Home

ଦାଦନ ଖଟିବାକୁ ଗଲେ ନଗଡ଼ାବାସୀ

ଯାଜପୁର ଅଫିସ/କାଳିଆପାଣି, ୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ଶିଶୁ ମୃତ୍ୟୁ ଘଟଣା କାହାକୁ ଅଛପା ନାହିଁ। ୨୦୧୬ ଜୁଲାଇରେ ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା…

‘ଆମ ପାଇଁ କନ୍ୟା ଖୋଜିଦିଅ’

ମୁମ୍ବାଇ, ୨୩।୧୨:ମହାରାଷ୍ଟ୍ରରେ ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା କମିବାରେ ଲାଗିଛି। ଏହି କାରଣ ପାଇଁ ରାଜ୍ୟର ବହୁ ବିବାହଯୋଗ୍ୟ ଯୁବକ ବାହାହେବା ଲାଗି କନ୍ୟା ଖୋଜି ଖୋଜି ହତାଶ ହୋଇ ପଡ଼ିଛନ୍ତି। ତେବେ ଏ ପ୍ରକାର ସମସ୍ୟାକୁ ଦୂର କରିବା ପାଇଁ…

ୟୁକ୍ରେନ୍‌ ସହ ବନ୍ଦ କରିବାକୁ ଚାହୁଁଛନ୍ତି ପୁଟିନ, କିନ୍ତୁ…

କିଭ୍‌,୨୩।୧୨: ୟୁକ୍ରେନରେ ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛି ରୁଷିଆ, କିନ୍ତୁ ଏଥିପାଇଁ କୂଟନୈତିକ ସମାଧାନର ଆବଶ୍ୟକତା ରହିଛି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି। ପୁଟିନ କହିଛନ୍ତି, ଆମର ଲକ୍ଷ୍ୟ ହେଉଛି ଏହି ବିବାଦର ଅନ୍ତ ଘଟାଇବା। ଆମେ ଏଥିପାଇଁ ଚେଷ୍ଟା…

ଚାଇନା ରାଷ୍ଟ୍ରପତି ଜିନପିଙ୍ଗଙ୍କ ଇସ୍ତଫା ଦାବି କରି ସାରା ଦେଶରେ ବିରୋଧ ପ୍ରଦର୍ଶନ

ବେଜିଂ,୨୩ ।୧୨: ସି ଜିନପିଙ୍ଗ ଚାଇନାର ପ୍ରଥମ ରାଷ୍ଟ୍ରପତି ଯାହାଙ୍କ ବିରୋଧରେ ଲୋକେ ପଦ ଛାଡିବାକୁ ଦାବି କରିଛନ୍ତି । ତେବେ ଏହା ପ୍ରଥମ ଥର ନୁହେଁ ଯେ ଜିନପିଙ୍ଗ ଜନତାଙ୍କ କ୍ରୋଧର ଶିକାର ହୋଇଛନ୍ତି । ଏହା ପୂର୍ବରୁ ବି…

କରୋନା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏଫ୍‌-୭ର ୪ଟି ମାମଲା ଚିହ୍ନଟ ହେବାପରେ କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ଉଚ୍ଚସ୍ତରୀୟ…

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ବଳାତ୍କାରୀଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ତାଙ୍କୁ ୨୨…

ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୦/୧୯

ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନର ଖେଳ ଶେଷ ହୋଇଛି। ଟସ ଜିତିବା ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ପ୍ରଥମ ଇନିଂସରେ ୨୨୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ…

ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ। ଏହି ଦିନଟି ଉତ୍ତର ଗୋଲାର୍ଦ୍ଧରେ ବର୍ଷର ‘ସବୁଠାରୁ ଛୋଟ ଦିନ’ ହୋଇଥାଏ। ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ସବୁଠାରୁ…

ଜ୍ୟାକଲିନ୍‌ଙ୍କୁ ବିଦେଶ ଯିବାକୁ ମିଳିଲାନି ଅନୁମତି

ମନି ଲଣ୍ଡରିଂ ମାମଲାରେ ଛନ୍ଦି ହୋଇପଡିଥିବା ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ବିଦେଶ ଯିବାକୁ ଅନୁମତି ମିଳିନାହିଁ। ସେ ଅସୁସ୍ଥ ମା’ଙ୍କୁ ଦେଖିବାକୁ ବାହାରିନ୍‌ ଯିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଅନୁମତି ଦେବାକୁ ମନା କରି…

ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା…

ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର…

ଦ୍ୱିତୀୟ ଟେଷ୍ଟ: ବାଂଲାଦେଶ ୨୨୭ ରନ୍‌ରେ ଅଲଆଉଟ୍‌

ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଚାଲିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ଦଳ ପ୍ରଥମ ଇନିଂସରେ ୨୨୭ ରନରେ ଅଲଆଉଟ୍‌ ହୋଇଯାଇଥିଲା। ମୋମିନୁଲ ହକ ବାଂଲାଦେଶ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri