ପାକିସ୍ତାନକୁ ଧନ୍ୟବାଦ ଦେଲା ଆମେରିକା: ପହଲଗାମ ଆତଙ୍କବାଦୀ ଆକ୍ରମଣର ୩ ମାସ ପରେ କାହିଁକି ଏମିତି କହିଲା, ଜାଣନ୍ତୁ
ୱାଶିଂଟନ,୨୬।୭: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ୱାଶିଂଟନରେ ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାରଙ୍କୁ ଭେଟିଥିଲେ। ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା ଲକ୍ଷ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ଜାରି…
ବନ୍ଧୁତାରେ ଲାଗିଲା ରକ୍ତଛିଟା: ସାଙ୍ଗକୁ ଘରୁ ଡାକିନେଇ ବିଲ ହିଡ଼ରେ…
ଉଦଳା,୨୬।୭(ସନ୍ତୋଷ କୁମାର ବାଛିନି):ବନ୍ଧୁତାରେ ଲାଗିଲା ରକ୍ତଛିଟା। ଘରକୁ ଡ଼ାକିନେଇଥିଲେ ସାଙ୍ଗ, ଆଉ ବିଲ ହିଡ଼ରେ ବେକକୁ ହାଣି କଲେ ଲହୁଲୁହାଣ। ହେଲେ ବଞ୍ଚିଯାଇଛନ୍ତି ସାଙ୍ଗ। ଏଭଳି ଘଟଣା ଘଟିଛି ଉଦଳା ଥାନା ରାଢୋ ଗ୍ରାମରେ। ଗ୍ରାମର ଯତୀନ୍ଦ୍ର ପାତ୍ର ଗତକାଲି ସନ୍ଧ୍ୟା…
ପୁଅକୁ ସ୍ବପ୍ନରେ ଡାକିଲେ ନିଜ ମା’, ଆଉ ତା’ପରେ ଏମିତି ପଦକ୍ଷେପ ନେଲେ ମେଧାବୀ ଛାତ୍ର
ସୋଲାପୁର,୨୬ା୭:ମହାରାଷ୍ଟ୍ରର ସୋଲାପୁରରେ ଜଣେ ୧୬ ବର୍ଷୀୟ ମେଧାବୀ ଛାତ୍ର ମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଆତ୍ମହତ୍ୟା କରିଛନ୍ତି। ଶିବଶରନ ଉଟାଲି ତାଲକୋଟିଙ୍କ ମାଆ ୩ ମାସ ପୂର୍ବେ ଜଣ୍ଡିସ୍ରେ ପ୍ରାଣ ହରାଇଥିଲେ। ଶିବଶରନ ଶୁକ୍ରବାର ତାଙ୍କ ମାମୁଘରେ ରଶି ଲଗାଇ ଆତ୍ମହତ୍ୟା…
ପାରିବାରିକ କଳହର କରୁଣ ପରିସ୍ଥିତି: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ
ବୌଦ୍ଧ,୨୬।୭(ଅଜିତ କୁମାର ବାରିକ): ବୌଦ୍ଧ ଜ଼ିଲା ହରଭଂଗା ବ୍ଲକର ପୁରୁଣା କଟକ ଥାନା ପଛ ପଟେ ରହୁଥିବାଜଣେ ଯୁବକ ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଜଣାପଡିଛି । ସୂଚନା ମୁତାବକ, ତୁକୁ ଲୁଣ୍ଡା ଗ୍ରାମର ସାଜନ ପ୍ରଧାନ ଗ୍ରାମ ନିକଟସ୍ଥ…
ରାମ୍ବୁଲି-ମିଞ୍ଜାପାଙ୍କାରେ ଜମିବାଡ଼ିକୁ ନେଇ ୨ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି
ଦାରିଙ୍ଗବାଡ଼ି,୨୬।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ରାମ୍ବୁଲି ଓ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ବ୍ରାହ୍ମଣୀଗାଁ ପୋଲିସ ଆକ୍ସନ ମୁଡ଼ରେ ରହିଛି ଘଟଣାରେ ପୋଲିସ…
ଦିଲ୍ଲୀରୁ ଫେରି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ବଡ଼ କଥା କହିଦେଲେ ମନମୋହନ ସାମଲ
ଭୁବନେଶ୍ୱର,୨୬।୭: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ସେ କହିଛନ୍ତି, -ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି।…
ଦେଢ ବର୍ଷର ଶିଶୁପୁତ୍ରଙ୍କ ଗଳାରେ ଲାଗିଗଲା ସେଓ: ଆଉ ତା’ପରେ ଘଟିଗଲା…
ବ୍ରଜରାଜନଗର,୨୬ା୭(ବିଜୟ ବରାଡ଼):ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳର ବୁଢ଼ୀଜାମ୍ କଲୋନୀରେ ଦେଢବର୍ଷର ଜଣେ ଶିଶୁପୁତ୍ରର ଗଳାରେ ସେଓ ଲାଗିଯିବାରୁ ଜୀବନ ଯାଇଛି। ଗୁରୁବାର ସକାଳେ ଉକ୍ତ କଲୋନୀର ଇନ୍ଦ୍ରଜିତ୍ ସିଂଙ୍କ ଦେଢବର୍ଷର ପୁଅକୁ ପରିବାରର କେହି ସଦସ୍ୟ ସେଓ କାଟି ଖାଇବାକୁ ଦେଇଥିଲେ।…
ନିମ୍ନମାନର ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ଅଭିଯୋଗ
କେସିଙ୍ଗା,୨୬ା୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅଧୀନ କଛାରପଦର ଗ୍ରାମରେ ନିମ୍ନମାନର ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣକୁ ନେଇ ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦୀର୍ଘଦିନ ହେବ ନିଜସ୍ବ ଗୃହ ନ ଥିବାରୁ ଏହି କେନ୍ଦ୍ର ଗ୍ରାମରେ ଥିବା ସରକାରୀ ପ୍ରାଥମିକ…
ପ୍ରବଳ ବର୍ଷାରେ ଉଛୁଳିଲା ନାଳ: ଜୀବନକୁ ବାଜି ଲଗାଇ ନାଳ ପାରିହେଉଛନ୍ତି ଛାତ୍ରୀଛାତ୍ର
ଥୁଆମୂଳ ରାମପୁର,୨୬ା୭(ଦୁର୍ଗା କୀର୍ତ୍ତି):ବର୍ଷାଦିନେ ପାଠ ପଢ଼ିବା ପାଇଁ ଜୀବନକୁ ବାଜି ଲଗାଇ ଛାତ୍ରୀଛାତ୍ରଙ୍କୁ ନାଳ ପାରିହେବାକୁ ପଡୁଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ରେ। ବ୍ଲକ୍ର ବଡଛତ୍ରଙ୍ଗ ଓ ବିରିକୋଟ ପଞ୍ଚାୟତକୁ ସଂଯୋଗ କରୁଥିବା…
ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୬ା୭:ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବାବେଳେ…
ବର୍ଷେ ହେବ ଚାକିରି ପାଇଥିଲେ, ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ଜାଲରେ ଫସିଗଲେ ଜେଆର୍ଏ
ଭୁବନେଶ୍ୱର,୨୬ା୭(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଉପଜିଲାପାଳ ଅଫିସ ସ୍ବତନ୍ତ୍ର ସାର୍ଟିଫିକେଟ୍ ସେକ୍ସନ୍ର କନିଷ୍ଠ ରାଜସ୍ବ ସହାୟକ (ଜେଆର୍ଏ)) ସୌରଭ ତ୍ରିପାଠୀ ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି। ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ…
୩୧.୫୦ ଲକ୍ଷ ଟଙ୍କାର ଠକେଇ କରି ଫସିଲେ ଅଭିନେତା: ମାଡ଼ିବସିଲା ପୋଲିସ
ଭୁବନେଶ୍ୱର,୨୬ା୭(ସତ୍ୟଜିତ୍ ରାଉତ):ଧାରରେ ନେଇଥିବା ୩୧.୫୦ ଲକ୍ଷ ଠକେଇ ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଜଣେ ଅଭିନେତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ପଳାଶୁଣୀରେ ରହୁଥିବା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁରର ଉଦୟନ ଅପରାଜିତ୍ (୪୦)।…
Archives


