Home

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଅଭିଯୋଗ ହେଉଛି। ଉକ୍ତ ହମ୍ପ୍ସ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ତଥା ଆଇଏଏସ୍‌ ସୌମ୍ୟରଞ୍ଜନ ପ୍ରଧାନ ଥୁଆମୂଳ ରାମପୁର ବ୍ଲକର ଦେର୍ଲାଠି…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଜକର ଗ୍ରାମର ନୂଆସାହିରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା ଗାଁର ଚାଷୀଙ୍କ ପିଆଜ ଚାଷଜମି ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଗାଁର…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା କରାଯାଉଥିବା କୁହାଯାଇଛି। ସୂଚନା ଅନୁସାରେ, ଓଡ଼ିଆପକ୍ଷ ୨୦୨୬ ଅବସରରେ ଏପ୍ରିଲ ୧୦କୁ ଲୋକକଳା…

ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍‌ ଦାବି, ଆଲାଇନ୍‌ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ଆସିବା ପରେ ଗଞ୍ଜାମ ଜିଲା ଚିକିଟି ନିକଟ ବାହୁଦା…

ପୁଣି ଶିବମନ୍ଦିରକୁ ଟାର୍ଗେଟ୍‌ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି…

ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ ଥିବା ବାବା ମଲିକେଶ୍ୱର ମନ୍ଦିର ହୁଣ୍ଡିରୁ ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା…

ବସ୍‌ର କାଚରେ ଭବିଷ୍ୟବାଣୀ ଲେଖିଥିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ଯିଏ ଦେଖୁଛି ସିଏ କରୁଛି ପ୍ରଶଂସା

ନୂଆଦିଲ୍ଲୀ,୨୬।୪: ପ୍ରତିବର୍ଷ, IPL ଆକାଶରେ ନୂତନ ତାରାମାନେ ଉଜ୍ଜ୍ୱଳ ଭାବରେ ଝଲସୁଛନ୍ତି। ତଥାପି, 2026 ସିଜିନ ଜଣେ ଯୁବ ଧୁରନ୍ଧରଙ୍କ ନାମ ଆସିଛି ଯିଏ ପ୍ରତିଷ୍ଠିତ କ୍ରିକେଟ ମାନଦଣ୍ଡକୁ ଭାଙ୍ଗି ଦେଇଛନ୍ତି। ସେହି ନାମ ହେଉଛି ବୈଭବ ସୂର୍ଯ୍ୟବଂଶୀ। ବିହାର ମାଟିରୁ…

କିଏ ଚଳାଇଥିଲେ ଟ୍ରମ୍ପଙ୍କ ଡିନର୍‌ ସମୟରେ ଗୁଳି? ସାମ୍ନାକୁ ଆସିଲା ଫଟୋ

ୱାଶିଂଟନ ଡିସି,୨୬।୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏହି ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ ମହିଳା ମେଲାନିଆ ଟ୍ରମ୍ପ ଏବଂ ଉପ-ରାଷ୍ଟ୍ରପତି…

ବସ୍‌କୁ ଓଭରଟେକ୍‌ କରିବା ସମୟରେ ଦୁର୍ଘଟଣା, ରାସ୍ତାକଡ଼କୁ ଖସି ପଡ଼ିବାରୁ…

ବାଲିଗୁଡ଼ା,୨୬ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଘରୋଇ ଯାତ୍ରୀବାହୀ ବସ୍‌ ସହ ଏକ କାର୍‌ର ମୁହାଁମୁହିଁ ଧକ୍କା ହୋଇ ରାସ୍ତାକଡ଼କୁ ଖସିପଡ଼ିଛି ବସ୍‌। ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ବସ୍‌ରେ ଥିବା ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ…

ଚାଲିଗଲା ଅଧିନାୟକ ପଦ, ପ୍ୟାଟ କମିନ୍ସଙ୍କୁ ନେଇ ବଡ଼ ବୟାନ ଦେଲେ ଈଶାନ କିଷନ

ହାଇଦ୍ରାବାଦ,୨୬।୪: ଆଇପିଏଲ୍‌ରେ ଚଳିତ ସିଜିନରେ ସନରାଇଜର୍ସ ହାଇଦ୍ରାବାଦ (SRH) ର ବିଜୟ ରଥ ଅଟକିବାର ନାଁ ନେଉନାହିଁ। ପ୍ୟାଟ କମିନ୍ସଙ୍କ ନେତୃତ୍ୱରେ ଦଳ ପୁଣିଥରେ ଏକ ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ରାଜସ୍ଥାନ ଦେଇଥିବା ୨୨୯ ରନର…

ଖୋଲା ଖୋଲି ପ୍ରେମର ଘୋଷଣା କଲେ ଅର୍ଶଦୀପ! ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୬।୪: ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ, ବର୍ତ୍ତମାନ IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଛନ୍ତି, ଏହି ସିଜିନରେ ତାଙ୍କ ବୋଲିଂ ଅପେକ୍ଷା ତାଙ୍କ ପ୍ରେମ କାହାଣୀକୁ ନେଇ ଅଧିକ ଶିରୋନାମାରେ ଅଛନ୍ତି। ଏବେ ଏକ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?