Home

ଭାରତୀୟ ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ, ୮୩ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ

ନୂଆଦିଲ୍ଲୀ,୨୬।୪: ଦେଶର ବିଶିଷ୍ଟ ଫଟୋ ଜର୍ଣ୍ଣାଲିଷ୍ଟ ତଥା କିମ୍ବଦନ୍ତୀ ଫଟୋଗ୍ରାଫର ରଘୁ ରାୟଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ରଘୁ ରାୟଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲ ମାଧ୍ୟମରେ ଏହି…

VIDEO: Abhishek Sharmaଙ୍କ ଫ୍ୟାନ ଗର୍ଲଙ୍କ ଉନ୍ମତ କାଣ୍ଡ! ହୋଟେଲରେ ଏମିତି କଲେ ସଭିଏଁ ଚକିତ, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୬।୪: ସନରାଇଜର୍ସ ହାଇଦ୍ରାବାଦର ଯୁବ ଓପନର ଅଭିଷେକ ଶର୍ମାଙ୍କ ଅପାର ଲୋକପ୍ରିୟତା କୌଣସି ଲୁଚାଛପା କଥା ନୁହେଁ। ବହୁତ କମ ସମୟ ମଧ୍ୟରେ, ଅଭିଷେକ ଯୁବତୀମାନଙ୍କ ମଧ୍ୟରେ ଏକ ବଡ଼ କ୍ରସ ହୋଇଯାଇଛନ୍ତି – କେବଳ ବ୍ୟାଟ ସହିତ ତାଙ୍କର ଦକ୍ଷତା…

ହରଭଜନଙ୍କୁ ଡବଲ୍‌ ଝଟ୍‌କା: ଘର ବାହାରେ ଲେଖାଗଲା ‘ଗଦ୍ଦାର’, ପଞ୍ଜାବ ସରକାର ହଟାଇଲେ… 

ଚଣ୍ଡିଗଡ଼,୨୬।୪: ପଞ୍ଜାବର ରାଜନୈତିକ ପାଣିପାଗ ଏବେ ବେଶ ସରଗରମ ରହିଛି। ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ସାମିଲ ହେବାର କିଛି ଦିନ ପରେ, ପୂର୍ବତନ କ୍ରିକେଟର ତଥା ରାଜ୍ୟ ସଭା ଏମ୍‌ପି ହରଭଜନ ସିଂଙ୍କ ସୁରକ୍ଷା ବ୍ୟବସ୍ଥାକୁ ପଞ୍ଜାବ…

ଗୁଳିକାଣ୍ଡ ଘଟଣାକୁ ନେଇ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରପତିଙ୍କ ବଡ଼ ବୟାନ, କହିଲେ ଯିଏ ଅଧିକ କାମ କରେ…

ଓ୍ବାଶିଂଟନ,୨୬।୪: ଆମେରିକାର ରାଜଧାନୀ ୱାଶିଂଟନର ହିଲଟନ ହୋଟେଲରେ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ଏହି ଗୁଳିକାଣ୍ଡ ପରେ ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ସାମ୍ବାଦିକ ସମ୍ମିଳନୀ…

ଟଳିଲା ବଡ଼ ବିପଦ, ଅଳ୍ପକେ ବର୍ତ୍ତିଲେ ୨୩୨ ଯାତ୍ରୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀରୁ ଜୁରିଚ ଅଭିମୁଖେ ଯାଉଥିବା ସ୍ବିସ ଏୟାରର ବିମାନ SWR146 ହଠାତ ଉଡ଼ାଣ ସମୟରେ ଏକ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବାରୁ ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ ବିମାନର ଇଞ୍ଜିନ…

ଟ୍ରମ୍ପଙ୍କୁ ଆଟାକ୍‌ ନେଇ ମୁହଁ ଖୋଲିଲେ ମୋଦି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୨୬।୪: ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରତିକ୍ରିୟା ଜାରି କରିଛନ୍ତି। ଶନିବାର, ରାତ୍ରୀଭୋଜନ କାର୍ଯ୍ୟକ୍ରମ ସମୟରେ ଗୁଳି ଚାଳନା ହେବା ସମୟରେ ଆମେରିକାର ରାଷ୍ଟ୍ରପତି ଏବଂ ପ୍ରଥମ ମହିଳା ମେଲାନିଆ…

ଡିନର ପାର୍ଟିରେ ଗୁଳିମାଡ଼କୁ ନେଇ ଟ୍ରମ୍ପଙ୍କ ବଡ଼ ଖୁଲାସା, କହିଲେ ଇରାନ…

ଓ଼୍ବାଶିଂଟନ,୨୬।୪: ହ଼୍ବାଇଟ ହାଉସ କରିସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ହଠାତ ଗୁଳିମାଡ଼ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ଶାନ୍ତ ରହିବାକୁ ନିବେଦନ କରି ସେ ଅଧିକାରୀମାନଙ୍କୁ କାର୍ଯ୍ୟକ୍ରମ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୋସିଆଲ ମିଡିଆରେ…

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି ଭାନ୍ସ ମଧ୍ୟ ହୋଟେଲରେ ଉପସ୍ଥିତ ଥିଲେ। ଉଭୟଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି।…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ ଏବଂ କୁଶନରଙ୍କ ପାକିସ୍ତାନ ଗସ୍ତକୁ ବାତିଲ କରିଦେଇଛନ୍ତି। ଇରାନ ସହ ଆଲୋଚନା ପାଇଁ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ବଡ଼ ଅଘଟଣ, ଯନ୍ତ୍ରଣାରେ ଛଟପଟ ହୋଇ ମଇଦାନ ବାହାରକୁ ଗଲେ ଷ୍ଟାର ବ୍ୟାଟର୍‌

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ରେ ନିଜର ବ୍ୟାଟିଂ ଯାଦୁରେ ସମସ୍ତଙ୍କୁ ଚକିତ କରିଦେଇଥିବା ରାଜସ୍ଥାନ ରୟାଲ୍ସର ଷ୍ଟାର୍‌ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଆହତ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ ସେ ଏକ ବିସ୍ଫୋରକ ଶତକ ହାସଲ କରି ଦଳର ସ୍କୋରକୁ ୨୨୮ ରନରେ…

NRI ବି କରିପାରିବେ Aadhaar Card? ଜାଣନ୍ତୁ କ’ଣ କହୁଛି UIDAI ନିୟମ…

ନୂଆଦିଲ୍ଲୀ,୨୫।୪: ଆଜିର ସମୟରେ ବ୍ୟାଙ୍କିଙ୍ଗଠାରୁ ଆରମ୍ଭ କରି ସରକାରୀ ଯୋଜନା ପର୍ଯ୍ୟନ୍ତ ସବୁଥିରେ ଆଧାର କାର୍ଡ ଏକ ଅପରିହାର୍ଯ୍ୟ ଦଲିଲ ପାଲଟିଛି। ଏଭଳି ସ୍ଥିତିରେ ବିଦେଶରେ ରହୁଥିବା ଭାରତୀୟ ବା NRI (Non-Resident Indian) ମାନଙ୍କ ମନରେ ଏକ ବଡ଼ ପ୍ରଶ୍ନ…

ଆମେରିକା ସହିତ ଆଲୋଚନା ପୂର୍ବରୁ ହର୍ମୁଜକୁ ନେଇ ଚେତାବନୀ ଦେଲା ଇରାନ, ଆମେ ପୁଣି ପ୍ରତିଶୋଧ ନେବୁ…

ତେହରାନ,୨୫ା୪: ଏକ ଇରାନୀ ପ୍ରତିନିଧି ଦଳ ବର୍ତ୍ତମାନ ପାକିସ୍ତାନରେ ଉପସ୍ଥିତ ଅଛନ୍ତି । ଦେଶର ବୈଦେଶିକ ମନ୍ତ୍ରୀ ନିଜେ ଏହି ଦଳର ନେତୃତ୍ୱ ନେଉଛନ୍ତି । ଆମେରିକା ଏବଂ ଇରାନ ମଧ୍ୟରେ ସିଧାସଳଖ ଆଲୋଚନା ହେବାର ସମ୍ଭାବନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?