ଭୁବନେଶ୍ୱରରେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଆସି ରାଷ୍ଟ୍ରପତି ଆଜି ପୂର୍ବାହ୍ନ ୧୦.୫୦ରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜପାଳ ଗଣେଶୀ ଲାଲ୍ ଏବଂ ମୁଖ୍ୟ…
ସବୁ କାମରେ ହସ୍ତକ୍ଷେପ କରୁଛନ୍ତି ଉପରାଜ୍ୟପାଳ, ଏଏପି ସରକାରଙ୍କ ଅଭିଯୋଗ…
ନୂଆଦିଲ୍ଲୀ,୧୦।୧୧ : ଦିଲ୍ଲୀରେ ଉପରାଜ୍ୟପାଳ ଭି.କେ ସାକ୍ସେନା ଏବଂ ଆମ ଆଦମୀ ପାର୍ଟି (ଏଏପି) ସରକାର ମଧ୍ୟରେ ବିବାଦ ଥମିବାର ନା ଧରୁନି। ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ସରକାର ବର୍ତ୍ତମାନ ସୁପ୍ରିମକୋର୍ଟରେ ଉପରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଅଭିଯୋଗରେ ଦର୍ଶାଯାଇଛି…
୬୦ବର୍ଷ ପୂର୍ବରୁ ୧୫ ହିତାଧିକାରୀ ଭତ୍ତା ଯୋଜନାରେ ସାମିଲ
ଯାଜପୁର ଅଫିସ,୧୦ା୧୧: ଦୁର୍ବଳ ପ୍ରଶାସନିକ ନିୟନ୍ତ୍ରଣ କାରଣରୁ ଯାଜପୁର ଜିଲାରେ ମଧୁବାବୁ ପେନସନ ଯୋଜନା, ବିଧବାଭତ୍ତା ଓ ଭିନ୍ନକ୍ଷମ ଭତ୍ତା ଯୋଜନାରେ ବ୍ୟାପକ ହେରାଫେରି ହେଉଛି। ୬୦ ବର୍ଷ ନ ପୁରୁଣୁ ଭେଣ୍ଡିଆ ଟୋକା ଏବଂ ମୃତ ବ୍ୟକ୍ତି ଭତ୍ତା ପାଉଛନ୍ତି।…
ଋଣ ବୋଝ ହେଳା କାଳ: ବିଷ ପିଇଲେ ଗୋଟିଏ ପରିବାରର ୬ ସଦସ୍ୟ
ପାଟନା,୧୦।୧୧: ବିହାରର ନୱାଡା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଋଣ ବୋଝ ଯୋଗୁ ଗୋଟିଏ ପରିବାର ୬ ସଦସ୍ୟ ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ଏଥିମଧ୍ୟରୁ ଜଣଙ୍କ ଜୀବନ ବଞ୍ଚିଯାଇଥିବାଥିବାବେଳେ ବାକି ୫ ଜଣଙ୍କ ମୃତ୍ୟୁ ହୋଇଛି। ପରିବାରର ମୁଖ୍ୟ…
ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ
ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଡିସେମ୍ବର ୫ରେ ଭୋଟ୍ ଏବଂ ୮ରେ ଗଣତି ହେବ। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର…
ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେନି ପୁଟିନ…
ମସ୍କୋ,୧୦।୧୧ : ଆସନ୍ତା ସପ୍ତାହରେ ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୋଗଦେବେ ନାହିଁ। ରାଷ୍ଟ୍ରପତି ପୁଟିନଙ୍କ ବଦଳରେ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ଶିଖର ସମ୍ମିଳନୀରେ ଯୋଗଦେବାକୁ ଇଣ୍ଡୋନେସିଆ ଯିବେ। ରୁଷିଆ…
୧୨ରୁ ବଢ଼ିବ ଶୀତ
ଭୁବନେଶ୍ୱର,୧୦ା୧୧(ବ୍ୟୁରେ): ରାଜ୍ୟରେ ହାଲୁକା ଶୀତ ଜାରି ରହିଛି। ତେବେ ଆସନ୍ତା ୧୨ ତାରିଖ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇ ସୂଚନା ଦିଆଯାଇଛି। ରାତି ତାପମାତ୍ରା ୨ରୁ ୩…
କାର୍ଯ୍ୟକାରୀ ହେଉନି ଯୋଜନା
ଯାଜପୁର ଅଫିସ,୧୦ା୧୧: ରାଜ୍ୟ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାରଙ୍କ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ୨୦୧୯ରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଜାତୀୟ ଉପତ୍ାଦନ ବିନିଯୋଗ କ୍ଷେତ୍ର (ନ୍ୟାଶନାଲ ମ୍ୟାନୁଫାକ୍ଚରିଂ ଇନ୍ଭେଷ୍ଟମେଣ୍ଟ ଜୋନ୍) ଭାବେ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରାଯାଇଥିଲା। ସାରା ଭାରତ…
ଆଜି ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୧୦ଟା ୫୦ ମିନିଟ୍ରେ ପହଞ୍ଚତ୍ବେ। ସେଠାରୁ ସିଧା ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ।…
ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ଘରେ ଗୁରୁବାର ଇଡି ଚଢ଼ାଉ କରିଛି। ଏଥିସହିତ ଅର୍ଚ୍ଚନାଙ୍କ ବିଜ୍ନେସ ପାର୍ଟନର ଖଗେଶ୍ୱରଙ୍କ କାର୍ ଶୋ’ରୁମ୍ ଏବଂ ବାଲିପାଟଣାସ୍ଥିତ ଘରେ ମଧ୍ୟ ଚଢ଼ାଉ ଚାଲିଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଅର୍ଚ୍ଚନାଙ୍କ…
କୋଏମ୍ବାଟୁର ବୋମା ବିସ୍ଫୋରଣ ମାମଲା: ୪୫ ସ୍ଥାନରେ ଏନଆଇଏ ଚଢ଼ାଉ…
ଚେନ୍ନାଇ,୧୦।୧୧ : ଜାତୀୟ ତଦନ୍ତ ଏଜେନ୍ସି (ଏନଆଇଏ) ପକ୍ଷରୁ ଗୁରୁବାର ତାମିଲନାଡୁର ୪୫ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଆରମ୍ଭ କରିଛି। ଦୀପାବଳି ଅବସରରେ କୋଏମ୍ବାଟୁରରେ ଏକ ମନ୍ଦିର ବାହାରେ କାର ବୋମା ବିସ୍ଫୋରଣ ଘଟଣାକୁ ନେଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ବଜାରରେ ଗହମ ସଙ୍କଟ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):ବଜାରରେ ଗହମ ସଙ୍କଟ ଦେଖାଦେଇଛି। ଗତ ୧୦ ମାସ ହେବ ଗହମ ମିଳୁନାହିଁ। ଏଥିଯୋଗୁ ଅଟା, ମଇଦା, ସୁଜି ସମେତ ଗହମରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ଦର ବଢ଼ିଯାଇଛି। ପ୍ରତ୍ୟେକ ସାମଗ୍ରୀରେ କିଲୋଗ୍ରାମ ପ୍ରତି ୫ରୁ ୬ ଟଙ୍କା ବଢ଼ିଯାଇଛି। କେନ୍ଦ୍ର…
Archives


