Home

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ ଚିହ୍ନଟ…

ଭାରତ ପଶିଆସିଥିବା ପାକିସ୍ତାନ ଡ୍ରୋନ୍‌ ଖସାଇଲେ ବିଏସଏଫ ଯବାନ

ଅମୃତସର,୧୪।୧୦: ପଞ୍ଜାବର ଅମୃତସର ନିକଟ ଅଜନାଲା ଠାରେ ବିଏସଏଫ ଯବାନମାନେ ପାକିସ୍ତାନୀ ଡ୍ରୋନ ଧରିଛନ୍ତି। ଭାରତ-ପାକିସ୍ତାନ ସୀମା ଅଜନାଲାରେ ଅବସ୍ଥିତ। ମିଳିଥିବା ସୂଚନା ଅନୁଯାୟୀ, ବିଏସଏଫ ଯବାନମାନେ ରାମଦାସର ବିଓପି ଶାହାପୁରରେ ବିଳମ୍ବିତ ରାତିରେ ଭାରତରେ ପ୍ରବେଶ କରୁଥିବା ଡ୍ରୋନର ଶବ୍ଦ…

ପୁଣି ଏକ ଦନ୍ତାହାତୀର ଜୀବନ ଗଲା, ବନବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନବାଚୀ

କାମାକ୍ଷାନଗର,୧୪ା୧୦(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଭଏରପୁର ପଞ୍ଚାୟତ ରାଙ୍କିଆ ଗ୍ରାମ କଇଁଥଗୋଡ଼ା ନିକଟରେ ଥିବା ଚାଷଜମିରୁ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍‌ ଆଘାତରେ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।…

ପ୍ରଥମଥର ପାଇଁ ଚାଇନାରେ ଲାଗିଲା ଜିନପିଙ୍ଗଙ୍କୁ ହଟାଇବା ପୋଷ୍ଟର

ବେଜିଂ,୧୪।୧୦: ଚାଇନାରେ ବର୍ତ୍ତମାନର ସରକାର ବିରୋଧରେ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ପ୍ରଥମଥର ପାଇଁ ବେଜିଂର ଦୋକାନ ବାହାରେ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ହଟାଇବା ପୋଷ୍ଟର ଲାଗିଛି। ଚାଇନା ରାଜଧାନୀ ବେଜିଂ ରାସ୍ତାରେ ଏହି ବ୍ୟାନରଗୁଡିକର ଲାଗିଛି। ଯାହାର ଫଟୋ…

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ,୧୪ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକ ଭିଜିଲାନ୍ସ ଜାଲରେପଡ଼ିଛନ୍ତି। ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ତାଙ୍କୁ ଅଟକ ରଖାଯାଇ ୩ ଡିଏସ୍‌ପିଙ୍କ ନେତୃତ୍ୱରେ ଏକକାଳୀନ…

ଯାଜପୁରରେ ଖୋଲିବ ଭୂବନ୍ଦୋବସ୍ତ କମିଶନ ଅଫିସ୍‌

ଯାଜପୁର ଟାଉନ,୧୪ା୧୦ (ଡି.ଏନ.ଏ.): ବହୁ ପ୍ରତୀକ୍ଷାର ଅନ୍ତେପରେ ଭୂ-ବନ୍ଦୋବସ୍ତ କମିଶନ୍‌ ଅଫିସ୍‌ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଖୋଲିବ। ଏହି ଅଫିସ୍‌ ୪/୫ ବର୍ଷ ପୂର୍ବରୁ ଯାଜପୁରରେ ଖୋଲିବା ପାଇଁ ସରକାରଙ୍କ ତରଫରୁ ନୋଟିଫିକେସନ୍‌ ହୋଇଥିଲା। ତେବେ ବହୁ ବିଳମ୍ବରେ ସରକାର ନିଷ୍ପତ୍ତି…

