Home

ବଢୁଛି ହଳଦୀପତ୍ରର ଚାହିଦା, ମିଳୁନି ସଠିକ୍‌ ଦର

ଦାରିଙ୍ଗବାଡ଼ି,୧୧ା୧୧(ଡି.ଏନ୍‌.ଏ.): ଆସନ୍ତା ବୁଧବାର ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ଼ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷକରି ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ ଜିଲାରେ ପାଳନ କରାଯାଉଛି। ତେବେ ଏହି ପର୍ବ ପାଳନ ଅବସରରେ ପିଠା ପ୍ରସ୍ତୁତ…

ଧାନମଣ୍ଡି ଖୋଲିବା ଦାବିରେ ରାସ୍ତାରୋକୋ

କର୍ଲାମୁଣ୍ଡା,୧୧ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତରେ ଖରିଫ ଧାନମଣ୍ଡି ଖୋଲିବା ଦାବିରେ ଶୁକ୍ରବାର ରିଷିଡ଼ା-ମରାମପୁର-ବଲାଙ୍ଗୀର ରାସ୍ତାର ଗଜବାହାଲ ଛକଠାରେ ଚାଷୀମାନେ ରାସ୍ତାରୋକୋ କରିଛନ୍ତି। ଫଳରେ ଭବାନୀପାଟଣା-ବଲାଙ୍ଗୀରକୁ କୌଣସି ଯାନବାହନ ଯାଇ ନ ପାରି ଅଟକି ରହିଛି। ଧାରଣାସ୍ଥଳରେ ବ୍ଲକ…

୨୧ ଲକ୍ଷ ଲୋକଙ୍କ ଚାକିରି ଉପରେ ପଡ଼ିପାରେ ପ୍ରଭାବ

ଓ୍ବାଶିଂଟନ,୧୧ା୧୧: ଆମେରିକାରେ ବିମୁଦ୍ରୀକରଣ ହେବାର ସମ୍ଭାବନାକୁ ନେଇ ଲୋକଙ୍କ ଚିନ୍ତା ବୃଦ୍ଧି ପାଇଛି। ଏହି ବିମୁଦ୍ରୀକରଣ ମଧ୍ୟରେ ଆମେରିକାର ସ୍ଥାନୀୟ ଖବରକାଗଜରେ ଏକ ସର୍ଭେ ବାହାରିଛି। ସର୍ଭେ ରିପୋର୍ଟ ଆଶ୍ଚର୍ଯ୍ୟଜନକ। ଏହି ସର୍ଭେରେ ଆକଳନ କରାଯାଇଛି, ଅର୍ଥନୈତିକ ଦୃଷ୍ଟିକୋଣରୁ ଆମେରିକାରେ ଆସନ୍ତା…

ବର୍ଷକ ମଧ୍ୟରେ ଦ୍ୱିତୀୟଥର ମା’ ହେଲେ ଦେବିନା

ଟେଲି ଅଭିନେତ୍ରୀ ଦେବିନା ବାନାର୍ଜୀ ପୁଣି ଥରେ ମା’ ହୋଇଛନ୍ତି। ଦେବିନା ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଅଭିନେତା ତଥା ଦେବିନାଙ୍କ ସ୍ବାମୀ ଗୁରୁମିତ ଚୌଧୁରୀ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଏହି ଖୁସି ଖବର ପ୍ରଶଂସକଙ୍କୁ ଦେଇଛନ୍ତି।…

୧୦ ମିନିଟ୍‌ ସ୍କୁଲ ବିଳମ୍ବରେ ଆସିବାରୁ ଶିକ୍ଷକ ଦେଲେ ଏମିତି ଦଣ୍ଡ, ଏବେ ଭେଣ୍ଟିଲେଟରରେ ଛାତ୍ର

ଫରିଦାବାଦ,୧୧।୧୧: ଫରିଦାବାଦର ବଲାଭଗଡ ସେକ୍ଟର-୧୧, ଦିଲ୍ଲୀ ପବ୍ଲିକ ସ୍କୁଲର ଦ୍ୱାଦଶ ଶ୍ରେଣୀର ଛାତ୍ର ଅପୂର୍ବ ଯାଦବଙ୍କୁ ସ୍କୁଲରେ ୧୦ ମିନିଟ ବିଳମ୍ବ ହେତୁ ତାଙ୍କୁ କଡ଼ା ଦଣ୍ଡ ମିଳିଛି। ସ୍କୁଲ ଶିକ୍ଷକ ତାଙ୍କୁ ଏମିତି ଦଣ୍ଡ ଦେଇଛନ୍ତି ଯେ ସେ ଏବେ…

ଦର୍ଶକଙ୍କ ହୃଦୟ ଜିଣିଲେ ଦୀପିକା-ରଣବୀର

ମୁମ୍ବାଇ: ବହୁ ଦିନ ପରେ ବଲିଉଡ୍‌ର ପାଓ୍ବାରଫୁଲ୍‌ କପଲ ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କୁ ଏକାଠି ଦେଖିବାକୁ ମିଳିଛି। ସେମାନେ ଏକାଠି ଫିଲ୍ମ ଫେୟାରରେ ଭାଗ ନେଇଥିଲେ। ଯେତେବେଳେ ଏହି ଦମ୍ପତି ହାତ ଧରି ଜିକ୍ୟୁ ପୁରସ୍କାର ସମାରୋହରେ ପହଞ୍ଚିଲେ,…

ଭୋଟ ବର୍ଜନ ନିଷ୍ପତ୍ତି ପରେ ତତ୍ପରତା

ପଦ୍ମପୁର,୧୧।୧୧(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକ ବଇଦପାଲି ଗ୍ରାମବାସୀ ରାସ୍ତା ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ କରିବାକୁ ଚେତାବନୀ ଦେବା ପରେ ପ୍ରଶାସନ ତତ୍ପର ହୋଇପଡିଛି। ଗୁରୁବାର ରାଜବୋଡାସମ୍ବର ବିଡ଼ିଓ ବିଶ୍ୱନାଥ ସାହୁ ବଇଦପାଲିରେ ପହଞ୍ଚତ୍ ରାସ୍ତା ନିରୀକ୍ଷଣ କରି…

ଝାରସୁଗୁଡ଼ା ଜିଲାରେ ୫ରୁ ଧାନ କିଣା

ଝାରସୁଗୁଡ଼ା ଅଫିସ,୧୧।୧୧: ଝାରସୁଗୁଡ଼ା ଜିଲାରେ ଧାନ କିଣା ସକାଶେ ଚଳିତ ଖରିଫ ଋତୁର ପ୍ରଥମ ଜିଲାସ୍ତରୀୟ ଧାନ କିଣା (ଡିଏଲ୍‌ପିସି) ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଡିଏମ୍‌ଏଫ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ଜିଲା ମୁଖ୍ୟ…

ମନର ବ୍ୟଥା ପ୍ରକାଶ କଲେ କୋହଲି

ନୂଆଦିଲ୍ଲୀ,୧୧।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ ଫାଇନାଲ ଟିକେଟ୍‌ ହାସଲ କରିବାରେ ବିଫଳ ହୋଇଛି ଭାରତ। ସେମିଫାନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟ୍‌ରେ ପରାସ୍ତ ହୋଇ ବିଶ୍ୱକପରୁ ବିଦାୟ ନେଇଛି ଭାରତ। ଭାରତର ଶୋଚନୀୟ ପରାଜୟ ପରେ ବିରାଟ କୋହଲିଙ୍କ ପ୍ରତିକ୍ରିୟା ପ୍ରଥମ…

ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୧ା୧୧: ଖୋର୍ଦ୍ଧା ସଦର ଥାନା ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ ହୋଇଛି। ରାଜନୈତିକ ଶତ୍ରୁତା ଓ ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ହତ୍ୟା କରାଯାଇଛି। ମୃତକ ହେଲେ ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ର ବଳିଆରସିଂହ। ସଂଘବଦ୍ଧ…

ଦିନରେ ତଦନ୍ତ, ରାତିରେ କାମ

ସମ୍ବଲପୁର,୧୧ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଧନକଉଡା ବ୍ଲକ କିଲାସମା ପଞ୍ଚାୟତରେ ଏମଜିଏନଆରଇଜିଏସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହାକୁ ନେଇ ଖବର ମଧ୍ୟ ପ୍ରକାଶ ପାଇଥିଲା । ଜିଲାପାଳ ଅନନ୍ୟା ଦାସଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତ ଆରମ୍ଭ ହୋଇଛି…

ଏମସିଡି ନିର୍ବାଚନ ପାଇଁ କେଜରିୱାଲ ଜାରି କଲେ ୧୦ ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୧ ।୧୧: ଏମସିଡି ନିର୍ବାଚନ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଶୁକ୍ରବାର ‘କେଜରିୱାଲଙ୍କ ୧୦ ଗ୍ୟାରେଣ୍ଟି’ ଲଞ୍ଚ କରିଛନ୍ତି । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେ ଯାହା କହୁ ତାହା କରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri