Home

ରାଇଟ୍‌ ଟୁ ଫରଗଟନ: ପାରିବାରିକ ମାମଲାରେ ପରିଚୟ ହଟାଇବାକୁ ନିଦ୍ଦେଶ ଦେଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୨୨।୧୨ : ଭୁଲିଯିବା ଅଧିକାର(ରାଇଟ୍‌ ଟୁ ଫରଗଟନ) ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ କେରଳ ହାଇକୋର୍ଟ ଗୁରୁବାର ଦିନ କହିଛନ୍ତି ଯେ ପରିବାର ତଥା ବିବାହ ସମ୍ବନ୍ଧୀୟ ମାମଲା ସମ୍ବନ୍ଧରେ ମକଦ୍ଦମାକାରୀଙ୍କ ବ୍ୟକ୍ତିଗତ ସୂଚନା ମକଦ୍ଦମାକାରୀଙ୍କ ଅନୁରୋଧ କ୍ରମେ ହାଇକୋର୍ଟ ୱେବସାଇଟରେ…

ଜମି ହଡପ ମାମଲାରେ ରବର୍ଟ ଭଦ୍ରଙ୍କ ବଢିଲା ଅଡୁଆ

ନୂଆଦିଲ୍ଲୀ,୨୨।୧୨: ଜମି ହଡପ ମାମଲାରେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ର ଏବଂ ତାଙ୍କ ମା’ ମୌରିନ ଭଦ୍ରଙ୍କ ପାଇଁ ସମସ୍ୟା ବଢିବାରେ ଲାଗିଛି। ରବର୍ଟ ଭଦ୍ରଙ୍କ କମ୍ପାନୀ ସ୍କାଏଲାଇଟ ହସ୍ପିଟାଲିଟିର ଆବେଦନକୁ ରାଜସ୍ଥାନ ହାଇକୋର୍ଟ ଖାରଜ…

ରିଲିଜ୍‌ ହେଲା ଫିଲ୍ମ ‘ପଠାନ’ର ଦ୍ୱିତୀୟ ଗୀତ ‘ଝୁମେ ଜୋ ପଠାନ’

ସୁପରଷ୍ଟାର ଶାହାରୁଖ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ର ଦ୍ୱିତୀୟ ଗୀତ’ ‘ଝୁମେ ଜୋ ପଠାନ ’ମୁକ୍ତିଲାଭ କରିଛି। ଏହି ଗୀତରେ ଶାହାରୁଖ ଏବଂ ଦୀପିକା ପାଦୁକୋନ ଜବରଦସ୍ତ ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳୁଛି। ନିକଟରେ ‘ପଠାନ’ର ପ୍ରଥମ ଗୀତ ‘ବେସରମ…

କରୋନାକୁ ନେଇ ଚିନ୍ତାରେ ଡବ୍ଲ୍ୟୁଏଚ୍‌ଓ: ଟିକାକରଣ ବୃଦ୍ଧି ନେଇ ଚାଇନାକୁ ନିବେଦନ

ଓ୍ବାଶିଂଟନ,୨୨ା୧୨: ଚାଇନାରେ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଧ୍ୟ ଚିନ୍ତା ପ୍ରକଟ କରିଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ ଅଧନୋମ ଗେବ୍ରେୟେସସ୍‌ କହିଛନ୍ତି, ଚାଇନାରେ ଦ୍ରୁତ ଗତିରେ ବଢୁଥିବା କରୋନା ମାମଲାକୁ ନେଇ ସେ…

ସଂସଦରେ କରୋନା ସଚେତନତା : ଧନକର-ବିର୍ଲା ମାସ୍କ ପିନ୍ଧି ପହଞ୍ଚିଲେ…

ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ଭାଇରସର ଆତଙ୍କ ପରେ ଭାରତରେ ସତର୍କତା ମଧ୍ୟ ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ଭିଡ଼ରେ ମାସ୍କ ପିନ୍ଧିବା ଏବଂ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ରାଜ୍ୟ ସରକାର…

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୨୨।୧୨(ଡି.ଏନ୍‌.ଏ): ଗତ ଚାରି ଦିନ ହେବ ଶୀତରେ ଥରୁଛି ଜି ଉଦୟଗିରି ସହର। ଏଠାରେ ଗୁରୁବାର ଦିନ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ ରହିଛି ବୋଲି ପାଣିପାଗ ତାପ ମାପକ ଯନ୍ତ୍ର ଦାୟିତ୍ୱରେ ଥିବା ଅଧିକାରୀ କହିଛନ୍ତି। ସୋମବାର ଦିନଠାରୁ…

ପୀୟୂଷ ଗୋଏଲ ନିଜ ମନ୍ତବ୍ୟ ଫେରାଇ ନେଲେ, କାହାକୁ ଆଘାତ ଦେବାକୁ ଚାହିଁ ନଥିଲି ବୋଲି କହିଲେ…

ନୂଆଦିଲ୍ଲୀ,୨୨।୧୨ : ବିହାର ଉପରେ ତାଙ୍କର ବିବାଦୀୟ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋଏଲ ଶୁକ୍ରବାର ସଂସଦରେ କହିଛନ୍ତି ଯେ ବିହାର କିମ୍ବା ବିହାର ଲୋକଙ୍କୁ ଅପମାନିତ କରିବାର ମୋର ଉଦ୍ଦେଶ୍ୟ ନାହିଁ। ଯଦି କାହାର ଭାବନା ଏହା ଦ୍ୱାରା…

ଜେଲରୁ ବାହାରିବାକୁ ଚାହୁଁ ନାହାନ୍ତି ଶ୍ରଦ୍ଧାଙ୍କ ହତ୍ୟା ଅଭିଯୁକ୍ତ ଆଫତାବ, ଜାମିନ ଆବେଦନ ନେଲେ ଫେରାଇ…

ନୂଆଦିଲ୍ଲୀ,୨୨।୧୨ : ଶ୍ରଦ୍ଧା ଓ୍ବାରକ ହତ୍ୟା ମାମଲାରେ ଅଭିଯୁକ୍ତ ଆଫତାବ ଅମିନ ପୁନାୱାଲା ଜେଲରୁ ବାହାରିବାକୁ ଚାହୁଁ ନାହାନ୍ତି। ସେ ସାକେତ କୋର୍ଟରୁ ନିଜର ଜାମିନ ଆବେଦନ ପ୍ରତ୍ୟାହାର କରିଛନ୍ତି। ଗୁରୁବାର ପୂର୍ବାହ୍ନ ୧୧ ଟାରୁ ତାଙ୍କ ଜାମିନ ଆବେଦନ ଉପରେ…

ସ୍କୁଲରେ ଭୂତପ୍ରେତ ନେଇ ଗୁଜବ, ତାନ୍ତ୍ରିକଙ୍କ ଦ୍ୱାରା ଛାତ୍ରୀଛାତ୍ରଙ୍କ ଚିକିତ୍ସା କରାଯାଉଥିବା ଭିଡିଓ ଭାଇରାଲ…

ଲକ୍ଷ୍ନୌ,୨୨।୧୨ : ଉତ୍ତରପ୍ରଦେଶ ମହୋବାର ପାନୱାଡିରେ ଅବସ୍ଥିତ ଜୁନିଅର ହାଇସ୍କୁଲ ୧୫ ଜଣ ଛାତ୍ରୀଛାତ୍ର୍ର ଅଚେତ ହେବା ପ୍ରସଙ୍ଗରେ ଏକ ନୂଆ ମୋଡ଼ ଆସିଛି। ଅଭିଭାବକମାନେ ନିଜ ପିଲାମାନଙ୍କୁ ସୁସ୍ଥ କରିବା ପାଇଁ ତନ୍ତ୍ର-ମନ୍ତ୍ର କରୁଥିବା ଚର୍ଚ୍ଚା ହେଉଛି। ଏବେ ତାନ୍ତ୍ରିକଙ୍କ…

ଭାରତରେ ବିଏଫ୍‌.୭ ଭାରିଆଣ୍ଟର ୪ ମାମଲା ଚିହ୍ନଟ…

ନୂଆଦିଲ୍ଲୀ,୨୨।୧୨ : ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ତେବେ ଏନେଇ କେନ୍ଦ୍ର ସରକାର ସତର୍କ…

ରାହୁଲ ଗାନ୍ଧୀଙ୍କ ଜୋତା ବନ୍ଧାକୁ ନେଇ ଉଠିଲା ବିବାଦ: ଭାଜପା କଲା ଟ୍ରୋଲ

ଚଣ୍ଡିଗଡ,୨୨।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ହରିୟାଣାରେ ଜାରି ରହିଛି। ଏହି ଯାତ୍ରାକୁ ନେଇ ରାହୁଲ ଗାନ୍ଧୀ ପୁଣି ବିବାଦ ଘେରକୁ ଆସିଛନ୍ତି। ଭାରତ ଯୋଡୋ ଯାତ୍ରା ଚାଲିଥିବା ସମୟରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଅଲଓ୍ବର ରାହୁଲ ଗାନ୍ଧୀଙ୍କ…

ବାଇକ୍‌ ସହ ପୋଲ ତଳକୁ ଖସିପଡ଼ିଲେ, ଚାଲିଗଲା ଜୀବନ ଗଲା

ପାଟଣା,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମାଛଗଡ଼ ସାହାରପଡ଼ା ରାସ୍ତାର ପଇତାମଜା ନିକଟରେ ଏକ ପୋଲ ତଳକୁ ଖସି ପଡ଼ି ଜଣେ ୪୬ ବର୍ଷୀୟ ବାଇକ ଆରୋହୀଙ୍କ ଜୀବନ ଯାଇଛି। ମୃତକ ଜଣକ ହେଉଛନ୍ତି କରଞ୍ଜିଆ ଥାନା ପାଟବିଲା ପଞ୍ଚାୟତ କେଞ୍ଜରା ଗ୍ରାମର ସୁଶୀଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri