Home

କାର୍‌-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଆହତ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ତୁମୁଡ଼ିବନ୍ଧ ଥାନା ମାଲିପଡ଼ା ଅଞ୍ଚଳର ଜିହୁଦା ପରାସେଠ୍‌ ହୋଇଥିବା ସୂଚନା। ବୁଧବାର ମାଳିପଡ଼ା ଅଞ୍ଚଳର ଦୁଇଜଣ ଯୁବକ କୌଣସି ଏକ କାମରେ…

ସ୍ତ୍ରୀଙ୍କୁ ରାଣୀ ପରି ରଖିଥାନ୍ତି ଏହି ୪ ରାଶିରେ ଜନ୍ମିତ ପୁଅ, ଭାଗ୍ୟରେ ଥିଲେ ମିଳନ୍ତି…

ବିବାହକୁ ନେଇ ସମସ୍ତଙ୍କ ମନରେ ଭିନ୍ନ ଭିନ୍ନ ସ୍ବପ୍ନ ଥାଏ। ସବୁ ଝିଅ ଚାହାନ୍ତି ତାଙ୍କୁ ସବୁଠାରୁ ଅଧିକ ଭଲପାଉଥିବା ସ୍ବାମୀ ମିଳୁ। ତାଙ୍କ କଥାକୁ ସମ୍ମାନ ଦେବା ସହ ସବୁ ଇଚ୍ଛାକୁ ପୂରଣ କରୁ। ଏଭଳି ସ୍ବାମୀ ପାଇବା ସମସ୍ତଙ୍କ…

ବିଭାଜନ ନୁହେଁ, ଆମେ ଲୋକଙ୍କୁ କରୁ ଏକଜୁଟ: ମମତା

କୋଲକତା,୨୧।୧୨: ଆମେ ଲୋକଙ୍କୁ ବିଭାଜନ କରୁନାହୁଁ ବରଂ ସେମାନଙ୍କୁ ଏକଜୁଟ କରୁଛୁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। କୋଲକାତାରେ ଖ୍ରୀଷ୍ଟମାସ ପୂର୍ବରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମମତା କହିଛନ୍ତି, ବଙ୍ଗଳା ଏପରି ଏକ ସ୍ଥାନ ଯେଉଁଠାରେ ଲୋକମାନେ କେବଳ…

ଲୋକ ସଭାରେ ରାଗିଗଲେ ଅମିତ ଶାହା

ନୂଆଦିଲ୍ଲୀ,୨୧।୧୨: ଲୋକ ସଭାର ଶୀତକାଳୀନ ଅଧିବେଶନରେ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଡ୍ରଗ୍ସ ସମସ୍ୟାକୁ ନେଇ ବିସ୍ତାର ଭାବେ ଆଲୋଚନା କରିଥିଲେ। ଶାହା ନିଜ ମତ ରଖୁଥିବାବେଳେ ତୃଣମୂଳ କଂଗ୍ରେସ ଏମ୍‌ପି ସୌଗତ ରାୟ ବାଧା ସୃଷ୍ଟି କରିଥିଲେ।…

ରମିଜଙ୍କ ମୁହଁ ବନ୍ଦ କଲେ ବାବର, କହିଲେ-ଦିନକରେ ବଦଳି ପାରିିବୁ ନାହିଁ

କରାଚି,୨୧।୧୨: ଘରୋଇ ମଇଦାନରେ ଇଂଲଣ୍ଡଠାରୁ ଲଜ୍ଜାଜନକ ଭାବେ ପରାଜିତ ହୋଇଛି ପାକିସ୍ତାନ ଟିମ୍‌ । ଟେଷ୍ଟ ଇତିହାସରେ ପ୍ରଥମ ଥର ଲାଗି ସିରିଜକୁ ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି ଇଂଲଣ୍ଡ। ଏହି ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ହଲଚଲ ସୃଷ୍ଟି ହୋଇଛି।…

ଗାଁରେ ପହଞ୍ଚିଲା ଗୋବିନ୍ଦ ସାହୁଙ୍କ ମୃତଦେହ

ଭବାନୀପାଟଣା,୨୧ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ବୁଧବାର ଗୋବିନ୍ଦ…

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମାର୍ଶାପାଳଠାରେ ଏଲିଫ୍ୟାଣ୍ଟ କରିଡର ଯୋଜନାରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରେ ରଙ୍ଗ ଲଗାଉଥିବା ସମୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଠିକା ଶ୍ରମିକଙ୍କ ଜୀବନ ଯାଇଛି। ମୃତ ଶ୍ରମିକ କେନ୍ଦୁଝର ଜିଲା ବାମେବାରୀ…

ନିର୍ବନ୍ଧ କରିବେ ଇସ୍କବାଜ୍‌ ଫେମ୍‌ ଅଭିନେତ୍ରୀ ଶୁଭା ରାଜପୁତ

ବମ୍ବେ: ନିର୍ବନ୍ଧ କରିବାକୁ ଯାଉଛନ୍ତି ଟେଲି ଧାରାବାହିକ ‘ଇସ୍କବାଜ’ରେ ପ୍ରିୟଙ୍କା ଚରିତ୍ରରେ ନଜର ଆସିଥିବା ଅଭିନେତ୍ରୀ ଶୁଭା ରାଜପୁତ। ଅଭିନେତା ବିଭବ ରାୟଙ୍କୁ ଦୀର୍ଘ ଦିନ ଧରି ସେ ଡେଟ୍‌ କରି ଆସୁଥିଲେ। ଏବେ ସେ ସମ୍ପର୍କକୁ ଆଉ ପାଦେ ଆଗକୁ…

ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର…

ଫିଲ୍ମ ନିର୍ଦ୍ଦେଶକଙ୍କ ପ୍ରେମରେ ପଡିଛନ୍ତି ଅନୁଷ୍କା

ବାହୁବଳୀ ଫେମ୍‌ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀ ପୁଣିଥରେ ନିଜ ବିବାହକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ୩୯ ବର୍ଷିୟା ଅନୁଷ୍କା ଜଣେ ତେଲୁଗୁ ନିର୍ଦ୍ଦେଶକଙ୍କୁ ବିବାହ କରିବାକୁ ଯାଉଛନ୍ତି, ଯାହାଙ୍କ ସହ ସେ ଦୁଇଟି ହିଟ ଫିଲ୍ମ କରିଛନ୍ତି। ଘନିଷ୍ଠ ବନ୍ଧୁ ଏବଂ…

ମରାମତିରେ ଚାଲିଛି ୧୩୩ ବର୍ଷର ପୁରୁଣା ବିଦ୍ୟାଳୟ

ରାଇକିଆ,୨୧ା୧୨(ଡି.ଏନ୍‌.ଏ.): ଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଶିକ୍ଷାଦାନଠାରୁ ଆରମ୍ଭ କରି ଭିତ୍ତି ଭୂମି ପର୍ଯ୍ୟନ୍ତ ଯଥା ସମ୍ଭବ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ବିଦ୍ୟାଳୟ ଭଳି ଯୋଜନା ହାତକୁ ନେଇ ଅତ୍ୟାଧୁନିକ ବୈଷୟିକ ଶିକ୍ଷା ବ୍ୟବସ୍ଥା ଯୋଗାଇ…

ସୁଧୁରୁନି ପାକିସ୍ତାନ: ଡ୍ରୋନ୍‌ ଅନୁପ୍ରବେଶ-ଡ୍ରଗ୍ସ ଚୋରା ଚାଲାଣକୁ ପଣ୍ଡ କଲେ ବିଏସ୍‌ଏଫ୍‌ ଯବାନ

ନୂଆଦିଲ୍ଲୀ,୨୧।୧୨: ସୁଧୁରିବାର ନାଁ ନେଉନି ପାକିସ୍ତାନ। ପଞ୍ଜାବ ନିକଟବର୍ତ୍ତୀ ଅନ୍ତର୍ଜାତୀୟ ସୀମାରେ ପୁଣି ଅନୁପ୍ରବେଶ ଉଦ୍ୟମ କରିଛି ପାକିସ୍ତାନ। ଏଥିସହ ବହୁ ପରିମାଣର ଡ୍ରଗ୍ସ ଚୋରା ଚାଲାଣ ଉଦ୍ୟମ କରିବାକୁ ଚେଷ୍ଟା କରିଥିବା ନେଇ ସୂଚନା ମିଳିଛି। ତେବେ ୨୪ ଘଣ୍ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri