ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର
ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର’ ଦିଆଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି…
ଓଏଏସ୍ ଅଫିସରସ୍ତରରେ ଅଦଳବଦଳ
ଭୁବନେଶ୍ୱର,୮ା୧୧(ବ୍ୟୁରେ):ରାଜ୍ୟ ସରକାର ସୋମବାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣ ଅଫିସରଙ୍କୁ ଅଦଳବଦଳ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମନୋଜ କୁମାର ପାଢ଼ୀଙ୍କୁ ଏସ୍ସି/ଏସ୍ଟି ବିଭାଗର…
ତୀର ମାରି ଗର୍ଭଣୀ ହାତୀକୁ ମାରିଦେଲେ
କେନ୍ଦୁଝର/ତେଲକୋଇ, ୮ା୧୧(ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ତାଳପଦା ସେକ୍ସନ ତାଳପଦା ବିଟ୍ ଅଧୀନ କୁଳିଆପାଳ ନିକଟ କଳାପାଟ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀ ଓ ଶାବକର ଗଳିତ ମୃତଦେହ ଠାବ କରିଛି। ମା’ ହାତୀକୁ ତୀର ବିଦ୍ଧ…
ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର
ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି) ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏନେଇ ବୃଦ୍ଧାଙ୍କ ଝିଅ ସମ୍ପୃକ୍ତ…
ପ୍ରଲୋଭନ କାମ ଦେଲାନି
ଭୁବନେଶ୍ବର,୮ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଫଳାଫଳ ରାଜ୍ୟରେ ଏକ ନୂତନ ବାତାବରଣ ସୃଷ୍ଟି କରିଛି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୯୮୮୧ ଖଣ୍ଡ ଭୋଟ୍ରେ ହାରିବା ପରେ ଆଶ୍ଚର୍ଯ୍ୟଜନକ ଭାବେ ସେହି ପରାଜୟ ଶାସକ ଦଳ ଭିତରେ ଚାପା ଉଲ୍ଲାସ ସୃଷ୍ଟି କରିଛି। ବିଜେଡିର…
ଅନ୍ତହୀନ ସୀମାନ୍ତ ଦୁଃଖ
ବାରିପଦା ଅଫିସ,୮ା୧୧:ସୀମାନ୍ତ ଲୋକଙ୍କୁ ରାଜ୍ୟର ବିକାଶ ପଥରେ ସାମିଲ କରିବାକୁ ବିଭିନ୍ନ ଯୋଜନା କରାଯାଉଥିବା ସରକାର କହୁଛନ୍ତି। ହେଲେ ବାସ୍ତବରେ ଚିତ୍ର କିନ୍ତୁ ଭିନ୍ନ। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଞ୍ଜ ହେଉ ବା ମୟୂରଭଞ୍ଜ ଜିଲା ଝାଡ଼ଖଣ୍ଡ ସୀମାନ୍ତ…
ନବନୀତଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି
ମୁମ୍ବାଇ,୭।୧୧: ନକଲି ଜାତି ପ୍ରମାଣପତ୍ର ମାମଲାରେ ମୁମ୍ବାଇର ଏକ କୋର୍ଟ ଲୋକ ସଭା ଏମ୍ପି ନବନୀତ୍ ରାଣା ଏବଂ ତାଙ୍କ ପିତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଏହାପୂର୍ବରୁ ସେପ୍ଟେମ୍ବର ମାସରେ କୋର୍ଟ ରାଣା ଏବଂ ତାଙ୍କ ପିତାଙ୍କ…
ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମରେ ୧୫୦୦୦ ଲୋକଙ୍କର ହୋଇଛି ମୃତ୍ୟୁ: ଡବ୍ଲୁଏଚଓ
ଜେନେଭା,୮ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ୟୁରୋପର କ୍ଷେତ୍ରୀୟ ନିର୍ଦ୍ଦେଶକ ଡା. ହଂସ ହେନରି କ୍ଲୁଜ ସୋମବାର କହିଛନ୍ତି, ଚଳିତ ବର୍ଷ ୟୁରୋପରେ ଗରମ ଯୋଗୁ ଅତିକମରେ ୧୫,୦୦୦ଙ୍କ ମୃତ୍ୟୁ ହୋଇଛି । କ୍ଲୁଜ ଏକ ବୟାନରେ କହିଛନ୍ତି, ଏବେ ପର୍ଯ୍ୟନ୍ତ…
ବିଦାୟ ସମ୍ବର୍ଦ୍ଧନାରେ ଭାବବିହ୍ବଳ ହେଲେ ଜଷ୍ଟିସ୍ ଲଲିତ
ନୂଆଦିଲ୍ଲୀ,୭।୧୧: ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଉଦୟ ଉମେଶ ଲଲିତଙ୍କୁ ସୋମବାର ସୁପ୍ରିମକୋର୍ଟ ପରିସରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ସେ ସୁପ୍ରିମକୋର୍ଟରେ ବିତାଇଥିବା ୩୭ ବର୍ଷର ସ୍ମୃତିକୁ ମନେପକାଇ ଭାବବିହ୍ବଳ ହୋଇଯାଇଥିଲେ। ଜଣେ ଆଇନଜୀବୀ ଓ ବିଚାରପତି ଭାବେ ସେ…
ଆମେରିକା ପରେ ୟୁକେ ମନ୍ତ୍ରୀଙ୍କ ତାଇଓ୍ବାନ ଗସ୍ତ: ଆପତ୍ତି ଉଠାଇଲା ଚାଇନା
ବେଜିଂ,୭।୧୧: ବ୍ରିଟେନର ବାଣିଜ୍ୟ ମନ୍ତ୍ରୀ ଗ୍ରେଗ ହେଣ୍ଡସଙ୍କ ତାଇୱାନ ଗସ୍ତକୁ ନେଇ ଚାଇନା ଆପତ୍ତି ଉଠାଇଛି। ବ୍ରିଟେନ ୱାନ ଚାଇନା ନୀତିର ଉଲ୍ଲଂଘନ କରୁଛି ବୋଲି ଚାଇନା କହିଛି। ବ୍ରିଟେନ ୱାନ ଚାଇନା ନୀତି ଉପରେ ନିଜର ପ୍ରତିଶ୍ରୁତି ଦେଇଥିବା ବେଳେ…
ରେଲ୍ୱେ ସାଇଡିଂ ମ୍ୟାନେଜରଙ୍କୁ ହତ୍ୟା
ଟେନ୍ସା/ଲହୁଣୀପଡ଼ା,୭।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ବରସୁଆଁ ରେଲ୍ୱେ ସାଇଡିଂଠାରେ ଏକ ଘରୋଇ ଖଣି କମ୍ପାନୀରେ କାମ କରୁଥିବା ମୋତିରାମ ପାଲ(୫୯)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସୋମବାର ସକାଳେ ଲହୁଣୀପଡ଼ା ଥାନା ଓ…
କଂଗ୍ରେସର ଟୁଇଟର ଆକାଉଣ୍ଟ ବନ୍ଦ ଲାଗି ନିର୍ଦ୍ଦେଶ
ବେଙ୍ଗାଲୁରୁ,୭।୧୧: କଂଗ୍ରେସର ଟୁଇଟର ଆକାଉଣ୍ଟ ସାମୟିକ ଭାବେ ବନ୍ଦ କରିବା ଲାଗି ବେଙ୍ଗାଲୁରୁର ଏକ ଅଦାଲତ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ବେଳେ କନ୍ନଡ ଚଳଚ୍ଚିତ୍ର କେଜିଏଫ୍-୨ର ଗୀତ ବଜାଯିବାକୁ ନେଇ ଦଳ…
Archives


