Home

କର୍ମଜୀବୀ ମହିଳାଙ୍କୁ ବିଳମ୍ବିତ ରାତ୍ରରେ ଘରେ ଆଣି ଛାଡ଼ିବେ ପୋଲିସ…

ଫରିଦାବାଦ,୧୨।୧୧ : ଫରିଦାବାଦ ପ୍ରଶାସନ କର୍ମଜୀବୀ ମହିଳାଙ୍କ ପାଇଁ ସୁବିଧା କରିଛନ୍ତି। ବିଳମ୍ବିତ ରାତ୍ରରେ ଏଭଳି ମହିଳାଙ୍କୁ ଆଉ ଘରକୁ ଫେରିବାର ଭୟ ରହିବ ନାହିଁ। ପୋଲିସ ସେମାନଙ୍କୁ ଘରେ ନେଇ ଛାଡ଼ିବେ। ଏଭଳି ମହିଳା ଯଦି ଘରକୁ ଫେରିବାରେ ଅସୁବିଧାର…

ନର୍ଭସ ନୁହେଁ ଉତ୍ସାହିତ ଅଛି: ବାବର

ମେଲବୋର୍ନ,୧୨।୧୧: ପାକିସ୍ତାନୀ ଅଧିନାୟକ ବାବର ଆଜମ ଆଉ ଗୋଟିଏ ମ୍ୟାଚ୍‌ ପରେ ମହାନ କ୍ରିକେଟର ଇମରାନ ଖାଁଙ୍କ ଉପଲବ୍ଧିର ସମକକ୍ଷ ହେବେ। ହେଲେ ସେ ଏଥିପାଇଁ ନର୍ଭସ ହେବା ପରିବର୍ତ୍ତେ ଉତ୍ସାହିତ ଅଛନ୍ତି। କାରଣ ସେ ବିଶ୍ୱକପ୍‌ରେ ଗତ ୩ ମ୍ୟାଚ୍‌ରେ…

୨ ହଜାରରୁ ଅଧିକ ପିଲାଙ୍କୁ ମାଗଣା ଲ୍ୟାପଟପ୍‌ ଦେବେ ଯୋଗୀ ସରକାର…

ଲକ୍ଷ୍ନୌ,୧୨।୧୧ : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଉତ୍ତରପ୍ରଦେଶର ଦୁଇ ହଜାରରୁ ଅଧିକ ପିଲାଙ୍କ ପାଇଁ ଟ୍ରେଜେରୀ ଖୋଲି ଦେଇଛନ୍ତି। ଯୋଗୀ ସରକାର ଏହି ପିଲାମାନଙ୍କୁ ଲ୍ୟାପଟପ ଦେବେ। ଏଥିପାଇଁ ଯୋଗୀ ସରକାର ପାଣ୍ଠି ଘୋଷଣା କରିଛନ୍ତି। ବାଲ ସେବା ଯୋଜନା…

ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଥରିଲା ରାଜଧାନୀ…

ନୂଆଦିଲ୍ଲୀ,୧୨।୧୧ : ଗୋଟିଏ ସପ୍ତାହ ମଧ୍ୟରେ ରାଜଧାନୀ ଦିଲ୍ଲୀରେ ଦ୍ୱିତୀୟ ଥର ପାଇଁ ଥରିଛି। ଶନିବାର ସନ୍ଧ୍ୟା ୭ଟା ୫୭ରେ ଦିଲ୍ଲୀ ଏନସିଆର୍‌ ସମେତ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୪ ଥିଲା…

ଶାହାଙ୍କ ସହିତ ଧୋନୀଙ୍କ ଫଟୋ, ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା !…

ନୂଆଦିଲ୍ଲୀ,୧୨।୧୧ : ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ  ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କର ଭେଟ ହୋଇଛି। ଏହାପରେ ବିଭିନ୍ନ ପ୍ରକାରର ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଅମିତ ଶାହା ଏବଂ ଧୋନୀଙ୍କ ଏହି ଫଟୋ ଏବେ…

ଅଖନୁରରେ ଓଲଟିଲା ବସ, ୫୦ରୁ ଅଧିକ ଆହତ…

ଶ୍ରୀନଗର,୧୨।୧୧ : ଜମ୍ମୁ-କଶ୍ମୀରର ଅଖନୁରରେ ଏକ ଯାତ୍ରୀବାହୀ ବସ ଓଲଟି ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରାମିନ ମଖିର ଗାଁ ନିକଟରେ ବସଟ ନିୟନ୍ତ୍ରଣ ହରାଇ ଓଲଟି ପଡିଛି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି…

୬୫ ଟଙ୍କିଆ ପ୍ରିପେଡ୍‌ ପ୍ଲାନ୍‌ ଲଞ୍ଚ କଲା ଏୟାରଟେଲ

ନୂଆଦିଲ୍ଲୀ,୧୨।୧୧: ଭାରତୀ ଏୟାରଟେଲ ଏକ ନୂତନ ୪ଜି ଡାଟା ଭାଉଚର ଲଞ୍ଚ କରିଛି। ଏହି ଭାଉଚରର ମୂଲ୍ୟ ହେଉଛି ୬୫ ଟଙ୍କା। ନିକଟରେ ଏୟାରଟେଲ ମଧ୍ୟ ୧୯୯ ଟଙ୍କା ଯୋଜନା ଆରମ୍ଭ କରିଛି। ଏହି ଯୋଜନା ଅଧିକ ବୈଧତା ଚାହୁଁଥିବା ଗ୍ରାହକଙ୍କ…

ବିଦ୍ୟୁତତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟଣା: ୯ ଗିରଫ

ଦେବଗଡ଼,୧୨ା୧୧(ଡି.ଏନ୍‌.ଏ.): ରିଆମାଳ ଥାନା ତାରଙ୍ଗ ପଞ୍ଚାୟତ ଅନ୍ତର୍ଗତ ନିଶାବିରା ଗ୍ରାମରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ଜୀବନ୍ତ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗତ ସୋମବାର ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାରେ କେସ୍‌ ନମ୍ବର ୫୦୭/୨୨ରେ ୯…

ରାଜୀବ ଗାନ୍ଧୀଙ୍କ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇଥିବା ନଳିନୀଙ୍କ ସମେତ ୫ ଖଲାସ…

ଚେନ୍ନାଇ,୧୨।୧୧ : ଶନିବାର ସନ୍ଧ୍ୟାରେ ତାମିଲନାଡୁର ଜେଲରୁ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇଥିବା ନଳିନୀ ଶ୍ରୀହରନ ଏବଂ ଅନ୍ୟ ଚାରିଜଣ ଦୋଷୀଙ୍କୁ ମୁକ୍ତ କରାଯାଇଛି। ଭେଲୋରର ମହିଳା ସ୍ବତନ୍ତ୍ର ଜେଲରୁ ମୁକ୍ତ ହେବାର କିଛି ସମୟ…

ପୁଣି ଫେରୁଛନ୍ତି ଅର୍ଚ୍ଚନା

ବମ୍ବେ: ବିଦା ହେବା ପରେ ପୁଣି ଫେରୁଛନ୍ତି ଅର୍ଚ୍ଚନା ଗୌତମ। ଶାରୀରିକ ହିଂସାକୁ ନେଇ କିଛି ଦିନ ତଳେ ସେ ବିବାଦୀୟ ରିଆଲିଟି ଶୋ’ ବିଗ୍‌ବସ୍‌ରୁ ବାହାର ହୋଇଥିଲେ। ହେଲେ ତାଙ୍କ ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରି ନ ଥିଲେ।…

ପୁଣି ଥରେ ଆଇସିସି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଗ୍ରେଗ୍‌ ବାର୍କଲେ, ଜୟ ଶାହାଙ୍କୁ ମିଳିଲା ବଡ ଦାୟିତ୍ୱ

ମେଲବୋର୍ନ,୧୨।୧୧: ନ୍ୟୁଜିଲ୍ୟାଣ୍ଡର ଗ୍ରେଗ୍‌ ବାର୍କଲେ ଶନିବାର ସର୍ବସମ୍ମତି କ୍ରମେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ଅଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ଲାଗି ନିର୍ବାଚିତ ହୋଇଛନ୍ତି। ବାର୍କଲେଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ରହିବ। ଜିମ୍ବାୱେର ତାୱେଙ୍ଗୱା ମୁକୁହଲାନି ନିଜ ନାମ ପ୍ରତ୍ୟାହାର କରିନେବାପରେ ବାର୍କଲେ…

ତୀର ମାରି ଗର୍ଭିଣୀ ହାତୀକୁ ମାରିବା ଘଟଣା: ଫରେଷ୍ଟର ନିଲମ୍ବିତ,ରେଞ୍ଜ ଅଧିକାରୀ; ଫରେଷ୍ଟ ଗାର୍ଡଙ୍କୁ କାରଣ ଦର୍ଶାଅ ନୋଟିସ

କେନ୍ଦୁଝର,୧୨ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅନ୍ତର୍ଗତ ତାଳପଦା ସେକ୍ସନ ଅଧିନସ୍ଥ ଏସ୍‌ଏନ୍‌ପୁରଗୋଡ଼ା ବିଟ୍‌ ଅନ୍ତର୍ଗତ କଳାପାଟ ସଂରକ୍ଷିତ ଜଙ୍ଗଲରେ ଏକ ଗର୍ଭିଣୀ ହାତୀକୁ ତୀର ବିନ୍ଧି ମାରିଦେବା ଘଟଣାରେ କେନ୍ଦୁଝର ଡିଏଫ୍‌ଓ ଏଚ୍‌.ଡି.ଧନରାଜ ଉକ୍ତ ସେକ୍ସନର ଫରେଷ୍ଟର ପୂର୍ଣ୍ଣଚନ୍ଦ୍ର ମହାନ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri