Home

ପ୍ରଚଣ୍ଡଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

କାଠମାଣ୍ଡୁ,୧୮।୧(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ମଙ୍ଗଳବାର ତାଙ୍କ କ୍ୟାବିନେଟର ପ୍ରଥମ ସମ୍ପ୍ରସାରଣ କରିଛନ୍ତି। ଏଥିରେ ୧୨ ଜଣଙ୍କୁ ମନ୍ତ୍ରୀ ଏବଂ ୩ ଜଣଙ୍କୁ କନିଷ୍ଠ ମନ୍ତ୍ରୀ କରାଯାଇଛି। ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବାର ୩ ସପ୍ତାହରୁ…

ଅନୁପ ଗୁପ୍ତା ଚଣ୍ଡିଗଡ଼ ମେୟର ନିର୍ବାଚିତ

ଚଣ୍ଡିଗଡ଼,୧୮।୧: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଯଶବୀର ସିଂଙ୍କୁ ମାତ୍ର ଗୋଟିଏ ଭୋଟରେ ପରାସ୍ତ କରି ଭାଜପାର ଅନୁପ ଗୁପ୍ତା ମଙ୍ଗଳବାର ଚଣ୍ଡିଗଡ଼ର ନୂଆ ମେୟର ନିର୍ବାଚିତ ହୋଇଛନ୍ତି। ଗୁପ୍ତାଙ୍କୁ ୧୫ ଭୋଟ ମିଳିଥିବାବେଳେ ଏଏପି ପ୍ରାର୍ଥୀ ୧୪ଟି ଭୋଟ…

ଜାତି ଜନଗଣନା ବିରୋଧରେ ସୁପ୍ରିମକୋର୍ଟରେ ସାନି ପିଟିଶନ

ନୂଆଦିଲ୍ଲୀ,୧୮।୧: ବିହାର ସରକାରଙ୍କ ଜାତି ଜନଗଣନା ନିଷ୍ପତ୍ତି ବିରୋଧରେ ମଙ୍ଗଳବାର ସୁପ୍ରିମକୋର୍ଟରେ ସାନି ପିଟିଶନ ଦାଏର ହୋଇଛି। ରାଜ୍ୟ ସରକାରଙ୍କ କାର୍ଯ୍ୟ ସମ୍ବିଧାନର ମୌଳିକ ଢାଞ୍ଚାର ଉଲ୍ଲଂଘନ କରୁଥିବା ଏଥିରେ ଅଭିଯୋଗ କରାଯାଇଛି। ଜାତି ଜନଗଣନା ବିଜ୍ଞପ୍ତି ଭେଦଭାବପୂର୍ଣ୍ଣ ଏବଂ ଅସାମ୍ବିଧାନିକ…

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ୍‌

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ୧୮ ଜାନୁଆରୀ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯିବ। ୧୬ ଜାନୁଆରୀରେ ନ୍ୟୁଜିଲାଣ୍ଡ ଦଳ ହାଇଦ୍ରାବାଦରେ ପହଞ୍ଚିଛି। ଏହି ସିରିଜ୍‌ ରୋମାଞ୍ଚକର…

‘ଭାରତ ସହ ସୁସମ୍ପର୍କ ଚାହେଁ ପାକିସ୍ତାନ’

ଆବୁଧାବି/ଇସ୍‌ଲାମାବାଦ,୧୮ା୧: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ଭାରତ ବିରୋଧୀ ସ୍ବର ଏବେ ନରମିବା ଆରମ୍ଭ ହୋଇଛି। ପଡ଼ୋଶୀ ଦେଶର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନାର ପ୍ରସ୍ତାବ ଦେଇଛନ୍ତି। ଭାରତ ବିରୋଧରେ…

ଆମେ ବିନା କାରଣରେ ଲୋକଙ୍କୁ ଜେଲରେ ରଖିବାକୁ ଚାହୁଁନା: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଜଷ୍ଟିସ ଏସ.କେ କୌଲ, ଜଷ୍ଟିସ ଏସ ଓକା ଏବଂ ଜେ.ବି ପାରଦୀୱାଲାଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି, ଅନାବଶ୍ୟକ ଭାବେ ଲୋକଙ୍କୁ ଜେଲରେ ରଖିବାରେ…

ଚଳିତ ବର୍ଷ ଭାରତୀୟଙ୍କ ଦରମାରେ ସର୍ବାଧିକ ବୃଦ୍ଧି ହେବ…

ନୂଆଦିଲ୍ଲୀ,୧୭।୧ : ନିକଟରେ ହୋଇଥିବା ଏକ ଆକଳନରୁ ଜଣାପଡିଛି ଯେ ଚଳିତ ବର୍ଷ ଭାରତରେ କର୍ମଚାରୀଙ୍କ ଦରମା ୯.୮ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ। ସମସ୍ତ ଏସୀୟ ଦେଶ ତୁଳନାରେ ଏହି ବୃଦ୍ଧି ଭାରତରେ ସର୍ବାଧିକ । ତଥାପି, ବଢୁଥିବା ମୁଦ୍ରାସ୍ଫୀତିକୁ…

ସବୁ ଧର୍ମର ଲୋକଙ୍କ ସହିତ ମିଳାମିଶା କର,ବିଶ୍ୱବିଦ୍ୟାଳୟ-ଚର୍ଚ୍ଚ ଯାଅ: କାର୍ଯ୍ୟକାରିଣୀରେ ମୋଦିଙ୍କ ମନ୍ତ୍ରୀ…

ନୂଆଦିଲ୍ଲୀ,୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ଭାଜପା ନେତା ଓ କର୍ମୀଙ୍କୁ ଆସନ୍ତା ବର୍ଷ ହେବାକୁଥିବା ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ କହିଛନ୍ତି। ନିର୍ବାଚନ ଆଉ ୪୦୦ ଦିନ ଥିବାବେଳେ ପ୍ରଧାନମନ୍ତ୍ରୀ ଗୁରୁମନ୍ତ୍ର ପ୍ରଦାନ କରିଛନ୍ତିି। ସବୁ…

ବିଗ୍‌ବସ୍‌ ୧୬ ଘର ପାଲଟିଲା ‘ମିନି ପାକିସ୍ତାନ’!

ବମ୍ବେ: ବିଗ୍‌ବସ୍‌ ଘର ପାଲଟିଛି ‘ମିନି ପାକିସ୍ତାନ’। ପରିସ୍ଥିତି ଏଭଳି ହୋଇଛି ଯେ ଅଟା-ବେସନ-ଚାଉଳ ୫୦ ହଜାର ଟଙ୍କା, ପନିପରିବା ୬୦ ହଜାର, ଅଲମଣ୍ଡ କ୍ଷୀର ୧ ଲକ୍ଷ, ବ୍ରେଡ୍‌ ୨୫ହଜାର ଟଙ୍କାରେ ମିଳୁଛି। ଏଥର ବିବି ଷ୍ଟୋରର ମୂଲ୍ୟ ୧୦…

ମିଡ଼ିଆ ରିପୋର୍ଟକୁ ଖଣ୍ଡନ କଲେ ସରକାର: କରୋନା ଟିକାର ଖରାପ ପ୍ରଭାବ ନାହିଁ…

ନୂଆଦିଲ୍ଲୀ,୧୭।୧ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଗଣମାଧ୍ୟମର ରିପୋର୍ଟକୁ ଖଣ୍ଡନ କରିଛି। ଯେଉଁଥିରେ କୁହାଯାଇଛି ଯେ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସସିଓ) ର ଅଧିକାରୀମାନେ କୋଭିଡ -୧୯…

ଦକ୍ଷିଣ କୋରିଆ ୨-୧ ଗୋଲରେ ଜାପାନକୁ ହରାଇଲା…

ଭୁବନେଶ୍ୱର, ୧୭।୧: ହକି ବିଶ୍ୱକପ୍‌ର ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସୀୟ ଲଢ଼େଇରେ ଦକ୍ଷିଣ କୋରିଆ ଜାପାନକୁ ୨-୧ ଗୋଲରେ ହରାଇଛି। ଏଥିସହ ୨ ମ୍ୟାଚରୁ ଦକ୍ଷିଣ କୋରିଆ ପ୍ରଥମ ବିଜୟ ହାସଲ କରିଛି । ଦକ୍ଷିଣ କୋରିଆ ପକ୍ଷରୁ ଡବଲ…

ପାର୍କିଂକୁ ନେଇ ସାମାନ୍ୟ ବଚସା: ଗୋଷ୍ଠୀ ଆକ୍ରମଣରେ ଜଣେ ମୃତ

ଗଜପତି,୧୭।୧(ଡି.ଏନ୍‌.ଏ.): କାର୍‌ ପାର୍କିଂକୁ ନେଇ ସାମାନ୍ୟ ବଚସା ନେଲା ଜୀବନ। ଗଜପତି ଜିଲା ପାରଳାଖେମୁଣ୍ଡି ଗୋଲା ସାହିରେ ମଙ୍ଗଳବାର ଏଭଳି ଏକ ଘଟଣା ଘଟିଛି। ବଚସା ପରେ ଗୋଷ୍ଠୀ ଆକ୍ରମଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଏସ୍‌. ଶ୍ରୀନିବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?