ରାଷ୍ଟ୍ରପତିଙ୍କ ଜୀବନୀ ଲେଖି ଚର୍ଚ୍ଚାରେ ତେଜସ୍ବିନୀ

ରଘୁନାଥପୁର,୧୪ା୧୦(ଡି.ଏନ.ଏ.): ମାତ୍ର ୧୭ ବର୍ଷ ବୟସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୀବନୀ ସମ୍ପର୍କରେ ଲେଖି ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ସାଦେଇପୁର ଗ୍ରାମର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରୀ ତେଜସ୍ବିନୀ ପଣ୍ଡା ଚର୍ଚ୍ଚାରେ ରହିଛନ୍ତି। ବାପା ଶୁଭେନ୍ଦୁ ବର୍ତ୍ତମାନ ପୋଲିସ ବିଭାଗରେ…

ନାଁକୁ ଚାଲିଛି ଜଗତ୍‌ସିଂହପୁର ମୃତ୍ତିକା ସଂରକ୍ଷଣ ବିଭାଗ

ଜଗତସିଂହପୁର ଅଫିସ,୧୪ା୧୦: ରାଜ୍ୟ ସରକାର ମୃତ୍ତିକା ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରୁଥିବା କୁହାଯାଉଛି। ଏନେଇ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ କାର୍ଯ୍ୟ କରୁଛି। ବିଭାଗର ୮ମ ବାର୍ଷିକ ଯୋଜନାରେ ୩ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରାଜ୍ୟ ଯୋଜନା(ଷ୍ଟେଟ…

ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଅସହାୟ ବୃଦ୍ଧା

ଯାଜପୁର ଅଫିସ,୧୪ା୧୦: ଗରିବ ଲୋକଙ୍କୁ ଆବାସ ଘର ଠାରୁ ଆରମ୍ଭ କରି ଭତ୍ତା, ଟଙ୍କିକିଆ ଚାଉଳ ସରକାର ଯୋଗାଇ ଦେଉଛନ୍ତି। ହେଲେ ସରକାରଙ୍କ ଏହି ସୁବିଧା କାହାକୁ ମିଳୁଛି ତ ଆଉ କିଏ ପାଇବା ପାଇଁ ବର୍ଷ ବର୍ଷ ଧରି ଚାହିଁ…

ଜାତିଆଣ କଟୁ ମନ୍ତବ୍ୟ ମାମଲା: ଛତ୍ରପୁରର ପୂର୍ବତନ ବିଧାୟକଙ୍କୁ ଜାମିନ

ବ୍ରହ୍ମପୁର ଅଫିସ,୧୪ା୧୦: ଜାତିଆଣ କଟୁ ମନ୍ତବ୍ୟ ମାମଲାରେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍‌.ନାରାୟଣ ରେଡ୍ଡୀ ଗୁରୁବାର ଜାମିନ ପାଇଛନ୍ତି। ୨୦୦୪ରେ ରାୟଗଡ଼ା ଜିଲା ଟିକିରିରେ ଏକ ଆଦିବାସୀ ସମ୍ମିଳନୀ ହୋଇଥିଲା। ଉକ୍ତ ସଭାରେ ଯୋଗଦେଇ ଏନ୍‌. ନାରାୟଣ ରେଡ୍ଡୀ ଏକ ଜାତିକୁ…

ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କୁ ପୁଣି ଆକ୍ରମଣ

ପୁରୀ ଅଫିସ,୧୪।୧୦: ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କୁ ସେବାୟତଙ୍କ ଆକ୍ରମଣ ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଶ୍ରୀମନ୍ଦିର ଭିତରେ ପୁଣିଥରେ ଜଣେ ହବିଷିଆଳିଙ୍କୁ ଆକ୍ରମଣ କରାଯାଇଛି। ଫଳରେ ହବିଷିଆଳିଙ୍କ ପ୍ରତି ଥିବା ପୋଲିସ ପ୍ରଶାସନର ସୁରକ୍ଷା ବ୍ୟବସ୍ଥା ପଦାରେ ପଡ଼ିଛି। ନୟାଗଡ଼ ଖଣ୍ଡପଡ଼ା…

ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଅର୍ଜୁନ

ରସୁଲପୁର,୧୪ା୧୦(ଡି.ଏନ.ଏ.): ଆମେରିକାସ୍ଥିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୨ ଶିକ୍ଷାବର୍ଷ ପାଇଁ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ଗ୍ରାମର ଅନନ୍ତ ବେହେରାଙ୍କ ପୁଅ ବୈଜ୍ଞାନିକ ଡ. ଅର୍ଜୁନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri