Home

ପୁଣି ଏକ୍ସ-ଗର୍ଲଫ୍ରେଣ୍ଡଙ୍କ ପ୍ରେମରେ ପଡିଛନ୍ତି କି ସଲମାନ

ବଲିଉଡ ସୁପରଷ୍ଟାର ସଲମାନ ଖାନ ୫୭ ବର୍ଷରେ ପାଦ ଥାପିଛନ୍ତି। ସଲମାନଙ୍କ ଜନ୍ମଦିନ ଅବସରରେ ଏକ ଗ୍ରାଣ୍ଡ ପାର୍ଟିର ଆୟୋଜନ କରାଯାଇଛି। ଏଥିରେ ବଲିଉଡର ସମସ୍ତ ଚଳଚ୍ଚିତ୍ର ତାରକା ଅଂଶଗ୍ରହଣ କରିଥିଲେ। ସଲମାନଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ସଙ୍ଗୀତା ବିଜଲାନି…

ଚାଇନାରେ କରୋନା ସ୍ଥିତି ଭୟଙ୍କର: ଝେଜିଆଙ୍ଗରେ ଗୋଟିଏ ଦିନରେ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ବେଜିଂ,୨୭।୧୨: ଚାଇନାରେ କରୋନା ସ୍ଥିତି ଭୟଙ୍କର ହୋଇଛି। ଦେଶର ବିଭିନ୍ନ ସ୍ଥାନରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଛନ୍ତି। ଝେଜିଆଙ୍ଗ ପ୍ରଦେଶରେ ଗୋଟିଏ ଦିନରେ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଝେଜିଆଙ୍ଗ ପ୍ରଦେଶ ହେଉଛି ଚାଇନାର ପ୍ରମୁଖ…

ଔଷଧ କମ୍ପାନୀରେ ଲାଗିଲା ନିଆଁ: ଚାଲିଗଲା ୪ ଜୀବନ

ହାଇଦ୍ରାବାଦ୍‌,୧୭।୧୨: ଆନ୍ଧ୍ରପ୍ରଦେଶର ଆନାକାପାଲରେ ଅବସ୍ଥିତ ଏକ ଫାର୍ମାସ୍ୟୁଟିକାଲ କମ୍ପାନୀରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ପ୍ରରଓ୍ବାଡା ଲୌରସ ଫାର୍ମା ଲ୍ୟାବ ଲିମିଟେଡ କମ୍ପାନୀର ଲାବୋରେଟୋରୀରେ ଏହି ଅଗ୍ନିକାଣ୍ଡ ଘଟିଛି। ପୋଲିସର…

ଜମି ରହୁଛି ବନ୍ୟାପାଣି, ଚାଷୀ କ୍ଷତିଗ୍ରସ୍ତ

ଯାଜପୁର ଅଫିସ/ପ୍ରୀତିପୁର (ଡି.ଏନ.ଏ.),୨୭ା୧୨:ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଞ୍ଚଳର ଅଧିକାଂଶ ଚାଷୀ ପ୍ରାୟ ପ୍ରତିବର୍ଷ ଛୋଟବଡ଼ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିଯୋଗୁ ଚାଷୀମାନଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହେବା ସହ ପାରିବାରିକ ଅଶାନ୍ତି ବଢ଼ିବାରେ ଲାଗିଛି। ବନ୍ୟା ଜଳ ନିଷ୍କାସନର…

ଚିନାବାଦାମ ଚାଷୀଙ୍କୁ ବିହନ, କୃଷି ଯନ୍ତ୍ରପାତି ମିଳୁନି

ମହାକାଳପଡ଼ା,୨୭ା୧୨(ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ହେଲେ କୃଷି ବିଭାଗର ଅନେକ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚତ୍ ପାରୁନି ବୋଲି ବହୁ ଚାଷୀ ଅଭିଯୋଗ କରିଛନ୍ତି। ବିଭାଗୀୟ…

ଅଚଳ କରିଦେଲେ ଅନ୍‌ଲାଇନ୍‌ ଅଟୋ ଚାଳକ

ଭୁବନେଶ୍ୱର, ୨୭।୧୨(ବ୍ୟୁରୋ):ଘରୋଇ ଓଲା, ଉବର, ରାପିଡ଼ୋ ବାଇକ୍‌ ବିନା କମର୍ସିଆଲ ନମ୍ବର ପ୍ଲେଟ୍‌ରେ ଲୋକଙ୍କୁ ପରିବହନ କରୁଛି। ଅଧିକାଂଶ ବାଇକ୍‌ର ପରମିଟ୍‌, ଫିଟନେସ୍‌, ଇନ୍ସୁରାନ୍ସ, ଲାଇସେନ୍ସ ନାହିଁ। ଲୋକଙ୍କ ଜୀବନ ସହ ଖେଳଖେଳାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ଏହାର…

ମାନସିକ ବିକାରଗ୍ରସ୍ତ ହେଉଛନ୍ତି ସ୍ବାବଲମ୍ବୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):ସେମାନେ ବାସହୀନ ଓ ମାନସିକ ବିକାରଗ୍ରସ୍ତ। କିନ୍ତୁ ଟିକେ ସାହାଯ୍ୟ ସହାନୁଭୂତି ପାଇଲେ ସ୍ବାବଲମ୍ବୀ ହେବାର ଆଶା ସେମାନଙ୍କ ମନରେ ସୃଷ୍ଟି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବାସହୀନଙ୍କ ପାଇଁ ଉଦ୍ଦିଷ୍ଟ ଏକାମ୍ର ନୀଳୟରେ ଆରମ୍ଭ…

ଜେଲ ଫେରିଲେ ଜଗବନ୍ଧୁ, ମିଳିଲା ଦ୍ୱିତୀୟ ଫରେନ୍‌ସିକ୍‌ ରିପୋର୍ଟ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ରବିବାର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ସୋମବାର ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କୋର୍ଟରେ ହାଜର କରାଯାଇଥିଲା। ହେଲେ ଏହି ସମୟରେ ଜଗବନ୍ଧୁଙ୍କୁ ପୁନର୍ବାର ରିମାଣ୍ଡରେ…

ଉଠାଦୋକାନୀ ମହାସଂଘ ସହ ବିଏମ୍‌ସିର ଆଲୋଚନା

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସହ ଆଲୋଚନା କରିଛି ବିଏମ୍‌ସି। ସୋମବାର ଉତ୍ତର ବିଏମ୍‌ସି କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମହାସଂଘର ୧୦ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଉଠା ଦୋକାନ ଉଚ୍ଛେଦକୁ ତୁରନ୍ତ ବନ୍ଦ କରିବା,…

ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ଭାଜପା

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ହେଲା ନିରଙ୍କୁଶ ଶାସନ କରିଆସୁଥିବା ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ଆଇନ ତା’ବାଟରେ ଯିବ ବୋଲି କହୁଛନ୍ତି। ହେଲେ ସେମାନେ ନିଜେ ଅପରାଧରେ ସଂଶ୍ଳିଷ୍ଟ ହୋଇ ରାଜ୍ୟ ରାଜନୀତିକୁ ଅପରାଧୀକରଣ କରିବାରେ ପ୍ରୋତ୍ସାହିତ କରୁଛନ୍ତି।…

ଓଡ଼ିଶା କହିଲେ ୨ ଜଣଙ୍କୁ ବୁଝାଏ: ରମେଶ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ): ଓଡିଶା କହିଲେ ଦୁଇ ଜଣଙ୍କୁ ବୁଝାଏ। ଜଣେ ହେଉଛନ୍ତି ଜଗନ୍ନାଥ ଆଉ ଜଣେ ହେଲେ ବିଜୁ ପଟ୍ଟନାୟକ। ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ବିଜେଡି ଏମ୍‌ପି ରମେଶ ମାଝୀ ତାଙ୍କ ଭାଷଣରେ ଏହା କହିଛନ୍ତି। ରମେଶ କହିଛନ୍ତି ଯେ, ଯେଉଁ…

୨୮ରେ କଂଗ୍ରେସ ପ୍ରତିଷ୍ଠା ଦିବସ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଭାରତୀୟ ଜାତୀୟ କଂଗ୍ରେସ ତା’ର ୧୩୮ତମ ପ୍ରତିଷ୍ଠା ଦିବସ ଆସନ୍ତା ଡିସେମ୍ବର ୨୮ ତାରିଖରେ ପାଳନ କରିବ। ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ଭାରତ ବର୍ଷ ଏବଂ ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri