ପାକିସ୍ତାନରେ ରନ୍ଧନ ଗ୍ୟାସ ସଙ୍କଟ, ପ୍ଲାଷ୍ଟିକ୍ ବ୍ୟାଗରେ ଗ୍ୟାସ ଭରୁଛନ୍ତି ଲୋକେ..
.ଇସଲାମାବାଦ,୧।୧ : ପାକିସ୍ତାନର ଅର୍ଥନୀତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଗୋଟିଏ ପଟେ ବୈଦେଶିକ ମୁଦ୍ରା ସଂରକ୍ଷଣର ଅଭାବ ରହିଛି ଏବଂ ଅନ୍ୟ ପଟେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ଯୋଗୁ ସଙ୍କଟରେ ପଡ଼ିଛନ୍ତି। ଲୋକମାନଙ୍କୁ ଆବଶ୍ୟକ ସୁବିଧା ଯୋଗାଇବାରେ…
ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ନୂଆବର୍ଷରେ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍…
ପ୍ୟୋଙ୍ଗୟାଙ୍ଗ,୧।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ତାଙ୍କ ଦେଶର ଆଣବିକ ଅସ୍ତ୍ରଶସ୍ତ୍ରର ସମ୍ପ୍ରସାରଣ ଏବଂ ଏକ ନୂତନ ତଥା ଅଧିକ ଶକ୍ତିଶାଳୀ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ରର ବିକାଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତର କୋରିଆ ୨୦୨୩…
ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୧(ବ୍ୟୁରୋ): ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି…
ଟୁଇଟରରେ ଭାରତର ଭୁଲ୍ ମାନଚିତ୍ର, ପ୍ରତିବାଦ ପରେ ହଟାଇଲା
ନୂଆଦିଲ୍ଲୀ,୧।୧: ଟୁଇଟର ହ୍ୟାଣ୍ଡଲରେ ଭାରତର ଭୁଲ୍ ମାନଚିତ୍ର ପ୍ରକାଶ ପାଇଥିଲା। କେନ୍ଦ୍ର ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଶନିବାର ଏନେଇ ଉକ୍ତ ମେସେଜିଂ ପ୍ଲାଟ୍ଫର୍ମକୁ ଚେତାବନୀ ଦେବା ପରେ ଉକ୍ତ ଫଟୋକୁ ହଟାଇ ଦିଆଯାଇଛି। ଟୁଇଟର ଭୁଲ୍ ମ୍ୟାପ୍ ପୋଷ୍ଟ…
ପାଭେଲଙ୍କ ମୃତ୍ୟୁ ମାମଲା: ୩ୟ ଦିନରେ କ୍ରାଇମବ୍ରାଞ୍ଚର ତଦନ୍ତ
ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ପର୍ଯ୍ୟଟକ ପାଭେଲଙ୍କ ମୃତ୍ୟୁ ମାମଲାରେ ନୂତନ ବର୍ଷର ପ୍ରଥମ ଦିନରେ ହୋଟେଲ କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଡିଏସ୍ପି ସରୋଜକାନ୍ତ ମହାନ୍ତ ଏବଂ ଇନ୍ସପେକ୍ଟର ମମତା ରାଣୀ ପଣ୍ଡାଙ୍କ ସହିତ ୫ ଜଣ ରବିବାର ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ…
ଅଧରାତିରେ ରିଲିଜ୍ ହେଲା ଆନିମଲର ପୋଷ୍ଟର…
ମୁମ୍ବାଇ : ବଲିଉଡ ଅଭିନେତା ରଣବୀର କପୁରଙ୍କ ହିନ୍ଦୀ ଚଳଚ୍ଚିତ୍ର ଆନିମଲର ପ୍ରଥମ ଲୁକ ପୋଷ୍ଟର ରିଲିଜ ହୋଇଛି। ୨୦୨୨ ଡିସେମ୍ବର ୩୦ ରେ ଏହାର ଏହି ପ୍ରଥମ ଲୁକ ପୋଷ୍ଟରର ରିଲିଜ ତାରିଖ ଘୋଷଣା କରାଯାଇଥିଲା। ଏହାର ପ୍ରଥମ ଲୁକ…
ଭାରତରେ ଓମିକ୍ରନ ସବ-ଭାରିଆଣ୍ଟ ଏକ୍ସବିବି.୧.୫ ଚିହ୍ନଟ…
ନୂଆଦିଲ୍ଲୀ,୧।୧ : ନୂଆ ବର୍ଷର ଉତ୍ସବ ମଧ୍ୟରେ ଏକ ଖବର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଓମିକ୍ରନର ସବ-ଭାରିଆଣ୍ଟ ଏକ୍ସବିବି.୧.୫ ଭାରତରେ ଚିହ୍ନଟ ହୋଇଛି। ଗୁଜରାଟରେ ଏହାର ପ୍ରଥମ ମାମଲା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଗୁଜରାଟ ପ୍ରଶାସନ ସମ୍ପୂର୍ଣ୍ଣ…
୨୦୨୩ରେ ଦେଶର ପ୍ରତି ସହରରେ ଖୋଲିବ ପ୍ରେମର ଦୋକାନ: ରାହୁଲ…
ନୂଆଦିଲ୍ଲୀ,୧।୧ : ନୂଆବର୍ଷ ୨୦୨୩ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଅଭିନନ୍ଦନ ବାର୍ତ୍ତା ଦେଇଛନ୍ତି। ଭାରତ ଯୋଡୋ ଯାତ୍ରା ସହ ଜଡିତ କିଛି ଫଟୋ ଏବଂ ଭିଡିଓ ଶେୟାର କରି ରାହୁଲ ଟୁଇଟ କରି କହିଛନ୍ତି ଯେ…
ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ନୂଆ ବର୍ଷ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି, ୨୦୨୩ ବର୍ଷ ସମସ୍ତଙ୍କ ପାଇଁ ସୁଖମୟ ହେଉ। ଏହା ଆଶା, ସୁଖ ଏବଂ ଅନେକ ସଫଳତାରେ ପରିପୂର୍ଣ୍ଣ ହେଉ।…
ନୂଆବର୍ଷରେ ମହଙ୍ଗା ମାଡ଼, ଗ୍ୟାସ ସିଲିଣ୍ଡର ଦାମ ବଢ଼ିଲା…
ନୂଆଦିଲ୍ଲୀ,୧।୧ : ୨୦୨୩ ମସିହାରେ ନୂତନ ବର୍ଷ ପାଳନ କରୁଥିବା ଲୋକମାନେ ସକାଳୁ ମୁଦ୍ରାସ୍ଫୀତିର ଝଟକା ଲାଗିଛି। ବାସ୍ତବରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି। ଏହି ବୃଦ୍ଧି ପରେ ୧୯ କିଲୋଗ୍ରାମର ବ୍ୟବସାୟିକ ସିଲିଣ୍ଡର ବର୍ତ୍ତମାନ…
ଆଫଗାନିସ୍ତାନରେ ୬୬ ଲକ୍ଷରୁ ଅଧିକ ଲୋକ ଭୋକରେ…
କାବୁଲ,୧।୧ : ତାଲିବାନ ଆଫଗାନିସ୍ତାନରେ କ୍ଷମତା ଦଖଲ କରିବା ଦିନଠାରୁ ଏଠାରେ ସଙ୍କଟ ବଢ଼ିବାରେ ଲାଗିଛି। ଦେଶର ଲକ୍ଷ ଲକ୍ଷ ଲୋକ ଅନାହାର ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସୁବିଧା ସୁଯୋଗରୁ ବଞ୍ଚିତ ହେବାରେ ଲାଗିଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ସେଭ ଚାଇଲ୍ଡ…
କିଭ୍ରେ ରୁଷିଆ ପକ୍ଷରୁ ଜୋରଦାର କ୍ଷେପଣାସ୍ତ୍ର ମାଡ଼, ଜଣେ ମୃତ-୨୮ ଆହତ…
କିଭ୍,୧।୧ : ଶନିବାର-ରବିବାର ବିଳମ୍ବିତ ରାତିରେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉଉପରେ ଜୋରଦାର କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ୟୁକ୍ରେନ୍ ଉପରେ ୨୦ରୁ ଅଧିକ କ୍ରୁଜ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ୟୁକ୍ରେନ୍ ବାୟୁସେନା ପକ୍ଷରୁ ପାଲଟା ଆକ୍ରମଣ କରାଯାଇ ୧୨ଟି କ୍ଷେପଣାସ୍ତ୍ରକୁ ଗୁଳ…
Archives


