Home

‘ଧୋନୀଙ୍କୁ ଭାରତୀୟ ଟିମ୍‌ର ପରବର୍ତ୍ତୀ କୋଚ୍‌ କରାଯାଉ’

ନୂଆଦିଲ୍ଲୀ,୧୭।୧୧: ଭାରତୀୟ କ୍ରିକେଟ ଟିମ୍‌ ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରୁ ବିଦା ହୋଇଥିଲା। ଏହାପରଠାରୁ ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡଙ୍କ ପଦକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରିକି ଟି୨୦ ଟିମ୍‌ରେ ପରିବର୍ତ୍ତନର…

ଛାତ୍ରାବାସରେ ଜୁନିୟରଙ୍କୁ ମାଡ଼ ଘଟଣା: ପ୍ରଶାସନର ରାତିଅଧିଆ ଯାଞ୍ଚ

ଦାରିଙ୍ଗବାଡ଼ି,୧୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗ ଛାତ୍ରାବାସରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଛାତ୍ରମାନେ ମାଡ଼ ମାରିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ପ୍ରଶାସନ ଏବେ କଠୋର ହୋଇଛି। ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର…

ଦେଶରେ ଏବେ ଭୟର ବାତାବରଣ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୧୧: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ବର୍ତ୍ତମାନ ମହାରାଷ୍ଟ୍ର ଦେଇ ଯାଉଛି। ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀ କରି ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଥିଲେ। ରାହୁଲ କହିଛନ୍ତି, ଗତ ୮ ବର୍ଷ ଧରି ଦେଶରେ ଭୟର…

ନଭେମ୍ବର ୧୯ରେ ଅରୁଣାଚଳ ପ୍ରଦେଶ-ବାରଣାସୀ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୧୯ରେ ଅରୁଣାଚଳ ପ୍ରଦେଶ ଓ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗରରେ ନିର୍ମାଣ ହୋଇଥିବା ବିମାନବନ୍ଦର ଡୋନି ପୋଲୋର ଉଦ୍‌ଘାଟନ କରିବେ। ଅରୁଣାଚଳ ପ୍ରଦେଶରେ…

ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ମାଡ: ୫ ମୃତ୍ୟୁ, ୧୦ ଆହତ

ତେହରାନ,୧୭।୧୧: ଇରାନରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ବାହିନୀ ତେହେରାନର ଏକ ମେଟ୍ରୋ ଷ୍ଟେଶନରେ ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ଗୁଳି ବିନିମୟ ପରେ…

ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ବରଗଡ଼…

ସତୈନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୭।୧୧: ଆମ ଆଦମୀ ପାର୍ଟିର ନେତା ତଥା ଦିଲ୍ଲୀ ସରକାରର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଦିଲ୍ଲୀ କୋର୍ଟରୁ ଝଟ୍‌କା ଲାଗିଛି। ମନି ଲଣ୍ଡରିଂ ମାମଲାରେ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି। ସତ୍ୟେନ୍ଦ୍ର ଏବଂ ଅନ୍ୟ ଦୁଇଜଣଙ୍କ ଜାମିନ ଆବେଦନକୁ…

ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପିସିସି…

କାର୍ଯ୍ୟକ୍ରମ ଚାଲିଥିବାବେଳେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା

ସିଲଗୁଡି,୧୭।୧୧: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁବାର ଏକ କାର୍ଯ୍ୟକ୍ରମ ସମୟରେ ହଠାତ୍‌ ଖରାପ ହୋଇଯାଇଛି। ପଶ୍ଚିମବଙ୍ଗର ସିଲିଗୁଡିରେ ନିତିନ ଗଡକରୀ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିଲେ। ଏହି ସମୟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ସୁଗାର ସ୍ତର ହ୍ରାସ…

ପକ୍ଷୀ ଆଗରେ ହାର ମାନିବେ ଇଞ୍ଜିନିୟର, ତିଆରି କଲା ଏମିତି ଘର, ଭିଡିଓ ଦେଖିଲେ…

ମଣିଷ ନିଜର କଠିନ ପରିଶ୍ରମ ସହିତ ନୂତନ ଜ୍ଞାନ କୌଶଳ ପ୍ରୟୋଗ କରି ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥାଏ। କିନ୍ତୁ ମଣିଷଠାରୁ ପକ୍ଷୀମାନେ ମଧ୍ୟ ସୁନ୍ଦର କାମ କରିଥାନ୍ତି, ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରୁ ଜଣାପଡୁଛି। @…

ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା

ପଦ୍ମପୁର, ୧୭।୧୧(ଡିଏନଏ) : ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ବର୍ଷା ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର…

ଏଲଏସିରେ ଚାଇନା ସୀମାରେ ଖୋଳା ଯାଉଛି ପୋଖରୀ, ୫୦ ହଜାର ଯବାନଙ୍କ ପାଇଁ ପିଇବା ପାଣି…

ଲଦାଖ,୧୭।୧୧ : ପୂର୍ବ ଲଦାଖର ଲାଇନ ଅଫ ଆକଚୁଆଲ କଣ୍ଟ୍ରୋଲ (ଏଲଏସି) ରେ ନିୟୋଜିତ ୫୦ ହଜାର ସୈନିକଙ୍କୁ ମଧୁର ପାନୀୟ ଜଳ ଯୋଗାଇବା ପାଇଁ ସେନା ଏହି ଅଞ୍ଚଳରେ ପୋଖରୀ ଖୋଳୁଛି। ଚାଇନା ଅନୁପ୍ରବେଶ କରିବାକୁ ଚେଷ୍ଟା କରିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri