ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ ସେଠୀଙ୍କ ଝିଅ କୁନି ଫାଇନାଲ ମ୍ୟାଚ୍ରେ ବିଜୟୀ ହୋଇ ଏହି ସଫଳତା ହାସଲ…
ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ
ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଯେତିକି…
ଟ୍ରକ୍ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ
ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫ ସେକେଣ୍ଡରେ ରେସ ଶେଷ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହା ସହ ସେ…
ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ
ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ ପହଞ୍ଚିବା ପୂର୍ବରୁ ଘଟିଗଲା ଅଘଟଣ । ପୁଅ ଆଖି ସାମ୍ନାରେ ନଦୀର ପ୍ରଖର…
RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ
ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍ ଦେବାଙ୍କ ଦେହାନ୍ତ ହୋଇଛି। ଦୀର୍ଘଦିନର ଅସୁସ୍ଥତା ପରେ ୬୪ ବର୍ଷ ବୟସରେ ବେଙ୍ଗାଲୁରୁସ୍ଥିତ ତାଙ୍କ…
ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍, ଷ୍ଟେଶନରୁ ଘରକୁ ନେଇ…
ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍ଙ୍କ ବିରୋଧରେ ମହିଳା ଥାନାରେ ଏଫ୍ଆଇଆର୍ ରୁଜୁ ହୋଇଛି । ପୋଲିସ ଘଟଣାର ତଦନ୍ତ…
୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା ସମୟର ଅନୁଭୂତି ସମ୍ପର୍କରେ ନିକଟରେ ସେ ବଖାଣିଛନ୍ତି। ପୁଅ ଜନ୍ମ ହେବା ପରେ…
ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି ଗ୍ରାମର ଶିବରାମ ସାମନ୍ତରା(୩୫) । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୮ ଟାରେ…
କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍ରେ ତାଙ୍କ ୧୩୯ ରନ୍ର ପାଳି ଭାରତକୁ ସହଜ ବିଜୟ ଦେଇଥିଲା। ଏହା ସହ କୋହଲିଙ୍କ…
୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…
ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ ଏଥର ମଧ୍ୟ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଦିଲ୍ଲୀ ସରକାର ପୂର୍ବରୁ ପ୍ରସ୍ତୁତି ଆରମ୍ଭ…
ବସ୍ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO
ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ହୋଟେଲକୁ ଫେରୁଥିବା ବେଳେ ବସ୍ରୁ ଓହ୍ଲାଇବା ସମୟରେ ରୋହିତ ସିଡ଼ିରେ ଖସିପଡ଼ିଥିବା ଭିଡିଓରେ…
ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା
ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ ସ୍ୱରା ଭାସ୍କର ଅଂଶଗ୍ରହଣ କରୁଥିବା ବେଳେ, ଆରମ୍ଭରୁ ହିଁ ଶେହଜାଦ ଓ ଅଭିନେତା…

