ରାଜୀବଙ୍କ ହତ୍ୟାକାରୀଙ୍କୁ ମୁକ୍ତ କରିଛ, ଏବେ ମତେ ବି ଖଲାସ କର…
ନୂଆଦିଲ୍ଲୀ,୧୭।୧୧ : ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀମାନଙ୍କୁ ମୁକ୍ତ କରିଛ, ଏବେ ସମାନ ଆଇନ ଅନୁସାରେ ମତେ ବି ଜେଲରୁ ଖଲାସ କର ବୋଲି ସ୍ତ୍ରୀଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡ ଭୋଗୁଥିବା ସ୍ବାମୀ ଶ୍ରଦ୍ଧାନନ୍ଦ ଦାବି କରିବା ଆରମ୍ଭ କରିଛନ୍ତି। ସମାନତାର…
ପୌରାଧ୍ୟକ୍ଷଙ୍କ ଫାଇଲ୍ ଫିଙ୍ଗା ଭିଡିଓ ଭାଇରାଲ
ଯାଜପୁର ରୋଡ୍,୧୭ା୧୧(ଡି.ଏନ୍.ଏ.): ସହରର ବିକାଶ ଓ ପରିମଳ ବ୍ୟବସ୍ଥାକୁ ଗତିଶୀଳ କରାଯିବାକୁ ପ୍ରତିଶ୍ରୁତି ଦେଇ ବିଜେଡି ଗତ ୨ ପୌର ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ବଳରେ କ୍ଷମତାସୀନ ହୋଇ ଆସୁଛି। ହେଲେ ସହରର ପରିମଳ ବ୍ୟବସ୍ଥାକୁ ନେଇ ସମସ୍ୟା ଯେମିତିକୁ ସେମିତି…
ଶିକ୍ଷଣ ଆକଳନରୁ ବାଦ୍ପଡ଼ିଲା ୭୭ ବିଦ୍ୟାଳୟ
ଡେରାବିଶ, ୧୭ା୧୧(ସ୍ବ.ପ୍ର.): ମହାମାରୀ କରୋନା ସମୟରେ ଛାତ୍ରୀଛାତ୍ରଙ୍କୁ କରୋନା ବିପଦରୁ ରକ୍ଷା ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ପରବର୍ତ୍ତୀ ଅବସ୍ଥାରେ କରୋନା କଟକଣା ହଟିବା ପରେ ଶିକ୍ଷାନୁଷ୍ଠାନଗୁଡ଼ିକ ପୁନର୍ବାର ଖୋଲିଥିଲା। ତେବେ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ…
ଆଜି ନାମାଙ୍କନ ଭରିବେ ସବୁ ଦଳର ପ୍ରାର୍ଥୀ
ପଦ୍ମପୁର,୧୭।୧୧(ଡି.ଏନ.ଏ.):ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିବସ ଗୁରୁବାର ରହିଛି। ତେବେ ବୁଧବାର ସୁଦ୍ଧା କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ଗତ ସୋମବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଶୋଭାଯାତ୍ରା କରି ନାମାଙ୍କନ ଦାଖଲ କରିବାକୁ ଆସିଥିଲେ ମଧ୍ୟ…
ଫସଲ ବୀମାକୁ ନେଇ ଟଣାଓଟରା
ଭୁବନେଶ୍ବର, ୧୭ା୧୧(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଙ୍ଗଠନର ଅନୁରୋଧକ୍ରମେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ରାଜ୍ୟର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ ସମସ୍ୟା ନେଇ ବିସ୍ତୃତ ଆଲୋଚନା କରିବା ସହ ଏ ସଂକ୍ରାନ୍ତୀୟ ଏକ ଚିଠି ପ୍ରଦାନ…
ବିଧାୟିକା ବିରୋଧୀ ମେଳିରେ ଫାଟ
ରସୁଲପୁର,୧୭ା୧୧(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ରସୁଲପୁର ବ୍ଲକର ୧୦ ପଞ୍ଚାୟତରେ ବିଜେଡି ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି। ସେହି ୧୦ ପଞ୍ଚାୟତ ପ୍ରଥମାଖଣ୍ଡି, ରାଜେନ୍ଦ୍ରପୁର, ଅତଲାପୁର, ସାମନ୍ତରାପୁର, ମଙ୍ଗରାଜପୁର, ଅର୍ଥଗାଁ, ବ୍ରହ୍ମବରଦା, ବନ୍ଧଡ଼ିହ, ରାଉତରାପୁର, ମହେଶ୍ୱରପୁରରେ ବିଜେଡିର…
କଂଗ୍ରେସ ନୀରବ: ଫାଇଦା ଆଶାରେ ବିଜେଡି, ଭାଜପା
ବରଗଡ଼ ଅଫିସ୍,୧୭।୧୧:ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସ ଗଡ଼ ଥିଲା। ହେଲେ ବର୍ତ୍ତମାନ ଉକ୍ତ ନିର୍ବାଚନ ମଣ୍ଡଳୀରେ କଂଗ୍ରେସକୁ କ୍ଷତି ସହିବାକୁ ପଡ଼ୁଛି। ବିଗତ କିଛି ସାଧାରଣ ନିର୍ବାଚନକୁ ଅନୁଧ୍ୟାନ କଲେ ତାହା ସ୍ପଷ୍ଟ ହୋଇଛି। ତେବେ ଚଳିତ…
ପ୍ରଚାରକୁ ଓହ୍ଲାଇଲେ ବର୍ଷା
ପାଇକମାଳ,୧୭।୧୧(ଡି.ଏନ.ଏ.):ପଦ୍ମପୁର ଉପ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପୂର୍ବରୁ ବୁଧବାର ପ୍ରଥମ କରି ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ପାଇକମାଳ ଜୋନ-୧ ଅଧୀନ ସାଲେପାଲିଠାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ନବକିଶୋର ଦାସ, ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସଦସ୍ୟ…
ଆବାସ ଯୋଜନାରୁ ବଞ୍ଚିତ ୨ ଦିବ୍ୟାଙ୍ଗ ପରିବାର
ବରୀ,୧୭।୧୧(ଡି.ଏନ.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ସେଥି ମଧ୍ୟରୁ ଆବାସ ଯୋଜନା ଅନ୍ୟତମ। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ପ୍ରକୃତ…
ବହି ଲେଖି ପରିବେଶକୁ ଦାନ
ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍ କନ୍କ୍ଲେଭ୍-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜନ…
ବାଲିଯାତ୍ରା ପଥୋତ୍ସବରେ ନବୀନ ବନ୍ଦନା
କଟକ ଅଫିସ,୧୭ା୧୧:ପୁରୀରେ ହବିଷିଆଳିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବନ୍ଦନା ଗାନ କରାଯାଇଥିଲା। ସେତେବେଳେ ଏହା ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ଏହି ନବୀନ ବନ୍ଦନାର ପୁନରାବୃତ୍ତି ଘଟିଛି କଟକ ବାଲିଯାତ୍ରାରେ, ଯାହାକୁ ନେଇ ପୁଣି ଥରେ ରାଜ୍ୟରେ…
ଯୁଦ୍ଧ ମୁହାଁ ଚାଇନା-ତାଇଓ୍ବାନ…
ବେଜିଂ/ତାଇପେଇ,୧୭।୧୧ : ଚାଇନା ଏବଂ ତାଇୱାନର ପ୍ରତିରକ୍ଷା ପ୍ରସ୍ତୁତି ଜୋରଦାର ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଯୁଦ୍ଧ ମୁହାଁ ହେଊଥିବା ଏକ ଗଣମାଧ୍ୟମ ରିପୋର୍ଟରେ ବଡ଼ ଦାବି କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ ତାଇୱାନକୁ ନିଜ ଦେଶ ସହ…
Archives


