Home

୬ଷ୍ଠରୁ ୮ମ ପିଲାଙ୍କ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ ହେବ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଶିକ୍ଷାଗତ ଦକ୍ଷତା ମାପିବାକୁ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ କରାଯିବ। ପରୀକ୍ଷାରେ କାହାକୁ ଫେଲ୍‌ କରାଯିବ ନାହିଁ। ଅନ୍ୟ ବିଦ୍ୟାଳୟର ଶିକ୍ଷକ ମୂଲ୍ୟାୟନ କରିବା ସହ ଶିକ୍ଷାଦାନରେ ଆବଶ୍ୟକତା ନେଇ ସମୀକ୍ଷା କରିବେ।…

ପିଆର୍‌ଏମ୍‌ ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର

ବାରିପଦା ଅଫିସ,୭ା୧୧:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲେ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌) ଚକ୍ଷୁ ବିଭାଗ ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ସେଠାରେ ଚିକିତ୍ସାଧିନ ରୋଗୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ମେଡିକାଲ କର୍ତ୍ତୃପକ୍ଷ ସେମାନଙ୍କୁ ଅନ୍ୟ…

ରେଳଧାରଣାରୁ ମିଳିଲା ମହିଳା ବୀମା ଏଜେଣ୍ଟଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୧:ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ରେଳଧାରଣାରୁ ରବିବାର ସକାଳେ ଜଣେ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ମୃତା ବଲାଙ୍ଗୀର ସହରର ଜଣାଶୁଣା ଜୀବନ ବୀମା ଏଜେଣ୍ଟ ତଥା ତାଲପାଲିପଡା ନିବାସୀ ସାରିକା ସାଏ (୩୮) ବୋଲି…

୮ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ…

ବାଲିଯାତ୍ରା

ଆରମ୍ଭ ହୋଇସାରିଛି କଟକର ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା। ୨ବର୍ଷ ପରେ ବିନା କରୋନା କଟକଣାରେ ସଭିଁଏ ବାଲିଯାତ୍ରାରେ ମଉଜ ମଜଲିସ୍‌ କରୁଛନ୍ତି। କିଏ ବିଭିନ୍ନ ପ୍ରକାର ଦୋଳି ଖେଳିବାରେ ମସଗୁଲ୍‌ ତ କିଏ ବୁଲି ବୁଲି ସବୁ ଦୋକାନରୁ ନେଉଛନ୍ତି ଭଳିକି…

ଅସାବଧାନତାରୁ ଜୀବନ ହାନି

ଭୁବନେଶ୍ୱର,୭।୧୧ବ୍ୟୁରୋ):ରାଜ୍ୟରେ ଗମନାଗମନ କ୍ଷେତ୍ରରେ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ହେଲେ ସଡ଼କ ଦୁର୍ଘଟଣାରେ ରୋକ ଲଗାଯାଇ ପାରୁନାହିଁ। ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ଯାଉଛି। ଚାଳକଙ୍କ ବେପରୁଆ ମନୋଭାବ, ପ୍ରଶାସନ ପକ୍ଷରୁ ସଚେତନତାର…

ତିରୁପତି ମନ୍ଦିରର ମୋଟ ସମ୍ପତ୍ତିର ମୂଲ୍ୟ ଘୋଷଣା

ଚେନ୍ନାଇ,୬।୧୧: ପ୍ରସିଦ୍ଧ ତିରୁପତି ମନ୍ଦିରର ମୋଟ ସମ୍ପତ୍ତିର ମୂଲ୍ୟ ରବିବାର ଘୋଷଣା କରାଯାଇଛି। ମନ୍ଦିରର ମୋଟ ସମ୍ପତ୍ତିର ମୂଲ୍ୟ ୨.୫ ଲକ୍ଷ କୋଟିରୁ ଅଧିକ (ପ୍ରାୟ ୩୦ ଆମେରିକୀୟ ଡଲାର) ବୋଲି ତିରୁମାଲା ତିରୁପତି ଦେବସ୍ଥାନମ(ଟିଟିଡି) ପକ୍ଷରୁ ସୂଚନା ଦିଆଯାଇଛି। ଅନେକ…

ତାଞ୍ଜାନିଆ ବିମାନ ହ୍ରଦକୁ ଖସିବା ଘଟଣା: ୩ ମୃତ, ୨୬ ଉଦ୍ଧାର

ଡୋଡାନିଆ,୬।୧୧: ତାଞ୍ଜାନିଆର ବିମାନବନ୍ଦରରେ ଅବତରଣ କରିବା ସମୟରେ ହ୍ରଦକୁ ଖସିପଡିଛି ଯାତ୍ରୀବାହୀ ବିମାନ। ବୁକୋବାରେ ଅବତରଣ କରିବାକୁ ଯାଉଥିବା ସମୟରେ ବିମାନଟି ନିୟନ୍ତ୍ରଣ ହରାଇ ବିମାନବନ୍ଦର ନିକଟ ଭିକ୍ଟୋରିଆ ହ୍ରଦରେ ଖସିପଡିଥିଲା। ବିମାନଟି ବୁକୋବା ଭିଆ ମୱାନଜା ଦେଇ ଡାର ଏସ…

୭ ବିଧାନସଭା ଉପନିର୍ବାଚନ: ବାଜିମାରିଲା ଭାଜପା

ନୂଆଦିଲ୍ଲୀ,୬।୧୧: ଦେଶର ୬ ରାଜ୍ୟରେ ୭ଟି ବିଧାନସଭା ଆସନ ପାଇଁ ନଭେମ୍ବର ୩ରେ ହୋଇଥିବା ଅନୁଷ୍ଠିତ ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି ଚମତ୍କାର ପ୍ରଦର୍ଶନ କରିଛି। ରବିବାର ଫଳାଫଳରେ ଭାଜପା ଚାରିଟି ଆସନ ଜିତିଥିବାବେଳେ ଆରଜେଡି, ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା…

ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉପନିର୍ବାଚନ…

ବଦଳିଲା ଗୁଲାମ ନବି ଆଜାଦଙ୍କ ସ୍ବର

ନୂଆଦିଲ୍ଲୀ,୬।୧୧: କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦଙ୍କ ସ୍ବର ବଦଳିଯାଇଛି। ଏଥର ସେ କଂଗ୍ରେସକୁ ଟାର୍ଗେଟ କରିବା ପରିବର୍ତ୍ତେ ସେ ଦଳର ଭଲ ପ୍ରଦର୍ଶନ କାମନା କରଛନ୍ତି। ଆଗାମୀ ହିମାଚଳ ପ୍ରଦେଶ ଏବଂ ଗୁଜରାଟରେ ଦଳ ଭଲ ପ୍ରଦର୍ଶନ କରୁ…

ଏଥର ଗୁଜରାଟରେ ରେକର୍ଡ ଭାଙ୍ଗି ଦେଖାଅ: ମୋଦି

ଅହମ୍ମଦାବାଦ୍‌,୬।୧୧: ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨ ଘୋଷଣା ପରେ ରାଜ୍ୟରେ ରାଜନୀତି ସରଗରମ ହୋଇଛି। ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଛି। ଏହି କ୍ରମରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଲସାଦ ଜିଲାରେ ପହଞ୍ଚିଥିଲେ। ଏଠାରେ ଏକ ନିର୍ବାଚନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri