ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର
ମାଉଣ୍ଟ ମାଙ୍ଗାନୁଇ,୨୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚରେ ବିଶ୍ୱର ଏକ ନମ୍ବର ଟି-୨୦ ବ୍ୟାଟ୍ସମ୍ୟାନ ଭାରତର ସୂର୍ଯ୍ୟକୁମାର ଯାଦବ ୫୧ ବଲରେ ୧୧୧ ରନର…
ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେଠାରେ…
ସୂର୍ଯ୍ୟକୁମାରଙ୍କ ଶତକ: ନ୍ୟୁଜିଲାଣ୍ଡକୁ ୧୯୨ ରନ୍ ଟାର୍ଗେଟ୍ ଦେଲା ଭାରତ
ମାଉଣ୍ଟ ମଙ୍ଗାନୁଇ,୨୦।୧୧: ଭାରତର ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମାଉଣ୍ଟ ମଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ସମ୍ମୁଖରେ ଭାରତ ୧୯୨ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହାରି ପରେ ପ୍ରଥମେ ବ୍ୟାଟିଂ କରି ଭାରତର ଆରମ୍ଭ ଭଲ…
ଅଜା ହେଲେ ମୁକେଶ ଅମ୍ବାନୀ: ଯମଜ ସନ୍ତାନ ଜନ୍ମ ଦେଲେ ଝିଅ ଇଶା
ମୁମ୍ବାଇ,୨୦।୧୧: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଅମ୍ବାନୀ ଯମଜ ଶିଶୁ ସନ୍ତାନ ଜନ୍ମ ଦେଇଛନ୍ତି। ଅମ୍ବାନୀ ପରିବାର ଏବଂ ପିରାମଲ ପରିବାର ଦ୍ୱାରା ଜାରି କରାଯାଇଥିବା ସୂଚନାରେ କୁହାଯାଇଛି ଯେ, ଇଶା ୧୯ ନଭେମ୍ବରରେ ଯମଜ…
ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୦।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି୨୦ ମୁକାବିଲା ରବିବାର ଖେଳାଯାଉଛି। ଏହି ମ୍ୟାଚ୍ର ଟସ୍ ପଡ଼ିବା ମାତ୍ରେ ଭାରତୀୟ ଦଳ ଏକ ବଡ ରେକର୍ଡ କରିଛି। ଏକ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ସଂଖ୍ୟକ ମ୍ୟାଚ୍ ଖେଳିବାର ବିଶ୍ୱ ରେକର୍ଡ ଦଳ ନିଜ…
ୟୁକ୍ରେନକୁ ୬ କୋଟି ଡଲାର ପ୍ରତିରକ୍ଷା ସହାୟତା ଯୋଗାଇଲା ବ୍ରିଟେନ
ଲଣ୍ଡନ,୨୦।୧୧: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ ନିକଟରେ ୟୁକ୍ରେନର ରାଜଧାନୀ କିଭ୍ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ପ୍ରଥମ ଗସ୍ତରେ ସେ ୟୁକ୍ରେନକୁ ସେ ୬ କୋଟି ଡଲାର ପ୍ରତିରକ୍ଷା ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ୧୨୬ଟି ଆଣ୍ଟି-ଏୟାରକ୍ରାଫ୍ଟ…
ଭାଜପାରୁ ୭ ବିଦ୍ରୋହୀ ନେତା ବିଦା
ଗାନ୍ଧୀନଗର,୨୦।୧୧: ଗୁଜରାଟରେ ବିଦ୍ରୋହୀ ନେତାଙ୍କ ବିରୋଧରେ ଭାଜପାା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭାଜପା ଗୁଜରାଟର ରାଜ୍ୟ ସଭାପତି ସିଆର ପାଟିଲ ବିଦ୍ରୋହୀ ୭ ନେତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ମଧୁ ଶ୍ରୀବାସ୍ତବ, ଅରବିନ୍ଦ ଲଡାନି,…
ଟସ୍ ଜିତି ନ୍ୟୁଜିଲାଣ୍ଡର ବୋଲିଂ ନିଷ୍ପତ୍ତି, ୧୫ ଓଭର ସୁଦ୍ଧା ଭାରତର ସ୍କୋର ୧୨୨/୩
ମାଉଣ୍ଟ ମଙ୍ଗାନୁଇ, ୨୦।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ରବିବାର ଏଠାରେ ଖେଳାଯାଉଛି। ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତ ବ୍ୟାଟିଂ ନିମନ୍ତ୍ରଣ ପାଇ ଭଲ ଆରମ୍ଭ କରିଛି। ତେବେ ଖବର ଲେଖାଯିବା…
ଟୁଇଟରକୁ ଫେରିଲେ ଟ୍ରମ୍ପ
ୱାଶିଂଟନ,୨୦ ।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଟୁଇଟରକୁ ଫେରିଛନ୍ତି । ବ୍ଲୁ ଟିକ ସହ ପୁଣିଥରେ ତାଙ୍କ ଟୁଇଟର ଆକାଉଣ୍ଟକୁ ଆକ୍ଟିଭ କରଦିଆଯାଇଛି । ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଟୁଇଟରର ନୂଆ ମାଲିକ ଏଲନ ମସ୍କ…
ଗୁଜରାଟରେ ଆଜିଠାରୁ ମୋଦିଙ୍କ ପ୍ରଚାର ଅଭିଯାନ ଆରମ୍ଭ, କଂଗ୍ରେସର ଗଡ ସୌରାଷ୍ଟ୍ରରେ କରିବେ ପ୍ରଚାର
ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପ୍ରଚାରରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏଣ୍ଟ୍ରି ହୋଇ ସାରିଛି । ଶନିବାର ମୋଦି ବଲସାଡରେ ରାଲି କରିବା ସହ ରୋଡ ଶୋ’ ବି କରିଥିଲେ । ରବିବାର ପ୍ରଧାନମନ୍ତ୍ରୀ ମୋଦି ରାଲି କରିବାର…
ଡାଟା ସୁରକ୍ଷା ବିଲ୍: ଆଇନ ଭଙ୍ଗକଲେ ସରକାରଙ୍କୁ ବି ଜରିମାନା…
ନୂଆଦିଲ୍ଲୀ,୧୯।୧୧ : ଭାରତ ସରକାର ଏକ ନୂତନ ଡାଟା ସୁରକ୍ଷା ବିଲକୁ ନେଇ ପ୍ରସ୍ତାବ ଆଗତ କରିଛନ୍ତି। ଏହି ଆଇନରେ ତଥ୍ୟ ଉଲ୍ଲଂଘନ ମାମଲାରେ ସରକାରଙ୍କୁ ମଧ୍ୟ ଛାଡ ଦିଆଯାଇ ନାହିଁ। ଏହି ସୂତ୍ର ଅନୁଯାୟୀ ତଥ୍ୟ ଉଲ୍ଲଂଘନ ପାଇଁ ସରକାର…
ମୃତ କୁକୁର ଛୁଆକୁ ରାସ୍ତାରେ ଜଗି ରହିଛି ମା’
କୋକସରା,୧୯ା୧୧(ଡି.ଏନ୍.ଏ.): ସେ ମଣିଷ ହେଉ କି ପଶୁ। ମା’ର ମମତା ଅନାବିଳ। ମାତୃତ୍ୱ ଆଗରେ ସବୁ ସନ୍ତାନ ସମାନ। ଶନିବାର ସଡ଼କ ପାର୍ ହେଉଥିବା ବେଳେ ଏକ କୁକୁର ଛୁଆ ଉପରେ କୌଣସି ଏକ ଗାଡ଼ି ମାଡ଼ିଯିବାରୁ ତା’ର ମୃତ୍ୟୁ ହୋଇଛି।…
Archives


