋଲରେ ହରାଇ ଗଣ୍ଡରପୁର ଚାମ୍ପିୟନ ହୋଇଛି। ପ୍ରଥମ କ୍ୱାର୍ଟରରେ ଉଷୁମାକୁ…

ଆରମ୍ଭରୁ ରାସ୍ତାକାମ ବନ୍ଦ

ଚଣ୍ଡିଖୋଲ,୨ା୧(ଡି.ଏନ୍‌.ଏ.):ବଡ଼ଚଣା ବ୍ଲକ ଅନ୍ତର୍ଗତ ଜାତୀୟ ରାଜପଥ ୫୩ନଂର ବନ୍ଦରେଶ୍ୱର ଛକଠାରୁ କେଶରାଇପୁରସ୍ଥିତ ଖାଣ୍ଡୋଲାଇଟ୍‌ ଖଣି ପର୍ଯ୍ୟନ୍ତ ରାସ୍ତା ନର୍ମାଣ କାମ ଆରମ୍ଭରୁ ବନ୍ଦ ହୋଇଯାଇଛି। ଠିକାଦାର ବିଭିନ୍ନ ସ୍ଥାନରେ ଖନନ କରି ଗାର୍ଡ ୱାଲ ଓ କଲଭର୍ଟ ନିର୍ମାଣ କରୁଥିବାବେଳେ ଏହାକୁ…

ମେଘାଳୟ ସହ ମ୍ୟାଚ ଡ୍ର ରଖିଲା ଓଡ଼ିଶା

ଭୁବନେଶ୍ୱର, ୨।୧ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ଜାତୀୟ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ରବିବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କ୍ୟାପିଟାଲ ଫୁଟବଲ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ମେଘାଳୟ ସହ ମ୍ୟାଚ ଡ୍ର ରଖିଛି ଓଡ଼ିଶା। ଉଭୟ ଦଳ ପକ୍ଷରୁ…

ଅଭିଷେକଙ୍କ ସଫଳତା ପଛରେ ହିନ୍ଦୀ ଶିକ୍ଷକ

ଭୁବନେଶ୍ୱର,୨ା୧(ସ୍ପୋଟର୍‌ସ ବ୍ୟୁରୋ): ବିଗତ ବର୍ଷ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତୀୟ ପୁରୁଷ ହକି ଦଳ ପାଇଁ ପଦାର୍ପଣ କରିଥିଲେ ଫରଓ୍ବାର୍ଡ ଖେଳାଳି ଅଭିଷେକ। ମନଦୀପ ସିଂ, ଲଳିତ କୁମାର ଉପାଧ୍ୟାୟ ଓ ସୁଖଜିତ ସିଂଙ୍କ ସହିତ ଭାରତୀୟ ଫରଓ୍ବାର୍ଡର ଏକ ଅବିଚ୍ଛେଦ୍ୟ…

ନୁର୍‌ ଖାନ୍‌ ହକି ବିଶ୍ୱକପ୍‌ର ଜନକ

ଚଳିତ ବର୍ଷ ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଚଳିତମାସ ୧୩-୨୯ ତାରିଖ ଯାଏ ଭୁବନେଶ୍ୱର-ରାଉରକେଲାରେ ଏହି ଟୁର୍ନାମେଣ୍ଟ ଖେଳାଯିବ। ୧୯୭୧ରେ ପ୍ରଥମ ଥର ହକି ବିଶ୍ୱକପ୍‌ ଖେଳାଯାଇଥିବା ବେଳେ ଏହାର ଜନକ ଥିଲେ ପାକିସ୍ତାନୀ ଏୟାର ମାର୍ଶାଲ…

ଚୟନ ପାଇଁ ୟୋ ୟୋ, ଡେକ୍ସା ବାଧ୍ୟତାମୂଳକ : ଅଧିନାୟକ ରହିବେ ରୋହିତ ଶର୍ମା

ମୁମ୍ବାଇ,୨ା୧(ପି.ଟି.): ବିସିସିଆଇ ପକ୍ଷରୁ ଏହାର ଖେଳାଳି ଚୟନ ନିୟମରେ କରାଯାଇଛି ବଡ଼ ପରିବର୍ତ୍ତନ। ରବିବାରର ସମୀକ୍ଷା ବୈଠକ ପରେ ୟୋ ୟୋ ଟେଷ୍ଟ ଓ ଡେକ୍ସା(ବୋନ୍‌ ମ୍ୟାରୋ) ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଭାରତର ଟି୨୦ ବିଶ୍ୱକପ ପରାଜୟ ସମୀକ୍ଷାକୁ ନେଇ ଏହି…

ଆଜିଠୁ ଜୀ-ସାର୍ଥକରେ ନୂଆ ମେଗା ଧାରାବାହିକ ‘ମୁଁ ବି ବିଜୟିନୀ’

ଭୁବନେଶ୍ୱର,୨।୧: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଓଡ଼ିଆ ଘରୋଇ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂଆବର୍ଷରୁ ନୂଆ ମେଗା ଧାରାବାହିକ ‘ମୁଁ ବି ବିଜୟିନୀ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୋମବାରଠାରୁ ଏହି ମେଗା ଧାରାବାହିକ ଜୀ-ସାର୍ଥକରେ ପ୍ରସାରିତ ହେବାକୁ ଯାଉଛି। ବିଶେଷକରି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri