Home

ଖରାଠୁ ବଳିଯାଉଛି ଗୁଳୁଗୁଳି ଯନ୍ତ୍ରଣା, ଏହିଦିନଠୁ ପୁଣି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପଶ୍ଚିମରେ ଖରାତାତି ଓ ଉପକୂଳରେ ଗୁଳୁଗୁଳି ଅନୁଭୂତ ହେଉଛି। ଗତ କିଛିଦିନ ହେବ ସାଧାରଣତଃ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ଉପରମୁହାଁ ରହୁଥିବାବେଳେ ସେହି ଅନୁପାତରେ ଉପକୂଳ ଜିଲାଗୁଡିକରେ…

Video: ଟ୍ରମ୍ପଙ୍କ ମଜା ଉଡାଇଲା ଇରାନ, ଏମିତି ଭିଡ଼ିଓ ଜାରି କଲା ଯିଏ ଦେଖିଲା କହିଲା…

ତେହରାନ,୨୭।୪: ୱାଶିଂଟନରେ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ, ଇରାନ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପରିହାସ କରି ଏକ ଲେଗୋ-ଶୈଳୀର ‘ଡିସ ଟ୍ରାକ’ ଭିଡିଓ ଜାରି କରିଛି। ସୋସିଆଲ ମିଡିଆରେ ଖୁବ ଶେୟାର ହୋଇଥିବା…

ଆମ ସଂସ୍କାର, ଆମ ପରିଚୟ

ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭାଇରାଲ ଭିଡିଓ ବ୍ୟାପକ ଚର୍ଚ୍ଚାର ବିଷୟ ହୋଇଛି। ନେପାଳର ଏକ ରାସ୍ତାରେ ଦୁଇଜଣ ଭାରତୀୟ ପର୍ଯ୍ୟଟକ ଗୁଟ୍‌ଖା ଛେପ ପକାଇବା ସମୟରେ ଜଣେ ନେପାଳୀ ବ୍ୟକ୍ତି ସେମାନଙ୍କୁ ଅପମାନିତ କରି ରାସ୍ତା ସଫା କରାଇଥିଲେ। ନେପାଳୀ…

ଦେଶରେ ଶ୍ରମିକ ଅଶାନ୍ତ

ଗତ ଏପ୍ରିଲ ୧୩ ତାରିଖରେ ନଏଡା ଫେଜ୍‌-୨ରେ ଅନେକ ହଜାର ଶ୍ରମିକଙ୍କ ଆନ୍ଦୋଳନ ସେମାନଙ୍କ ମନରେ ଥିବା ଦୀର୍ଘଦିନର ଆକ୍ରୋଶକୁ ପ୍ରକାଶ କରିଛି। ସେଠାକାର ବିଭିନ୍ନ ଶିଳ୍ପ ଓ ଠିକା ସଂସ୍ଥାଗୁଡ଼ିକ ଅଧୀନରେ କାର୍ଯ୍ୟରତ ଶ୍ରମିକମାନେ ମଜୁରି ବୃଦ୍ଧି ଏବଂ ଅନ୍ୟାନ୍ୟ…

ଟ୍ରମ୍ପ୍‌ଙ୍କୁ ଲକ୍ଷ୍ୟ

ମଧ୍ୟପ୍ରାଚ୍ୟ ସଙ୍କଟ ଦୂର କରିବା ଲାଗି ଇରାନ୍‌ ବୈଦେଶିକ ମନ୍ତ୍ରୀ ଅବାସ ଆରାଘାଚି ଆମେରିକୀୟ ପ୍ରତିନିଧି ଦଳ ସହ କଥାବାର୍ତ୍ତା କରିବା ପୂର୍ବରୁ ୨୫ ଏପ୍ରିଲରେ ଇସ୍‌ଲାମାବାଦ ଛାଡ଼ିଦେଇଥିଲେ। ଆମେରିକା ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତ ନାହିଁ ଓ ଇରାନ୍‌ର ସାମୁଦ୍ରିକ…

ହ୍ବାଇଟ ହାଉସ ଡିନର ସୁଟିଂକୁ ନେଇ ଚମକାଇବା ଭଳି କଥା କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୭।୪: ହ୍ବାଇଟ ହାଉସ କରେସପଣ୍ଡେଣ୍ଟଙ୍କ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସିବିଏସ ନ୍ୟୁଜକୁ ଏକ ସାକ୍ଷାତକାର ଦେଇଥିଲେ। ସେ କହିଥିଲେ ଯେ ଯେତେବେଳେ ଗୁଳିକାଣ୍ଡ ଆରମ୍ଭ ହେଲା, ସେ ଫାଷ୍ଟ ଲେଡି ଅର୍ଥାତ୍‌ ମେଲାନିଆ ଟ୍ରମ୍ପଙ୍କ…

ଆଜି ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୟୁନିଟ-୨…

ଇରାନ-ଆମେରିକା ଯୁଦ୍ଧ ଖୁବ ଶୀଘ୍ର ଶେଷ ହେବାର ସଙ୍କେତ ଦେଲେ ଟ୍ରମ୍ପ, କହିଲେ ସେମାନଙ୍କ ପରିସ୍ଥିତି ଖୁବ ଖରାପ…

ଓ୍ବାଶିଂଟନ,୨୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ତଥାପି, ଏହି ପରିସ୍ଥିତି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ଦୁଇ ରାଷ୍ଟ୍ର ମଧ୍ୟରେ ସଂଘର୍ଷ ଶୀଘ୍ର ଶେଷ ହୋଇପାରେ। ସେ କହିଛନ୍ତି ଯେ…

ଅଧିକ ମୋବାଇଲ୍ ଦେଖୁଥିଲେ ସାବଧାନ! ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଆଜିକାଲି ହାଇଟେକ୍‌ ଯୁଗରେ ମୋବାଇଲର ବ୍ୟବହାର କେତେ ବହୁଳ ହୋଇଯାଇଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏବେ ଅନେକ କାମରେ ଏହା ଉପଯୋଗୀ ସାବ୍ୟସ୍ତ ହୋଇଛି। ବିଶେଷଭାବରେ ଯୁବପିଢ଼ି ଅଧିକ ମୋବାଇଲ୍‌ ବ୍ୟବହାର କରୁଥିବାର ଏକ ସର୍ଭେରୁ ଜଣାପଡିଛି। ତେବେ ଆବଶ୍ୟକତାଠାରୁ…

ଆଇସିୟୁ ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪: ସ୍ବାସ୍ଥ୍ୟସେବାକୁ ନେଇ ଇଣ୍ଟେନସିଭ୍‌ କେୟାର ୟୁନିଟ୍‌(ଆଇସିୟୁ)ର ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ତରରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କ୍ରିଟିକାଲ୍‌ କେୟାର ବ୍ୟବସ୍ଥାର ସୁବ୍ୟବସ୍ଥିତ ଭିତ୍ତିଭୂମିର ଉନ୍ନତି କରାଯିବା ଜରୁରୀ…

ଚାଇନାରେ ଚାଞ୍ଚଲ୍ୟ, ନୃତ୍ୟ କାର୍ଯ୍ୟକ୍ରମରେ ଛାତ୍ରୀଙ୍କୁ କୁଣ୍ଢାଇ ପକାଇଲା ହ୍ୟୁମାନଏଡ୍‌ ରୋବୋ

ବେଜିଂ, ୨୭।୪(ପି.ଟି.): ଚାଇନାର ଶାନସି ପ୍ରଦେଶର ଏକ ବିଶ୍ୱବିଦ୍ୟାଳୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ହ୍ୟୁମାନଏଡ୍‌ ରୋବୋ (ଯନ୍ତ୍ରମଣିଷ) ନାଚୁଥିବା ସମୟରେ ହଠାତ୍‌ ଜଣେ ଛାତ୍ରୀଙ୍କ ଆଡ଼କୁ ମାଡ଼ିଆସି ତାଙ୍କୁ କୁଣ୍ଢାଇ ପକାଇଥିଲା। ଏହି…

ସକାଳୁ ସକାଳୁ ଶକ୍ତିଶାଳୀ ଭୂମିକମ୍ପ ଝଟକା, ଭୟରେ ଲୋକେ ଘରୁ…

ଟୋକିଓ,୨୭।୪: ସକାଳୁ ସକାଳୁ ଜାପାନରେ ବଡ଼ ଧରଣର ଭୂକମ୍ପ ହୋଇଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ରିପୋର୍ଟ କରିଛି ଯେ ସୋମବାର ଜାପାନର ହୋକାଇଡୋରେ ୬.୧ ତୀବ୍ରତାର ଭୂମିକମ୍ପ ହୋଇଥିଲା। କହିରଖୁଛୁ କି, କିଛି ଦିନ ପୂର୍ବରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?