‘ଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କର’
ଭୁବନେଶ୍ୱର, ୩୧ା୧୨: ଭୁବନେଶ୍ୱର ଗଙ୍ଗପଡ଼ାସ୍ଥିତ ଆଦ୍ୟାନ୍ତ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୬ତମ ବାର୍ଷିକ ଉତ୍ସବ ‘ଗ୍ରେସ୍-୨୦୨୨’ ଶୁକ୍ରବାର ଶିକ୍ଷାନୁଷ୍ଠାନର ଜି.ପି. ସିଂହ ପ୍ରେକ୍ଷାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ନାଲ୍କୋର ନୂତନ ଡାଉନଷ୍ଟ୍ରିମ୍ ଉତ୍ପାଦ ଶୁଭାରମ୍ଭ
ଭୁବନେଶ୍ୱର,୩୧ା୧୨: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲ୍କୋ)ର ନୂତନ ଡାଉନଷ୍ଟ୍ରିମ୍ ଉତ୍ପାଦର ଶୁଭାରମ୍ଭ କରାଯାଇଛି। ବିଶେଷକରି କମ୍ପାନୀର ନୂତନ ଡାଉନଷ୍ଟ୍ରିମ୍ ଉତ୍ପାଦ ‘ଆଲୁମିନିୟମ୍ ଏଲ୍ଇଡି କ୍ୟାପ୍ ଷ୍ଟକ୍ ଏଲୋୟ ଏଏ୧୧୦୦ର କଏଲ୍ ଫର୍ମ ଏଚ୧୨ ସହ ଶୁଭାରମ୍ଭ…
ଫୋର୍ଡ ପ୍ଲାଣ୍ଟ ଅଧିଗ୍ରହଣ କରିବ ଟାଟା
ନୂଆଦିଲ୍ଲୀ,୩୧ା୧୨: ମୋଟରଯାନ ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ଆସନ୍ତା ୧୦ ଜାନୁୟାରୀ ସୁଦ୍ଧା ଗୁଜରାଟସ୍ଥିତ ଫୋର୍ଡ ଇଣ୍ଡିଆର ସାନନ୍ଦ ପ୍ଲାଣ୍ଟକୁ ଅଧିଗ୍ରହଣ କରିବ। ଏ ନେଇ ଶୁକ୍ରବାର ଟାଟା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଅଗଷ୍ଟରେ…
‘ବିର୍ଲା ଆଗ୍ରୋ ମେଶିନର ନୂତନ ଉତ୍ପାଦ ଉନ୍ମୋଚିତ’
ଭୁବନେଶ୍ୱର,୩୧ା୧୨: ମାସ୍ବାଦକର ଅଟୋଲାଇନ୍ ପ୍ରାଇଭେଟ୍ ଲିମିଟେଡ୍ର ସହଯୋଗୀ ସଂସ୍ଥା ବିର୍ଲା ଆଗ୍ରୋ ମେଶିନ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଶୁକ୍ରବାର ସ୍ଥାନୀୟ କଟକରୋଡ୍ସ୍ଥିତ ଏକ ହୋଟେଲ ପରିସରରେ ଦିନିକିଆ ରାଜ୍ୟସ୍ତରୀୟ ଡିଲର ମିଟ୍ ସାଙ୍ଗକୁ ନୂତନ ଉତ୍ପାଦ…
ଖସିଲା ଶେୟାର ବଜାର କାରବାର
ନୂଆଦିଲ୍ଲୀ,୩୧ା୧୨: ଦିନକ ପରେ ପୁଣି ଥରେ ଷ୍ଟକ୍ ବଜାର କାରବାରରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ଷ୍ଟକ୍ ମାର୍କେଟର କାରବାର ଶେଷ…
ବୃଦ୍ଧି ପାଉଛି ଦେଶର ବିତ୍ତୀୟ ନିଅଣ୍ଟ
ନୂଆଦିଲ୍ଲୀ,୩୧ା୧୨: ଚଳିତ ବର୍ଷର ନଭେମ୍ବର ଶେଷ ସୁଦ୍ଧା ସରକାରଙ୍କ ବିତ୍ତୀୟ ନିଅଣ୍ଟ ପୂର୍ଣ୍ଣ ବର୍ଷର ବଜେଟ୍ ଆକଳନର ୫୯ % ନିକଟତର ହୋଇଛି। ଏପରିକି ଶୁକ୍ରବାର କଣ୍ଟ୍ରୋଲର ଜେନେରାଲ ଅଫ୍ ଆକାଉଣ୍ଟସ୍ (ସିଜିଏ)ଙ୍କ ଦ୍ୱାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି। ଏପରିକି ପ୍ରକୃତ…
ମେଡିକାଲ ଏଜେନ୍ସିରେ ଜିଏସ୍ଟି ଚଢ଼ାଉ
ଝାରସୁଗୁଡ଼ା ଅଫିସ,୩୧ା୧୨: ଝାରସୁଗୁଡା ସହରରେ ଥିବା ଅମିତ ମେଡିକାଲ ଏଜେନ୍ସିରୁ କିଛିଦିନ ତଳେ ଲକ୍ଷାଧିକ ଟଙ୍କାର ନକଲି ମେଡିସିନ ଜବତ ହୋଇଥିଲା। ତଦନ୍ତ ପରେ ଏହାର ଚେର ଉତ୍ତରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଥିବା ଜଣାପଡିଥିଲା। ଏଭଳି ସ୍ଥିତିରେ ଜିଏସ୍ଟି ଠକେଇ ଅଭିଯୋଗରେ ସହରରେ…
୨୦୨୪ରେ ରାହୁଲ ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: କମଲ ନାଥ
ନୂଆଦିଲ୍ଲୀ,୩୧ା୧୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିରୋଧୀ ଦଳଗୁଡ଼ିକର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ଶୁକ୍ରବାର ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ କହିଛନ୍ତି। କଂଗ୍ରେସର ଦେଶବ୍ୟାପୀ ଭାରତ ଯୋଡ଼ୋ…
ଘରବାହୁଡ଼ା ଯୋଜନା ନାହିଁ: ଆଜାଦ
ନୂଆଦିଲ୍ଲୀ,୩୧ା୧୨: କଂଗ୍ରେସ ଛାଡ଼ି ନୂଆ ଦଳ ଗଢ଼ିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ପୁଣି ପୁରୁଣା ଦଳକୁ ଫେରିବା ନେଇ ଚର୍ଚ୍ଚା ଜୋର୍ ଧରିଛି। ତାଙ୍କୁ ଦଳକୁ ଫେରାଇ ଆଣିବା ଲାଗି କେତେଜଣ କଂଗ୍ରେସ ନେତା ପରଦା ଆଢ଼ୁଆଳରେ କାମ…
୧୪ ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା
ନୂଆଦିଲ୍ଲୀ,୩୧ା୧୨: ଆସନ୍ତା ମକର ସଂକ୍ରାନ୍ତି (ଜାନୁୟାରୀ ୧୪) ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରନ୍ତି ବୋଲି ରାଜନୈତିକ ମହଲରେ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ବଜେଟ ଅଧିବେଶନ ପୂର୍ବରୁ ମନ୍ତ୍ରୀସ୍ତରରେ ଅଦଳବଦଳ ହୋଇପାରେ। ଏଥିସହିତ ନିର୍ବାଚନ ଅନୁଷ୍ଠିତ…
‘ଆତଙ୍କବାଦକୁ ଅସ୍ତ୍ର କରି ଭାରତ ସହ କଥାବାର୍ତ୍ତା ଅସମ୍ଭବ’: ଏସ ଜୟଶଙ୍କର
ନୂଆଦିଲ୍ଲୀ,୩୧ ।୧୨: ଆତଙ୍କବାଦ ପ୍ରସଙ୍ଗରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି । ପାକିସ୍ତାନ ଉପରେ ଆକ୍ରମଣ କରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶୁକ୍ରବାର କହିଛନ୍ତି ଯେ, ଭାରତକୁ ଆଲୋଚନା ଟେବୁଲକୁ ଆଣିବାକୁ…
ଦଲାଇ ଲାମାଙ୍କୁ ଭେଟିଲେ ନୀତୀଶ
ପାଟନା, ୩୧ା୧୨: ଦୁଇବର୍ଷ ପରେ ତିବ୍ବତୀୟ ଆଧ୍ୟାତ୍ମିକ ଗୁରୁ ଦଲାଇ ଲାମା ଶୁକ୍ରବାର ବିହାରର ମହାବୋଧି ମନ୍ଦିର ଦର୍ଶନ କରିଛନ୍ତି। ଏହି ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ମଧ୍ୟ ସେ ସାକ୍ଷାତ୍ କରିଛନ୍ତି। ଅପରାହ୍ନ ପ୍ରାୟ ୧୨ଟା ୪୦…
Archives


