ନନ୍ଦନକାନନ ବୁଲିଲେ ୩୦ ହଜାର ୮୮୨ ପର୍ଯ୍ୟଟକ
ବାରଙ୍ଗ,୧୮।୧୨(ଡି.ଏନ୍.ଏ.)- ବର୍ତ୍ତମାନ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବାରୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ଛୁଟିଦିନ ଥିବାବେଳେ ନନ୍ଦନକାନନକୁ ସର୍ବାଧିକ ୩୦ହଜାର ୮୮୨ ପର୍ଯ୍ୟଟକ ବୁଲିବାକୁ ଆସିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଅଫଲାଇନ୍ରେ…
ନାବାଳକ ଅମ୍ରିତ ଅପହରଣ ଘଟଣା: ଏନ୍ଏଚ୍ଆର୍ସିରେ ମାମଲା
ଭୁବନେଶ୍ୱର,୧୯।୧୨ (ବ୍ୟୁରୋ):ନୟାଗଡ ଜିଲା ଓଡ଼ଗାଁ ଥାନା କୁରାଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ୧୨ ବର୍ଷୀୟ ନାବାଳକ ପୁଅ ଅମ୍ରିତ ପାତ୍ରଙ୍କୁ ଅପହରଣ ଘଟଣା ଜାତୀୟ ମାନବ ଅଧିକାର କମିଶନ(ଏନ୍ଏଚ୍ଆର୍ସି)ଙ୍କ ନିକଟରେ ପହଞ୍ଚତ୍ଛି। ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ…
ଭାଜପାକୁ ‘ବେଲାଗାଭି’ ଅଡୁଆ
ବେଙ୍ଗାଲୁରୁ/ମୁମ୍ବାଇ/ନୂଆଦିଲ୍ଲୀ,୧୯ା୧୨: ପୁଣିଥରେ ମୁଣ୍ଡ ଟେକିଛି ୭ ଦଶନ୍ଧି ପୁରୁଣା ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ। ଉତ୍ତର କର୍ନାଟକ ସୀମାରେ ଆସୁଥିବା ମରାଠୀ ଭାଷୀ ଅଞ୍ଚଳ ବେଲାଗାଭିକୁ ନେଇ ଦୁଇ ଭାଜପା ଶାସିତ ରାଜ୍ୟ ମୁହଁାମୁହଁି। ଉଭୟ ପକ୍ଷର ବାକ୍ଯୁଦ୍ଧ ଜାତୀୟ ରାଜନୀତିକୁ ସରଗରମ…
ପେନ୍ସନ୍ ଟଙ୍କାରେ ମାଗଣା ଶିକ୍ଷା ଦେଉଛନ୍ତି ଅମର
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଜୀବନର ସଫଳତା ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଯଦି ଶିକ୍ଷାରେ ଅର୍ଥ ବାଧକ ସାଜିବ, ତେବେ ସଫଳତା ପାଇବା ବି କଷ୍ଟ ହୋଇପଡ଼ିବ। କିନ୍ତୁ ମନୋବଳ ଦୃଢ଼ ଥିଲେ ଲକ୍ଷ୍ୟ ପୂରଣ କରିବାରେ କୌଣସି ଆର୍ଥିକ ପରିସ୍ଥିତି କାହାକୁ ଅଟକାଇପାରିବ ନାହିଁ।…
ରହସ୍ୟ ହୋଇଯିବ କି ଅର୍ଚ୍ଚନାଙ୍କ କଳାସାମ୍ରାଜ୍ୟ
ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):ବ୍ଲାକ୍ମେଲର ମହିଳା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରି ବହୁ ତଥ୍ୟ ହାସଲ କରିଛି। ଏହାରି ଭିତରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ ରିମାଣ୍ଡ…
ମୁକ୍ତିକାନ୍ତଙ୍କୁ ଶିଶୁ ଭବନ ଛକରେ ଅଟକାଇଲା ପୋଲିସ୍
ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ରାଉକେଲାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲେ ମଧ୍ୟ ବହୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ନଭେମ୍ବର ୧୬ରୁ ରାଉରକେଲାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ଗତ…
ଆବର୍ଜନା ବଳୟରେ ସ୍ମାର୍ଟସିଟି ଜନବସତି
ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ସ୍ମାର୍ଟସିଟିକୁ ସ୍ବଚ୍ଛ ତଥା ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁୁ ବ୍ୟାପକ ଯୋଜନା କରାଯାଉଛି। ହେଲେ ଯୋଜନାଗୁଡ଼ିକ ସେପରି ସଫଳ ତଥା ଦୀର୍ଘସ୍ଥାୟୀ ହୋଇପାରୁ ନାହିଁ। ଆବର୍ଜନା ପରିଚାଳନା ପାଇଁ ଘରକୁ ଘର ବୁଲି ଅଳିଆ ସଂଗ୍ରହ କରାଯାଉଛି।…
ଆଉଥରେ ରିପୋର୍ଟ ମାଗିଲେ ଏନ୍ଏଚ୍ଆର୍ସି
ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):କୋରାପୁଟ ସଦର ଥାନା ଅନ୍ତର୍ଗତ ମାଝିଗୁଡ଼ା ଗ୍ରାମ ରାସ୍ତାରେ ଭାରତମାଳା ଯୋଜନାରେ ଖୋଳାଯାଇଥିବା ଗାତରେ ପଡ଼ି ୪ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ୫ ମାସରୁ ଊର୍ଦ୍ଧ୍ୱ ସମୟ ବିତିଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକଙ୍କ ଅଭିଯୋଗ ଆଧାରରେ…
ଟିକେଟ ବିକ୍ରି ଆଜିଠାରୁ
ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି):ଭୁବନେଶ୍ୱର ଓ ରାଉରକେଲାରେ ୨୦୨୩ ଜାନୁୟାରୀ ୧୩ରୁ ଆରମ୍ଭ ହେବାକୁ ଯାଉଥିବା ହକି ବିଶ୍ୱକପ୍ ପାଇଁ ଉତ୍ସାହ କ୍ରମେ ବଢ଼ିବାରେ ଲାଗିଛି। ଅନ୍ଲାଇନ୍ ଟିକେଟ ପ୍ରତି ଦର୍ଶକ ଅହେତୁକ ଆଗ୍ରହ ଦେଖାଇଥିବାବେଳେ ବକ୍ସ ଅଫିସ ଟିକେଟ ବିକ୍ରି ସୋମବାରଠାରୁ…
ଓଡ଼ିଆରେ ହେବ ବିଜ୍ଞାନ, ବାଣିଜ୍ୟ ସ୍ନାତକ ପାଠ୍ୟକ୍ରମ
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଏଣିକି ସ୍ନାତକ (ୟୁଜି) ଶିକ୍ଷାରେ ଭାଷା ଆଉ ପ୍ରତିବନ୍ଧକ ହେବ ନାହିଁ। ଓଡ଼ିଆ ଭାଷାରେ ସ୍ନାତକ ପଢ଼ିପାରିବେ ଛାତ୍ରୀଛାତ୍ର। ଏଥିସହିତ ଓଡ଼ିଆ ଭାଷାରେ ବି ହେବ ପରୀକ୍ଷା। ଏଥିପାଇଁ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।…
ଚାଇନା-ଆମେରିକା ଭଳି ନୁହେଁ, ନିଜ ମଡେଲ ଅନୁଯାୟୀ କାର୍ଯ୍ୟ କରୁ ଭାରତ: ମୋହନ ଭାଗବତ
ନୂଆଦିଲ୍ଲୀ,୧୯।୧୨: ଭାରତ ଏକ ଧାର୍ମିକ ଦେଶ। ଭାରତର ବିକାଶର ଚିନ୍ତାଧାରା ଧର୍ମ ଏବଂ ଜୀବନ ଉପରେ ଆଧାରିତ। ଭାରତୀୟ ଚିନ୍ତାଧାରା ସହିତ ଧର୍ମ, ସଂସ୍କୃତି ଅନୁଯାୟୀ ଭାରତ ଏହାର ବିକାଶ କରିବା ଉଚିତ୍, ଚାଇନା ଏବଂ ଆମେରିକାର ଲାଇନରେ ନୁହେଁ ବୋଲି…
ଆର୍ଜେଣ୍ଟିନାକୁ ଶୁଭେଚ୍ଛା ଜଣାଇଲେ ମୋଦି
ଦୋହା,୧୯।୧୨: କତାରରେ ଚାଲିଥିବା ବିଶ୍ୱକପ ଫାଇନାଲରେ ଆର୍ଜେଣ୍ଟିନା ପେନାଲ୍ଟି ସୁଟଆଉଟରେ ଫ୍ରାନ୍ସକୁ ୪-୨ରେ ପରାସ୍ତ କରିଛି। ଏହା ସହିତ ଆର୍ଜେଣ୍ଟିନା ୩୬ ବର୍ଷ ପରେ ବିଶ୍ୱକପ ଜିତିବାରେ ସକ୍ଷମ ହୋଇଥିଲା। ୧୯୭୮ ଏବଂ ୧୯୮୬ ପରେ ଆର୍ଜେଣ୍ଟିନା ତୃତୀୟ ଥର ପାଇଁ…
Archives


