Home

ଶୋଏବଙ୍କଠାରୁ ଅଲଗା ହେବେ କି ସାନିଆ

ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ମଧ୍ୟରେ ଛାଡପତ୍ର ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ଖୁବ୍‌ଶୀଘ୍ର ଆନୁଷ୍ଠାନିକ ଭାବେ ଛାଡପତ୍ର ନେବାକୁ ଯାଉଛନ୍ତି। ପାକିସ୍ତାନ ମିଡିଆରେ ମଧ୍ୟ ଗତ କିଛି ଦିନ ହେବ…

ଲୋକ ଆସୁ ନାହାନ୍ତି, ବେପାର ମାନ୍ଦା

ପାରାଦୀପ,୧୦ା୧୧(ସ୍ବ.ପ୍ର.): ପାରାଦୀପର ସମୁଦ୍ର ବେଳାଭୂମିରେ ଚାଲିଥିବା କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଗୁରୁବାର ୪ ଦିନରେ ପହଞ୍ଚିଛି। ସାରେ ଲୋକଙ୍କ ଗହଳି ଟିକିଏ ଅଧିକ ହୋଇଥିଲେ ହେଁ ବ୍ୟବସାୟୀମାନେ କିନ୍ତୁ ଖୁସି ନାହାନ୍ତି। କାରଣ ଯେଉଁଭଳି ବେପାର ହେବ ବୋଲି ଆଶା କରୁଥିଲେ…

ହିମାଳୟରେ ଆସିବ ବିନାଶକାରୀ ଭୂକମ୍ପ : ଚେତାବନୀ ଦେଲେ ବୈଜ୍ଞାନିକ…

ନୂଆଦିଲ୍ଲୀ,୧୦।୧୧ : ହିମାଳୟ ଅଞ୍ଚଳରେ ଏକ ବଡ଼ ଧରଣର ବିନାଶକାରୀ ଭୂକମ୍ପ ହେବାର ଆଶଙ୍କା ରହିଛି। ତେବେ ଏହା କେବେ ହେବ ତାହାର ପୂର୍ବାନୁମାନ କରାଯିବା କଷ୍ଟକର। ଏହାକୁ ଦୃଷ୍ଟିରେ ରଖି ବୈଜ୍ଞାନିକମାନେ ଭୟଭୀତ ହେବା ପରିବର୍ତ୍ତେ ଏହାର ମୁକାବିଲା ପାଇଁ…

ଆଦାୟ ହୋଇପାରେ ୭ଶହ କୋଟି

ଯାଜପୁର ଅଫିସ/ଧର୍ମଶାଳା/ ଚଢ଼େଇଧରା,୧୦ା୧୧ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବହୁଚର୍ଚ୍ଚିତ ରାହାଡ଼ପୁର ପାହାଡ଼ରୁ ଅନୁମୋଦନଠାରୁ ଢେର ଗୁଣ ଅଧିକ କଳାପଥର ଲୁଟ ଅଭିଯୋଗ ଉପରେ ସାଟେଲାଇଟ ମାପଚୁପ ସମ୍ପନ୍ନ ହୋଇଛି। ବୁଧବାର ଯାଜପୁର ଅତିରିକ୍ତ ଜିଲାପାଳ(ରାଜସ୍ବ) ଅକ୍ଷୟ କୁମାର…

ପରିବେଶର ଶତ୍ରୁ ବେଆଇନ ଇଟାଭାଟି

କେନ୍ଦ୍ରାପଡ଼ା ଅଫିସ,୧୦ା୧୧: ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ଇଟାଭାଟି ବଢ଼ି ଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ମାଟି ଇଟା ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ପରିବେଶର…

ଡାକ୍ତର ଅଭାବ, ରୋଗୀ ସେବାରେ ବାଧା

ପଟ୍ଟାମୁଣ୍ଡାଇ, ୧ା୧୧ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଦୀର୍ଘଦିନ ହେଲା ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦବୀ ଖାଲିପଡିଛି। ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଏହା ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ବିଶେଷକରି ଅଞ୍ଚଳରେ…

ଥରିଲା ଅରୁଣାଚଳ ପ୍ରଦେଶ

ଇଟାନଗର,୧୦।୧୧: ଗୁରୁବାର ଅରୁଣାଚଳ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ରେ ମାପ କରାଯାଇଥିଲା। ଭୂକମ୍ପ ଯୋଗୁ ନାଗାଲାଣ୍ଡ ପର୍ଯ୍ୟନ୍ତ ଭୂମି ଥରିଥିଲା। ଏଥିରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ଏପର୍ଯ୍ୟନ୍ତ ଆସିନାହିଁ। ଏହାପୂର୍ବରୁ ଆଜି…

ଚୋରି ଲୁଚାଇବାକୁ ରାତିଆଧିଆ ଖାଦାନ ପୋତା

ଯାଜପୁର ଅଫିସ,୧୦ା୧୧:ଅନୁମତିଠାରୁ ବହୁ ଗୁଣରେ ଅଧିକ କଳାପଥର ଉତ୍ତୋଳନ ଅଭିଯୋଗର ସାଟେ ଲାଇଟ୍‌ ତଦନ୍ତକୁ ତ୍ୱରାନ୍ବିତ କରିବା ପରେ ଅନ୍ୟ ଲିଜ୍‌ଧାରୀଙ୍କ ମଧ୍ୟରେ ଛନକା ପଶିଛି। ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଧୀନରେ ଏହି ବେଆଇନ କାର୍ଯ୍ୟକୁ ଘଣ୍ଟ ଘୋଡାଇବାକୁ ବରଡା…

ଗୁଜରାଟ ନିର୍ବାଚନ ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା, କ୍ରିକେଟର ଜାଡେଜାଙ୍କ ସ୍ତ୍ରୀଙ୍କୁ ଟିକଟ…

ଅହମଦାବାଦ,୧୦।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଘାଟଲୋଡିଆ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥି…

ଶୁଣିଲାନି ପ୍ରଶାସନ: ୬ କି.ମି. ଘାଟିରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୧୦ା୧୧ (ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରି ନିର୍ମାଣ କରିଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତର…

ଡିସଚାର୍ଜ ହେଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ନିକଟରେ କନ୍ୟା ସନ୍ତାନର ମା’ ହୋଇଛନ୍ତି। ଝିଅ ଜନ୍ମର ୫ ଦିନ ପରେ ଆଲିଆ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଡିସଚାର୍ଜବେଳେ ସ୍ବାମୀ ରଣବୀର କପୁର ତାଙ୍କ ସହ ଥିଲେ। କପୁର ଏବଂ ଭଟ୍ଟ ପରିବାର ଏକତ୍ର…

ଝିଅ ରୋହିଣୀ ଲାଲୁଙ୍କୁ ଦେବେ କିଡନୀ, ସିଙ୍ଗାପୁରରେ ଚଳିତ ମାସରେ ହେବ ପ୍ରତିରୋପଣ…

ପଟନା,୧୦।୧୧ : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ସିଙ୍ଗାପୁରରେ କିଡନୀ ପ୍ରତିରୋପଣ କରିବେ। ତାଙ୍କ ଝିଅ ରୋହିନୀ ଆଚାର୍ଯ୍ୟ ଲାଲୁଙ୍କୁ କିଡନୀ ଦେବେ । ଲାଲୁ ଯାଦବ ବର୍ତ୍ତମାନ ଦିଲ୍ଲୀରେ ଅଛନ୍ତି। ସେ ଶୀଘ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri