Home

ଲକ୍ସ କୋଜି ବଏଜ୍‌ର ସମ୍ପ୍ରସାରଣ

ଭୁବନେଶ୍ୱର,୧୬ା୧୧: ଦେଶର ପ୍ରମୁଖ ପୋଷାକ ଉଦ୍ୟୋଗ ଲକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଏଲ୍‌ଆଇଏଲ୍‌)ର କିଡ୍ସ ଇନର ଓ୍ବେୟର ରେଞ୍ଜ ଲକ୍ସ କୋଜି ବଏଜ୍‌ର ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ୧୦୦ରୁ ଅଧିକ ଉପତ୍ାଦକୁ ୧୪ ଟି ପ୍ରମୁଖ ବ୍ରାଣ୍ଡ୍‌ରେ ପ୍ରସ୍ତୁତ…

ଭାରତ-ଆମେରିକା ସମରାଭ୍ୟାସ ଆରମ୍ଭ, ଚାଇନାର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୬।୧୧ : ଲଦାଖରେ ଚାଇନାର ଅନୁପ୍ରବେଶ ଏବଂ ବିସ୍ତାରବାଦୀ ଯୋଜନାକୁ ଚେତାବନୀ ଦେବା ପାଇଁ ଭାରତୀୟ ଏବଂ ଆମେରିକୀୟ ସୈନ୍ୟମାନେ ଉତ୍ତରାଖଣ୍ଡର ଔଲି ଏବଂ ବଙ୍ଗୋପସାଗରରେ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ନଭେମ୍ବର ୧୫ରୁ ଡିସେମ୍ବର ୨ ପର୍ଯ୍ୟନ୍ତ ଭାରତ ଏବଂ…

କେନ୍ଦୁଝରରେ ଭୋଲ୍ଟାସ୍‌ର ବ୍ରାଣ୍ଡ୍‌ ଶପ୍‌

କେନ୍ଦୁଝର,୧୬ା୧୧: ଦେଶର ପ୍ରମୁଖ ଇଲେକ୍ଟ୍ରୋନିକ୍ସ ଉତ୍ପାଦକ କମ୍ପାନୀ ଭୋଲ୍ଟାସ୍‌ର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ ଓଡ଼ିଶା ବଜାରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘ଅମ୍ବିକା ହୋମ୍‌ ଆପ୍ଲିଆନ୍ସ’ ଜରିଆରେ ମଙ୍ଗଳବାର କେନ୍ଦୁଝର ସହର ଥାନା ଛକ (ରତନ ଟାଓ୍ବାର)…

ପାୱାର ପ୍ଲାଣ୍ଟରେ ଆଇଓଟି ପ୍ରଯୁକ୍ତି ନିୟୋଜିତ

ଭୁବନେଶ୍ୱର,୧୬ା୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ପ୍ଲାଣ୍ଟରେ ଜଳ ଖର୍ଚ୍ଚ କମ୍‌ କରିବା ପାଇଁ ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗସ୍‌ (ଆଇଓଟି) ପ୍ରଯୁକ୍ତିକୁ ନିୟୋଜିତ କରାଯାଇଛି। ଯେହେତୁ ପାୱାର ପ୍ଲାଣ୍ଟ ପାଇଁ କୁଲିଂ ୱାଟରର ଆବଶ୍ୟକତା ରହୁଛି, ସେଥିପାଇଁ ଉକ୍ତ ପ୍ରଯୁକ୍ତି ଦ୍ୱାରା ରିୟଲ…

ସେନ୍‌ସେକ୍ସରେ ୨୪୯ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ,୧୬ା୧୧: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଫଳରେ ଆଶା ଓ ଆଶଙ୍କା ମଧ୍ୟରେ ଥିବା ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ କିଛି ପରିମାଣରେ ଲାଭବାନ୍‌ ହୋଇଛନ୍ତି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ (ଶେୟାର…

ମୋଦି-ସୁନକ ଭେଟ ପରେ ଭାରତୀୟଙ୍କ ପାଇଁ ୩୦୦୦ ଭିଜାକୁ ସବୁଜ ସଙ୍କେତ…

ବାଲି/ନୂଆଦିଲ୍ଲୀ,୧୬।୧୧ : ବ୍ରିଟେନରେ କାମ କରିବାକୁ ଚାହୁଁଥିବା ଭାରତୀୟଙ୍କ ପାଇଁ ଖୁସି ଖବର ସାମ୍ନାକୁ ଆସିଛି। ବ୍ରିଟେନରେ କାର୍ଯ୍ୟ କରିବା ପାଇଁ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାରତୀୟ ଯୁବବର୍ଗ ବୃତ୍ତିଗତମାନଙ୍କୁ ପ୍ରତିବର୍ଷ ୩୦୦୦ ଭିଜା ପ୍ରଦାନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।…

ଭାଜପା ଏଏପି ପ୍ରାର୍ଥୀଙ୍କୁ କରିଛି ଅପହରଣ: ସିସୋଡିଆ…

ନୂଆଦିଲ୍ଲୀ,୧୬।୧୧ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମନୀଷ ସିସୋଡିଆ ବୁଧବାର କହିଛନ୍ତି ଯେ ଗୁଜରାଟରେ ନିର୍ବାଚନରେ ଭାଜପା ହାରିବାକୁ ଯାଉଛି। ଭାଜପା ଆମ ଆଦମୀ ପାର୍ଟିର ସୁରଟ ପୂର୍ବ…

୪୦%ରୁ କମ୍‌ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ

ଭୁବନେଶ୍ୱର,୧୬ା୧୧: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁକ୍ଷେତ୍ରକୁ ଋଣ ପ୍ରଦାନ ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରଶାସକ ପ୍ରଦୀପ କୁମାର ଜେନା ମଙ୍ଗଳବାର ଅନୁଷ୍ଠିତ ୧୬୯ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ବୈଠକରେ ଯୋଗଦେଇ ଏଭଳି ମତବ୍ୟକ୍ତ କରିଛନ୍ତି।…

ମରୁଡ଼ି ସହାୟତା ଘୋଷଣା ପ୍ରଚାର ସର୍ବସ୍ବ: ଜୟନାରାୟଣ

ଭୁବନେଶ୍ବର,୧୬ା୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ସମୟରେ ମଙ୍ଗଳବାର ତରବରିଆ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ସବ୍‌ସିଡି ଘୋଷଣା କରିଛନ୍ତି, ଏହା ପ୍ରଚାର ସର୍ବସ୍ବ। ସରକାରଙ୍କ ଦିନରେ ଲଣ୍ଠନ ଦେଖାଇବା ସଦୃଶ ବୋଲି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର କହିଛନ୍ତି।…

ଶ୍ରଦ୍ଧାଙ୍କ ହତ୍ୟାକାରୀଙ୍କୁ ସର୍ବସମ୍ମୁଖରେ ଦିଆଯାଉ ଫାଶୀ, କହିଲେ ସଞ୍ଜୟ ରାଉତ…

ମୁମ୍ବାଇ,୧୬।୧୧ : ଦିଲ୍ଲୀରେ ଶ୍ରଦ୍ଧା ହତ୍ୟା ମାମଲା ଏକ ସମ୍ବେଦନଶୀଳତା ସୃଷ୍ଟି କରିଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସୁଛି। ବିରୋଧୀ ତଥା ଶାସକ ଦଳର ବହୁ ନେତା ଏନେଇ କଠୋର ଦଣ୍ଡ ଦାବି କରୁଛନ୍ତି। ଏହି…

ଫସଲ ବୀମା ବିଫଳତା ପାଇଁ ଭାଜପା ଦାୟୀ: ବିଜେଡି

ବରଗଡ଼ ଅଫିସ, ୧୬ା୧୧: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବାଟବଣା ହୋଇପଡିଛି। ବୀମା ପ୍ରିମିୟମ ରାଶି ଜମା କରିବା ସତ୍ତ୍ୱେ ବରଗଡ଼ ଜିଲାର ଅନେକ କ୍ଷତିଗ୍ରସ୍ତ ଚାଷୀ ଏଯାଏ ବୀମା ସହାୟତା ପାଇନାହାନ୍ତି। ଏହାକୁ ନେଇ ପଦ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ…

ଚାଷୀଙ୍କ ସମସ୍ୟା ସମାଧାନ ନ ହେବା ଯାଏଁ ଆନ୍ଦୋଳନ: ଭାଜପା

ଭୁବନେଶ୍ବର, ୧୬ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ ଥିବାବେଳେ ଏଠାରେ ବାଜିମାତ୍‌ କରିବାକୁ ବିଜେଡି ଏବଂ ଭାଜପା ଚାଷୀ ପ୍ରସଙ୍ଗକୁ ଢାଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ପାଇ ନ ଥିବା ବୀମା ରାଶିକୁ ନେଇ ଉଭୟ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri