Home

ବିବାହ ବେଦୀରେ ବସି କ୍ରିକେଟ ଖେଳିଲେ ବର, ଭିଡିଓ ଦେଖିଲେ…

ଆଜିକାଲି ବିବାହର ଶୈଳୀ ଏବଂ ପରିବେଶ ବହୁତ ବଦଳି ଗଲାଣି। ପ୍ରି-ଓ୍ବେଡିଂ ଫଟୋ ଶୁଟ୍‌ଠାରୁ ଆରମ୍ଭ କରି ବର ମଣ୍ଡପକୁ ଆସିବା ପର୍ଯ୍ୟନ୍ତ ସବୁକିଛି ଆଧୁନିକୀକରଣ ହୋଇଛି। ବର୍ତ୍ତମାନ ପ୍ରତ୍ୟେକ ଶୈଳୀ ଅତ୍ୟନ୍ତ ସ୍ବତନ୍ତ୍ର ହୋଇପାରିଛି। varshagumashta ନାମକ ଏକ ଇନ୍‌ଷ୍ଟାଗ୍ରାମରେ…

ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ ଇନ୍‌ଠାରେ ଏଗ୍ରିକଲ୍‌ଚର ଟୁଡେ ଗ୍ରୁପ୍‌ ପକ୍ଷରୁ ଗୁରୁବାର ଅନୁଷ୍ଠିତ ତ୍ରୟୋଦଶ ଏଗ୍ରିକଲଚର ଲିଡରଶିପ୍‌ ଆୱାର୍ଡ-୨୦୨୨…

ସଚିବ, ସିଏମ୍‌ସି କମିଶନରଙ୍କୁ ଜବାବ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):କଟକର ସିଡିଏ ସେକ୍ଟର-୧୦ ଅଞ୍ଚଳରେ ସ୍ବେରେଜ ଟାଙ୍କି ସଫା କରୁଥିବାବେଳେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହି ଘଟଣାର ୨୦ ମାସ ପରେ ଗୁରୁବାର କମିଶନ ତିନିଜଣ…

ପରିବାର ଲୋକଙ୍କ ବୟାନ ରେକର୍ଡ କଲା ପୋଲିସ

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଏବଂ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନଜିତ୍‌ ଟେଟେଙ୍କ ବୟାନ ରେକର୍ଡ…

ମିଳିଲାଣି ୩.୫ କୋଟିର ସମ୍ପତ୍ତି, ଚାଲିଛି ଖୋଜା

ଭୁବନେଶ୍ୱର, (ବ୍ୟୁରୋ)/ ରଣପୁର,୧୬ା୧୨(ସ୍ବ.ପ୍ର.):ପୋଲିସ ବିଭାଗରେ କେତେଜଣ ଅଧିକାରୀ ଲାଞ୍ଚ କାରବାର କରି କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ବିଗତ ଦିନରେ ଭିଜିଲାନ୍ସ ଏକାଧିକ ପୋଲିସ କର୍ମଚାରୀଙ୍କୁ ଧରିବା ପରେ ସେମାନଙ୍କର ଅମାପ ସମ୍ପତ୍ତି ପଦାକୁ ଆସିଛି।…

ଭଡ଼ାଟିଆଙ୍କୁ ୩ ଖଣ୍ଡ

ଗାଜିଆବାଦ୍‌, ୧୫।୧୨: ଉତ୍ତର ପ୍ରଦେଶ ଗାଜିଆବାଦ୍‌ ଜିଲା ମୋଦିନଗରରେ ଭଡ଼ାଟିଆ ଅଙ୍କିତ ଖୋକାରଙ୍କୁ ହତ୍ୟା ଅଭିଯୋଗରେ ଘରମାଲିକ ଉମେଶ ଶର୍ମାଙ୍କୁ ପୋଲିସ ଗିରଫ କରିଛି। କିଛିଦିନ ପୂର୍ବେ ଅଙ୍କିତ ପୈତୃକ ସମ୍ପତ୍ତିକୁ କୋଟିଏ ଟଙ୍କାରେ ବିକ୍ରି କରିଥିଲେ। ଟଙ୍କା ଲୋଭରେ ଘର…

ଆଜୀବନ ବନ୍ଦୀଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୨:୨୦୦୨ରେ ଗୋଧ୍ରା ଟ୍ରେନ୍‌ ପୋଡ଼ି ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଜଣେ ବନ୍ଦୀଙ୍କୁ ସୁପ୍ରିମକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ସେ ୧୭ ବର୍ଷ ହେଲା ଜେଲରେ ଥିଲେ। ଫାରୁକ୍‌ ନାମକ ଉକ୍ତ ଅପରାଧୀ ଦୀର୍ଘ ସମୟ ଜେଲରେ କାଟିସାରିଥିବାରୁ ଏହାକୁ…

ଜଙ୍ଗଲରୁ ମିଳିଥିବା ଅସ୍ଥି ଶ୍ରଦ୍ଧାଙ୍କର

ନୂଆଦିଲ୍ଲୀ, ୧୬।୧୨:ଦିଲ୍ଲୀ ମେହରୁଲି ଜଙ୍ଗଲରୁ ମିଳିଥିବା ହାଡ଼ ଶ୍ରଦ୍ଧା ଓ୍ବାଲକରଙ୍କର ବୋଲି ଡିଏନ୍‌ଏ ଟେଷ୍ଟ ରିପୋର୍ଟରୁ ଜଣାପଡ଼ିଛି। ଫ୍ଲାଟରୁ ମିଳିଥିବା ରକ୍ତ ଦାଗ ମଧ୍ୟ ଶ୍ରଦ୍ଧାଙ୍କର। ବାପା ବିକାଶ ଓ୍ବାଲକରଙ୍କ ଡିଏନ୍‌ଏ ସହିତ ପୋଲିସ ହସ୍ତଗତ କରିଥିବା ସମସ୍ତ ନମୁନାର ଡିଏନ୍‌ଏ…

ସୀମାରେ ସମରାଭ୍ୟାସ

ନୂଆଦିଲ୍ଲୀ,୧୬।୧୨(ପି.ଟି.):ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସୀମାକୁ ନେଇ ଚାଇନା ସହ ସାନି ଉତ୍ତେଜନା ଦେଖାଦେଇଥିବାବେଳେ ଭାରତୀୟ ବାୟୁସେନା ଗୁରୁବାର ଉତ୍ତରପୂର୍ବାଞ୍ଚଳରେ ମେଗା ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ଏହି ଦୁଇଦିନିଆ ସମରାଭ୍ୟାସରେ ବାୟୁସେନାର ସମସ୍ତ ଆଗଧାଡ଼ିର ଯୁଦ୍ଧବିମାନ ଏବଂ ଅନ୍ୟାନ୍ୟ ଯୁଦ୍ଧାସ୍ତ୍ର ପ୍ରଦର୍ଶନ…

ପ୍ରତି ୫ ଜରାୟୁ କର୍କଟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଭାରତୀୟ

ନୂଆଦିଲ୍ଲୀ, ୧୬।୧୨:ବିଶ୍ୱରେ ପ୍ରତି ୫ ଜଣ ଜରାୟୁ କର୍କଟ ରୋଗୀଙ୍କ ମଧ୍ୟରୁ ଜଣେ ଭାରତୀୟ। ମୋଟ ଜନସଂଖ୍ୟାର ୨୧% ମହିଳା ଏ ରୋଗରେ ଆକ୍ରାନ୍ତ ହେଉଥିବା ଲାନସେଟ୍‌ ଓ୍ବାଲର୍‌ଡ ହେଲ୍‌ଥ ଜର୍ନାଲରେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ମୋଟ ଆକ୍ରାନ୍ତଙ୍କ…

ବର୍ଷକରେ ୨୯ ଦେଶର ୧୧୫ ଗଣମାଧ୍ୟମ କର୍ମଚାରୀଙ୍କୁ ହତ୍ୟା

ଜେନେଭା,୧୬।୧୨(ଆଇଏଏନ୍‌ଏସ୍‌):ଚଳିତ ବର୍ଷ ଜାନୁୟାରୀରୁ ଅଦ୍ୟାବଧି ୨୯ ଦେଶରେ ମୋଟ ୧୧୫ ଜଣ ଗଣମାଧ୍ୟମ କର୍ମଚାରୀଙ୍କୁ ହତ୍ୟା କରାଯାଇଛି। ୟୁକ୍ରେନ୍‌ ଏବଂ ମେକ୍ସିକୋ ଗଣମାଧ୍ୟମ ସହ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ପାଇଁ ସବୁଠୁ ବିପଜ୍ଜନକ ବୋଲି ଜେନେଭାସ୍ଥିତ ମାନବାଧିକାର ସଂସ୍ଥା ରିପୋର୍ଟରେ କୁହାଯାଇଛି। ସାମ୍ବାଦିକଙ୍କୁ…

‘ଆମେ ଆଉ ଏକ ୯/୧୧ କିମ୍ବା ୨୬/୧୧ ହେବାକୁ ଦେବୁ ନାହିଁ’

ନୂଆଦିଲ୍ଲୀ/ନ୍ୟୁୟର୍କ,୧୬।୧୨: ଆମେ ଆଉ ଏକ ୯/୧୧ କିମ୍ବା ୨୬/୧୧ ହେବାକୁ ଦେବୁ ନାହିଁ ବୋଲି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ କହିଛନ୍ତି। ଏହି ବୈଠକରେ ଆତଙ୍କବାଦ ବିରୋଧରେ ବିଶ୍ୱ ଆଭିମୁଖ୍ୟ ଉପରେ ନିଜ ମତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri