ଚା’ ଖଟିରୁ ଉଠୁ ସ୍ୱର
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ପ୍ରଭାବ ସବୁଠି ପଡ଼ିଛି। ଏହା ସମସ୍ତେ ଅନୁଭବ କରୁଛେ। ସବୁବେଳେ ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ଆଲୋଚନା କରୁଛେ। ଏହାର ସମସ୍ୟା ଉପରେ ଚିନ୍ତା ନ କରି ସମାଧାନ କିପରି ହୋଇପାରିବ ସେ ନେଇ ଚିନ୍ତା କରାଯିବା ଦରକାର।…
ଟ୍ରମ୍ପ ଟୁଇଟରକୁ ଫେରିବା ପରେ ଅନ୍ୟ ନିଲମ୍ବିତ ଆକାଉଣ୍ଟକୁ ନେଇ ବଡ ଘୋଷଣା କଲେ ମସ୍କ
ୱାଶିଂଟନ,୨୫ ।୧୧: ଟୁଇଟରର ନୂଆ ମାଲିକ ହେବା ପରେ ଏଲନ ମସ୍କ ଏହି ମାଇକ୍ରୋ ବ୍ଲଗିଂ ସାଇଟରେ ଲଗାତାର ପରିବର୍ତ୍ତନ କରି ଚାଲିଛନ୍ତି । ଏହି କ୍ରମରେ ଗୁରୁବାର ସେ ଟୁଇଟରରୁ ନିଲମ୍ବିତ ହୋଇଥିବା ଆକାଉଣ୍ଟ ଗୁଡିକ ପାଇଁ ‘ସାମାନ୍ୟ କ୍ଷମା’…
‘ବ୍ୟକ୍ତିଗତ ସ୍ତରରେ ଜଳବାୟୁ ପରିବର୍ତ୍ତନକୁ ରୋକାଯାଇପାରିବ’
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୯ତମ ଜନ୍ମ ଦିବସ ଉପଲକ୍ଷେ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଯୁବ ସମ୍ମଳିନୀ ଗୁରୁବାର ଭୁବନେଶ୍ୱର ସ୍ଥିତ ସ୍ବସ୍ତି ପ୍ରିମିୟମଠାରେ ଅନୁଷ୍ଠିତ ହୋଇଯାଇଛି। ‘କ୍ଲାଇମେଟ୍ ଚେଞ୍ଜ: ଦି ପାଓ୍ବାର ଅଫ୍ ୟୁଥ୍’ ଶୀର୍ଷକ ସମ୍ମିଳନୀରେ ରାଜ୍ୟ ତଥା ଦେଶର ବିଭିନ୍ନ…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୨: ଆକର୍ଷଣ ଥିଲା ‘କ୍ଲାଇମେଟ ଚେଞ୍ଜ’ର କାର୍ଯ୍ୟଧାରା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଧରିତ୍ରୀ’ ପକ୍ଷରୁ ଆୟୋଜିତ ୟୁଥ୍ କନ୍କ୍ଲେଭ୍ର ଅନ୍ୟ ଏକ ଆକର୍ଷଣ ଥିଲା ‘କ୍ଲାଇମେଟ ଚେଞ୍ଜ’ ପ୍ରଦର୍ଶନୀ। ପରିବେଶ ସଂରକ୍ଷଣ ଉପରେ କାମ କରୁଥିବା ଯୁବପିଢୀ ତଥା ଅନୁଷ୍ଠାନମାନଙ୍କ କାର୍ଯ୍ୟଧାରାକୁ ନେଇ ଏକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ମୋଟ୍ ୧୩…
ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କୁ ଅପମାନଜନକ ମନ୍ତବ୍ୟ ଦେଲେ କିମ୍ଙ୍କ ଭଉଣୀ
ସିଓଲ,୨୪ା୧୧: ଉତ୍ତର କୋରିଆ ଉପରେ ପ୍ରତିବନ୍ଧକ ନେଇ ଦକ୍ଷିଣ କୋରିଆର ବିବୃତ୍ତି ପରେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ ଉନ୍ଙ୍କ ଭଉଣୀ ରାଷ୍ଟ୍ରପତିଙ୍କ ଉପରେ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି।କିମଙ୍କ ଭଉଣୀ କିମ ୟୋ ଜୋଙ୍ଗ ଦକ୍ଷିଣ କୋରିଆର ନୂତନ ରାଷ୍ଟ୍ରପତିଙ୍କୁ…
ଆଚାର ପ୍ରସ୍ତୁତ କଲେ ମନ୍ତ୍ରୀ
ନୂଆଦିଲ୍ଲୀ,୨୪।୧୧: ଟିଭି ସିରିୟଲରେ ଦମ୍ଦାର ଅଭିନୟ ପରେ ରାଜନୀତିରେ ପାଦ ଥାପି କେନ୍ଦ୍ର ମନ୍ତ୍ରୀ ହୋଇଥିବା ସ୍ମୃତି ଇରାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଯଦିଓ ସେ ବର୍ତ୍ତମାନ ରାଜନୀତିରେ ଅଧିକ ସକ୍ରିୟ ଅଛନ୍ତି, କିନ୍ତୁ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ…
ହୃଦୟ ଜିତିଲେ ଜାପାନ ପ୍ରଶଂସକ
କାତାର,୨୪।୧୧: ଫିଫା ବିଶ୍ୱକପ ୨୦୨୨ ଜାପାନ ଜର୍ମାନୀ ବିରୋଧରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ମ୍ୟାଚରେ ପ୍ରଥମେ ଜାପାନର ଖେଳାଳିମାନେ ନିଜ ଖେଳ ସହିତ ଜଲଓ୍ବା ଦେଖାଇଥିବାବେଳେ, ତା’ପରେ ଜାପାନୀ ପ୍ରଶଂସକମାନେ ଭଲ କାର୍ଯ୍ୟ କରି ସମସ୍ତଙ୍କ ହୃଦୟ…
ଡିସେମ୍ବର ୧୫ରୁ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ
କୋଲକାତା: ୨୮ତମ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଖୁବ୍ଶୀଘ୍ର ଆୟୋଜିତ ହେବାକୁ ଯାଉଛି। ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଏହି ଫିଲ୍ମ ଫେଷ୍ଟିଭାଲ ହେବାକୁ ଯାଉଛି। ଏହି ଫେଷ୍ଟିଭାଲ ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ହୋଇ ୨୨ ପର୍ଯ୍ୟନ୍ତ ଚାଲିବ।…
ଅନୱର ଇବ୍ରାହିମ ହେଲେ ମାଲେସିଆର ନୂଆ ପ୍ରଧାନମନ୍ତ୍ରୀ
କ୍ୱାଲାଲାମ୍ପପୁର,୨୪।୧୧: ମାଲେସିଆର ନୂତନ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ ହୋଇଛନ୍ତି ଅନୱର ଇବ୍ରାହିମ। ଦେଶର ନଅ ରାଜ୍ୟର ରାଜାମାନଙ୍କ ସହିତ ଏକ ସ୍ବତନ୍ତ୍ର ବୈଠକ ପରେ ଇବ୍ରାହିମଙ୍କ ନିଯୁକ୍ତି ସ୍ଥିର ହୋଇଥିଲା। ମାଲେସିଆର ସୁଲତାନ ଅବଦୁଲ୍ଲା ଅହମ୍ମଦ ଶାହା ପ୍ରଧାନମନ୍ତ୍ରୀ ଭାବେ ତାଙ୍କ…
ଏମିତି ଦେଶ, ଯେଉଁଠି ଗୁପ୍ଚୁପ୍ ଖାଇବା ମନା
ଗୁପ୍ଚୁପ୍ ଏମିତି ଏକ ଖାଦ୍ୟ ଯାହାର ନାଁ ପ୍ରାୟ ସମସ୍ତେ ଜାଣିଛନ୍ତି। ଭାରତର ଲୋକମାନେ ଉତ୍ସାହର ସହିତ ଗୁପ୍ଚୁପ୍ ଖାଇଥାନ୍ତି। ଅନେକ ଲୋକ ଏକାଥରକେ ବହୁତ ଗୁପ୍ଚୁପ୍ ଖାଇପାରନ୍ତି। କିନ୍ତୁ ଆପଣ ଜାଣନ୍ତି କି ଦୁନିଆରେ ଏପରି ଏକ ଦେଶ ଅଛି,…
ହିଜାବ ଖୋଲି ଇନ୍ଷ୍ଟାରେ ଭିଡିଓ ଅପଲୋଡ କରି ଗିରଫ ହେଲେ ଅଭିନେତ୍ରୀ
ତେହରାନ,୨୪।୧୧: ଜଣାଶୁଣା ଅଭିନେତ୍ରୀ ହେଙ୍ଗାମହ ଗାଜିଆନିଙ୍କୁ ଇରାନ ପୋଲିସ ଗିରଫ କରିଛି। ୫୨ ବର୍ଷୀୟା ଅଭିନେତ୍ରୀ ହେଙ୍ଗାମହ ହିଜାବ ହଟାଇ ନିଜର ଭିଡିଓ ଇନଷ୍ଟାଗ୍ରାମରେ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି। ଏହାସହ ଦେଶରେ ଚାଲିଥିବା ହିଜାବ ବିରୋଧକୁ ସମର୍ଥନ କରି ସେ…
କ୍ରିକେଟରେ ହିଟ୍, ଏବେ ଅଭିନୟ ଦୁନିଆରେ ପାଦ ଥାପିବେ ଏହି କ୍ରିକେଟର…
ଇସଲାମାବାଦ,୨୪।୧୧: ପାକିସ୍ତାନର ଲୋକପ୍ରିୟ କ୍ରିକେଟରଙ୍କ ମଧ୍ୟରୁ ନସିମ ଶାହା ଜଣେ। ସେ ନିଜର ଦ୍ରୁତ ବୋଲିଂ ସହ ସୁନ୍ଦର ଚେହେରାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ କିନ୍ତୁ ସେ କ୍ରିକେଟ ବ୍ୟତିତ ଆଉ କିଛି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଇଟି ହେଲା…
Archives


