Home

ଦେଶରେ ୬୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୮।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୩୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ଗୁରୁ ନାନକ ଜୟନ୍ତୀ: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୧୦: ଗୁରୁ ନାନକ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି- ଗୁରୁ ନାନକ ଦେବ ଜୀଙ୍କର ଜନ୍ମ ବାର୍ଷିକୀ ଅବସରରେ ଦେଶ ତଥା ବିଦେଶରେ ରହୁଥିବା…

ଏନଆଇଏର ଖୁଲାସା: ଭାରତରେ ପୁଣି ଆତଙ୍କବାଦୀ ଆକ୍ରମଣ ଯୋଜନାରେ ଅଛନ୍ତି ଦାଉଦ

ନୂଆଦିଲ୍ଲୀ,୮।୧୧: ଆତଙ୍କବାଦ ପାଣ୍ଠି ଯୋଗାଡ ମାମଲାରେ ଜାତୀୟ ଯାଞ୍ଚ୍‌ ଏଜେନ୍ସି (ଏନଆଇଏ) ଚାର୍ଜସିଟରେ ଏକ ବଡ଼ ଖୁଲାସା କରିଛି। ଏନଆଇଏ କହିଛି ଯେ, କୁଖ୍ୟାତ ଡନ୍‌ ଦାଉଦ ଏବଂ ତାଙ୍କ ସହଯୋଗୀ ଛୋଟା ଶକିଲ ପୁଣି ଥରେ ଭାରତ ଉପରେ ଆତଙ୍କବାଦୀ…

୯୫ ବର୍ଷରେ ପଦାର୍ପଣ କଲେ ଆଡଭାନୀ: ଶୁଭେଚ୍ଛା ଜଣାଇବାକୁ ତାଙ୍କ ଘରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୮।୧୧: ଭାରତୀୟ ଜନତା ଦଳର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀ ଆଜି ୯୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇବା ପାଇଁ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ଏହା ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ…

ଗୁରୁଦ୍ୱାରରେ ପହଞ୍ଚିଲେ ରାହୁଲ

ନୂଆଦିଲ୍ଲୀ,୮।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଆରମ୍ଭ କରିବା ପୂର୍ବରୁ ମଙ୍ଗଳବାର ଗୁରୁଦ୍ୱାରରେ ପହଞ୍ଚିଥିଲେ। ଗୁରୁ ନାନକ ଜୟନ୍ତୀ ଅବସରରେ ସେ ନାନ୍ଦେଡ ଜିଲାରେ ଥିବା ଗୁରୁଦ୍ୱାରରେ ପହଞ୍ଚି ପ୍ରାର୍ଥନା କରିଥିଲେ। ଏହି ସମୟରେ କଂଗ୍ରେସ ଦଳ…

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬…

କଂଗ୍ରେସକୁ ଝଟ୍‌କା: ଭାଜପାରେ ଯୋଗ ଦେଲେ ୨୬ ନେତା

ଶିମ୍‌ଲା,୮।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ କଂଗ୍ରେସ ରାଜ୍ୟରେ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। କଂଗ୍ରେସର ଅନେକ ନେତା ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁରଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟି (ଭାଜପା) ରେ ଯୋଗ ଦେଇଛନ୍ତି।…

‘ମୋ ଗୋଡରୁ ୩ ଗୁଳି ବାହାରିଛି’

ଇସଲାମାବାଦ୍‌,୮।୧୦: ଗୁଜରାନୱାଲାରେ ଏକ ରାଜନୈତିକ ସମାବେଶରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁଳି କରାଯାଇଥିଲା। ଏହି ଗୁଳିକାଣ୍ଡରେ ତାଙ୍କ ଡାହାଣ ଗୋଡରୁ ତିନିଟି ଗୁଳି କଢାଯାଇଛି। ଲାହୋରର ଜମାନ ପାର୍କରେ ଥିବା ତାଙ୍କ ବାସଭବନରୁର ବେକି ଆଣ୍ଡରସନଙ୍କ ସହ ଏକ…

ଝିଅକୁ ପ୍ରଥମଥର ଥର କୋଳରେ ଧରି କାନ୍ଦିଲେ ରଣବୀର

ଅଭିନେତ୍ରୀ ଆଲିଆ ଭଟ୍ଟ ନିକଟରେ କନ୍ୟା ସନ୍ତାନର ମା’ ହୋଇଛନ୍ତି। ଝିଅ ଜନ୍ମପରେ ପିତା ରଣବୀର କପୁର ମଧ୍ୟ ବେଶ୍‌ ଖୁସି ଅଛନ୍ତି। ଆଲିଆ ଗର୍ଭବତୀ ଥିବାବେଳେ ରଣବୀର ଝିଅ ଚାହୁଁଥିବା ଖୋଲାଖୋଲି ଭାବେ ସ୍ବୀକାର କରିଥିଲେ। ଏବେ ତାଙ୍କର ଇଚ୍ଛା…

ସେମିଫାଇନାଲ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ମେଲବୋର୍ନ,୮।୧୧: ନଭେମ୍ବର ୧୦ରେ ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ ପୂର୍ବରୁ ଆଡିଲେଡରେ ଟିମ ଇଣ୍ଡିଆକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଭ୍ୟାସ ଅଧିବେଶନରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ତାଙ୍କ ଡାହାଣ ହାତରେ ଆଘାତ ଲାଗିଥିବା କୁହାଯାଉଛି। ତେବେ…

ଧୂଳି ଧୂଆଁରେ ଜନଜୀବନ ଅସ୍ତବ୍ୟସ୍ତ

ଚଣ୍ଡିଖୋଲ,୮ା୧୧(ଡି.ଏନ.ଏ.):ଯାଜପୁର ଜିଲାର ବାଲିଚନ୍ଦ୍ରପୁରଠାରୁ ଦେକୁଡ଼ି ପର୍ଯ୍ୟନ୍ତ ହେଉଥିବା ପୂର୍ତ୍ତବିଭାଗ ରାସ୍ତା କାମ ମନ୍ଥର ଗତିରେ ଚାଲିଛି। କ୍ରସର ଗୁଣ୍ଡ ପଡ଼ିଥିବା ହେତୁ ରାସ୍ତାରେ ଯାତାୟତ ଅସମ୍ଭବ ହୋଇପଡ଼ୁଛି। ଏପରି କି ବାଲିଚନ୍ଦ୍ରପୁର ବଜାର ଲୋକମାନେ ଅଣନିଃଶ୍ୱାସୀ ହେଉଛନ୍ତି। ସେହି ରାସ୍ତାଦେଇ ଯାନବାହାନ…

ଭିନ୍ନକ୍ଷମଙ୍କୁ ମିଳୁନି ଆବାସ ଯୋଜନାରେ ଘର

ଯାଜପୁର ଅଫିସ/କାଏମା(ଡି.ଏନ୍‌.ଏ.), ୮ା୧୧:ଯାଜପୁର ଜିଲାରେ କେତେକ ଥିଲାବାଲାଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଆସୁଛି। କିନ୍ତୁ ବିଡ଼ମ୍ବନା ଯେ, ଭିନ୍ନକ୍ଷମମାନଙ୍କୁ ଏହି ଜନହିତକର ଯୋଜନାରେ ପକ୍କା ଘର ମିଳୁନାହିଁ। ଜିଲାର ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri