କରୋନା ପ୍ରସ୍ତୁତି ମକ୍ ଡ୍ରିଲ୍ ଡିସେମ୍ବର ୨୭ରେ…
ନୂଆଦିଲ୍ଲୀ,୨୪।୧୨ : ଚାଇନା ସମେତ ବିଶ୍ୱର ୧୦ଟି ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ କରୋନା ମୁକାବିଲା ପାଇଁ କେତେଦୂର ପ୍ରସ୍ତୁତ ତାହା ଜାଣିବା ପାଇଁ ଡିସେମ୍ବର ୨୭ରେ ବିଭିନ୍ନ ରାଜ୍ୟରେ ମକ୍ ଡ୍ରିଲ୍ କରାଯିବ। ଏନେଇ କେନ୍ଦ୍ର…
ଚାଇନା ସ୍ଥିତି ଭୟଙ୍କର, ମାସକରେ ୧୧ ଲକ୍ଷ ମୃତ୍ୟୁ ପ୍ରମାଣପତ୍ର ପାଇଁ ଆବେଦନ, ୧୬୦ ନୂଆ କବରସ୍ତାନ ନିର୍ମାଣ…
ବେଜିଂ,୨୪।୧୨ : ଚାଇନାରେ କରୋନା ସଂକ୍ରମଣ ନେଇ ପ୍ରତିଦିନ ନୂଆ ନୂଆ ଭୟଙ୍କର ତଥ୍ୟ ସାମ୍ନାକୁ ଆସୁଛି। ଜିନପିଙ୍ଗ ସରକାର ମଧ୍ୟ କରୋନାର ଆକଳନ ଲୁଚାଇଥିବା ଅଭିଯୋଗ ହୋଇଛି। ସରକାରଙ୍କ କହିବାନୁସାରେ, ଗତ ଏକ ସପ୍ତାହ ମଧ୍ୟରେ କରୋନା ଯୋଗୁଁ କେବଳ…
ପରୀକ୍ଷାରେ କପି କରୁଥିବା ଶିକ୍ଷାର୍ଥୀ ଦେଶ ଗଠନ କରିପାରିବେ ନାହିଁ, କଡ଼ା ଅନୁଶାସନ ଜରୁରୀ: ହାଇକୋର୍ଟ…
ନୂଆଦିଲ୍ଲୀ,୨୪।୧୨ : ପରୀକ୍ଷାରେ କପି କରୁଥିବା ଶିକ୍ଷାର୍ଥୀ କେବେ ମଧ୍ୟ ଦେଶ ଗଠନ କରିପାରିବେ ନାହିଁ। ଏଭଳି କାର୍ଯ୍ୟ ବିରୋଧରେ କଡ଼ା ଅନୁଶାସନ ଜରୁରୀ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ମୁଖ୍ୟ ବିଚାରପତି ସତିଶ ଚନ୍ଦ୍ର ଶର୍ମା ଏବଂ ବିଚାରପତି ସୁବ୍ରମଣ୍ୟମ…
ନୂଆ ନିୟମ: ୧୦ ବର୍ଷ ପରେ ଆଧାର ତଥ୍ୟ ରେକର୍ଡକୁ ଅପଡେଟ କରିବାକୁ ହେବ…
ନୂଆଦିଲ୍ଲୀ,୨୪।୧୨ : ଆଧାର କାର୍ଡ ସହ ଜଡିତ ନିୟମରେ ସରକାର ଏକ ବଡ ପରିବର୍ତ୍ତନ କରିଛନ୍ତି। ସୂଚନା ଅନୁଯାୟୀ, ବର୍ତ୍ତମାନ ଆଧାର କାର୍ଡରେ ରଖାଯାଇଥିବା ଡକ୍ୟୁମେଣ୍ଟଗୁଡ଼ିକର ତଥ୍ୟ ରେକର୍ଡକୁ ୧୦ ବର୍ଷ ପରେ ଅପଡେଟ କରିବାକୁ ପଡିବ। ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି…
ହାତୀ ଉପଦ୍ରବ: ସହାୟତା ଦାବି କଲେ ଅଧ୍ୟକ୍ଷା
କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): ଝୁମ୍ପୁରା ବ୍ଲକ ନିଶ୍ଚିନ୍ତପୁର ପଞ୍ଚାୟତର ଅମ୍ଳାନିଗୋଡ଼ା ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ହାତୀମାନେ ଘର ଭାଙ୍ଗିବା ସହ ଫସଲ, ଘରର ଆସବାବପତ୍ର ନଷ୍ଟ କରୁଥିବାରୁ ଲୋକମାନେ ଚିନ୍ତାରେ ରହିଛନ୍ତି ସେମାନଙ୍କ ପାଖାପାଖି ୧୫ ହଜାର ଟଙ୍କା ମଧ୍ୟ ଦଳାଚକଟା…
ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ଉଦ୍ୟମ ପଣ୍ଡ କଲେ ଭାରତୀୟ ସେନା…
ଶ୍ରୀନଗର,୨୪।୧୨ : ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଏଲଓସିରେ ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ପାଇଁ ପାକିସ୍ତାନର ଏକ ବଡ଼ ପ୍ରୟାସକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ପୋଲିସ କହିଛି ଯେ ଆଠଟି ଏକେ ରାଇଫଲ ଏବଂ ୧୨ ଟି ପିସ୍ତଲ ବ୍ୟତୀତ…
ଆଓ୍ବାମି ଲିଗ୍ ଅଧ୍ୟକ୍ଷା ହେଲେ ଶେଖ ହସିନା…
ଢାକା,୨୪।୧୨ : ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଲଗାତାର ୧୦ମ ଥରପାଇଁ ଶନିବାର ଆଓ୍ବାମି ଲିଗ୍ର ଅଧ୍ୟକ୍ଷା ଭାବେ ସଦସ୍ୟଙ୍କ ଦ୍ୱାରା ଚୟନ ହୋଇଛନ୍ତି। ୨୦୨୪ ନିର୍ବାଚନ ପୂର୍ବରୁ ଦଳର ଅଧ୍ୟକ୍ଷା ଭାବେ ହସିନା ନିର୍ବାଚିତ ହୋଇଥିବାବେଳେ ଅବଦୁଲ୍ କାଦରଙ୍କୁ ରାଷ୍ଟ୍ରୀୟ…
ରୁଷିଆ ସୈନ୍ୟଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଅଭାବ, ଉତ୍ପାଦନ ପାଇଁ ଶିଳ୍ପ ସଂସ୍ଥାଙ୍କୁ ଅନୁରୋଧ କଲେ ପୁଟିନ…
ମସ୍କୋ,୨୪।୧୨ : ୟୁକ୍ରେନ୍ ଯୁଦ୍ଧରେ ରୁଷିଆ ପାଖରେ ଧୀରେଧୀରେ ଅସ୍ତ୍ରଶସ୍ତ୍ର କମିବାରେ ଲାଗିଛି। ଏପରିସ୍ଥଳେ ରାଷ୍ଟ୍ରପତି ଭ୍ଲାଡିମିର ପୁୂଟିନ ଦେଶର ପ୍ରତିରକ୍ଷା ଶିଳ୍ପସଂସ୍ଥାଙ୍କୁ ଅଧିକ ଅସ୍ତ୍ରଶସ୍ତ୍ର ତ୍ତତ୍ପାଦନ ପାଇଁ ଅନୁରୋଧ କରିଛନ୍ତି। ଏକ ପ୍ରତିରକ୍ଷା ସାମଗ୍ରୀ ନିର୍ମାଣ କରୁଥିବା କେନ୍ଦ୍ର ଦ୍ୱାରା…
ରାୟଗଡ଼ାରେ ଆଉ ଜଣେ ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ
ରାୟଗଡ଼ା,୨୪ା୧୨(ସ୍ବ.ପ୍ର.) ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭଙ୍କ ଗୁରୁବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବାବେଳେ ଶନିବାର ହୋଟେଲ ପାର୍ଶ୍ୱ ନୂତନ କୋଠା ନିକଟରୁ ତାଙ୍କର ଅନ୍ୟ ଜଣେ ସାଥୀ ପର୍ଯ୍ୟଟକଙ୍କ ମୃତଦେହ ଠାବ ହୋଇଛି। ସେ ହେଲେ ଆଣ୍ଟୋଭ ପାଭେଲ(୬୫)। ହୋଟେଲ…
ପୁଣି ପାକିସ୍ତାନ କ୍ରିକେଟକୁ ଫେରିଲେ ଆଫ୍ରିଦି, ମିଳିଲା ଏହି ଗୁରୁ ଦାୟିତ୍ୱ
ଇସଲାମାବାଦ,୨୪।୧୨: ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଶନିବାର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦିଙ୍କୁ ଗୁରୁ ଦାୟିତ୍ୱ ଦେଇଛି। ତାଙ୍କୁ ଜାତୀୟ ଚୟନ କମିଟିର ଅନ୍ତରୀଣ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଶାହିଦ ଏହି ୪ ଜଣିଆ କମିଟିର ନେତୃତ୍ୱ ନେବେ। ଆଫ୍ରିଦିଙ୍କ ବ୍ୟତୀତ…
ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଦାରିଙ୍ଗବାଡ଼ି,୨୪ା୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ବଡ଼ଦିନ ପାଳନ ପାଇଁ ସମସ୍ତ ପ୍ରାର୍ଥନା ଗୃହ ସମେତ ଚର୍ଚ୍ଚରେ ସାଜସଜ୍ଜା କରାଯାଇଛି। ରାତିରେ ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ସ୍ବାଗତ କରାଯିବା ପାଇଁ ବାଇବେଲ୍ ପଠନ, ସାମୁହିକ ପ୍ରାର୍ଥନା, ସଂଗୀତ ଭଜନ ଗାନ କରିବା ସହ ଶାନ୍ତି…
ଆଉ ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ରଜିତା
ବମ୍ବେ: ଆଉ ନାହାନ୍ତି ଟେଲିଭିଜନ ତଥା ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ ରଜିତା କୋଚର। ୭୦ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। କିଡନୀ ଫେଲ୍ ହେବା ସାଙ୍ଗକୁ ତାଙ୍କର ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା। ଏହାପରେ ତାଙ୍କୁ ପାରାଲିସିସ୍ ହୋଇଥିଲା। ଔଷଧ ଏବଂ…
Archives


