୧ରେ ସମ୍ବର୍ଦ୍ଧିତ ହେବେ ୯୯୦୦ ବରିଷ୍ଠ ମତଦାତା
ଭୁବନେଶ୍ବର,୨୭ା୯(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଏକ ସଶକ୍ତ, ସୁଦୃଢ଼ ନିର୍ବାଚନ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। କୌଣସି ଭୋଟର ଯେପରି ମତଦାନରୁ ବାଦ୍ ନ ପଡ଼ନ୍ତି ସେଥିପାଇଁ ପ୍ରତ୍ୟେକ ଭୋଟରଙ୍କ ପାଇଁ ବିଭିନ୍ନ ସୁବିଧା ଉପଲବ୍ଧ ଅଛି। ବରିଷ୍ଠ ନାଗରିକ…
ଏସ୍ସିବି ମେଡିକାଲରୁ ଶିଶୁ ଚୋରି ଅଭିଯୋଗ
କଟକ ଅଫିସ,୨୭ା୯:ଏସ୍ସିବି ମେଡିକାଲରୁ ସୋମବାର ଏକ ଶିଶୁକନ୍ୟା ଚୋରିକୁ ନେଇ ମେଡିକାଲ କର୍ତ୍ତୃପକ୍ଷ ଏବଂ ମଙ୍ଗଳାବାଗ ଥାନା ପୋଲିସକୁ ନାକେଦମ୍ ହେବାକୁ ପଡ଼ିଛି। ଏହି ଚୋରି ଅଭିଯୋଗର ତଦନ୍ତ କରିବାବେଳେ ପୋଲିସକୁ ଅନ୍ୟ ଏକ ଶିଶୁପୁତ୍ର ନିଖୋଜର ତଥ୍ୟ ମିଳିଛି। ଏହି…
ପ୍ରେମବିିବାହ କରାଇଦେବାକୁ ସମଲେଇଙ୍କୁ ଚିଠି
ସମ୍ବଲୁପୁର,୨୭ା୯(ବ୍ୟୁରୋ):ନିଜ ପ୍ରେମକୁ ପାଇବା ପାଇଁ ବର୍ତ୍ତମାନ ସମୟରେ ଯୁବତୀଯୁବକ ଭିନ୍ନ ଭିନ୍ନ ପନ୍ଥା ଅବଲମ୍ବନ କରୁଛନ୍ତି। କେହିକେହି ଠାକୁରଙ୍କ ନିକଟରେ ଗୁହାରି ପଡ଼ୁଛନ୍ତି। ନିଜର ମନସ୍କାମନା ପୂର୍ଣ୍ଣ ପାଇଁ ମାନସିକ ମଧ୍ୟ ରଖୁଛନ୍ତି। ହେଲେ ଏବେ ଜଣେ ଯୁବତୀ ମନ୍ଦିର ହୁଣ୍ଡି…
ଲିଜେଣ୍ଡ୍ସ ଲଢ଼େଇରେ ଟାଇଗର୍ସର ବାଜିମାତ୍
କଟକ, ୨୭ା୯ (ସ୍ପୋଟର୍ସ ବ୍ୟୁରୋ):ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ମ୍ୟାଚରେ ମଣିପାଲ ଟାଇଗର୍ସ ୩ ରନରେ ଭିଲଓ୍ବାରା କିଙ୍ଗ୍ସକୁ ପରାସ୍ତ କରିଛି। ଟାଟେଣ୍ଡା ଟାଇବୁଙ୍କ ଅର୍ଦ୍ଧଶତକ ସହାୟତାରେ ମଣିପାଲ ଟାଇଗର୍ସ ୮ ଉଇକେଟ ହରାଇ ୧୭୫ ରନ…
ଟଙ୍କା ମୂଲ୍ୟ ହ୍ରାସ ଅଣାୟତ୍ତ
ମୁମ୍ବାଇ, ୨୭ା୯(ପି.ଟି.):ଆମେରିକୀୟ ଡଲାର ତୁଳନାରେ ଟଙ୍କା ସର୍ବକାଳୀନ ଦୁର୍ବଳ ସ୍ତରର ରେକର୍ଡ ଭାଙ୍ଗିଛି। ସୋମବାର ଟଙ୍କାର ମୂଲ୍ୟ ୫୪ ପଇସା ହ୍ରାସ ହୋଇଛି। ଫଳରେ ଡଲାରର ମୂଲ୍ୟ ୮୧.୬୩ ଟଙ୍କାକୁ ବୃଦ୍ଧି ପାଇଛି। ଗତ ଶୁକ୍ରବାର ୩୦ ପଇସା ହ୍ରାସ ପାଇ…
ବର୍ଷକର ଛୁଆକୁ କୋଳରେ ଧରି ଅଟୋ ଚଲାଉଛନ୍ତି ମା’
ନୋଏଡା,୨୬।୯: ନୋଏଡାର ଚଞ୍ଚଳ ଶର୍ମା ଉତ୍ତର ପ୍ରଦେଶରେ ଇ-ରିକ୍ସା ଚଲାଇ ପରିବାର ପାଳୁଛନ୍ତି। ଭାଗ୍ୟର ବିଡମ୍ବନା ଯୋଗୁ ଚଞ୍ଚଳଙ୍କୁ ବର୍ଷକର ପୁଅକୁ ସାଥୀରେ ନେଇ ଅଟୋ ଚଳାଇବାକୁ ପଡ଼େ। ପୁଅକୁ କୋଳରେ ଧରି ପ୍ରତିଦିନ ସକାଳୁ ଘରକାମ ସାରି ବାହାରି ଯାନ୍ତି…
ରୁଷିଆ ସ୍କୁଲରେ ଗୁଳି, ୧୫ ମୃତ,୨୪ ଗୁରୁତର: ନିଜ ଗୁଳିରେ ଟଳିଲେ ଆତତାୟୀ
ମସ୍କୋ, ୨୬ା୯: ରୁଷିଆର ଇଜେଭ୍ସ୍କ ସହରରେ ଥିବା ଏକ ସ୍କୁଲରେ ଜଣେ ଆତତାୟୀ ସୋମବାର ଆଖିବୁଜା ଗୁଳି ଚଳାଇଛନ୍ତି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୧ ସ୍କୁଲ ପିଲା ରହିଛନ୍ତି। ଅଭିଯୁକ୍ତଙ୍କ…
ଅଣୁଅସ୍ତ୍ର ବ୍ୟବହାରକୁ ଗୁରୁତର ସହ ନେବାକୁ ଜେଲେନ୍ସ୍କିଙ୍କ ନିବେଦନ
କିଭ୍, ୨୬ା୯: ଅଣୁଅସ୍ତ୍ର ବ୍ୟବହାର ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଧମକ ଦେଉଥିବା ଅତିରଞ୍ଜିତ ନୁହେଁ ବୋଲି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି କହିଛନ୍ତି। ଏହା କେବଳ ଏକ ଧମକ ବୋଲି ଲାଗୁଥିଲେ ହେଁ ପୁଟିନ ଏପରି କରିପାରନ୍ତି ବୋଲି…
ଆଫ୍ରିକା ସିରିଜ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା: ହାର୍ଦ୍ଦିକଙ୍କ ସ୍ଥାନରେ ଏହି ଖେଳାଳିଙ୍କ ମିଳିଲା ସୁଯୋଗ
ନୂଆଦିଲ୍ଲୀ, ୨୬।୯: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ଚଳିତ ମାସ ୨୮ ତାରିଖରେ ଥିରୁଭାନନ୍ତପୁରମଠାରେ ଆରମ୍ଭ ହେବ। ଏହି ସିରିଜ ପାଇଁ ପୂର୍ବ ଘୋଷିତ ଭାରତୀୟ ଦଳରେ କେତେକ ପରିବର୍ତ୍ତନ କରାଯାଇଛି।…
ବିଦ୍ରୋହ ପାଇଁ ଦୁଃଖ ପ୍ରକାଶ କଲେ ଗେହଲଟ: ସୋନିଆ କହିଲେ, ଏଭଳି ଆଶା ନ ଥିଲା
ଜୟପୁର,୨୬।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ କଂଗ୍ରେସ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ଲଢ଼ିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ବିରୋଧ କରି ତାଙ୍କର ପ୍ରାୟ ୯୦ ଜଣ ସମର୍ଥକ ବିଧାୟକ ରବିବାର ରାତିରେ ବିଦ୍ରୋହ କରିବା ସହ ସମୂହ…
ବାହାର ରାଜ୍ୟରେ ବିଜ୍ଞାପନ ପ୍ରକାଶନ ବନ୍ଦ ଲାଗି ଆବେଦନ: ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୬।୯: ନିଜ ଅଞ୍ଚଳ ବାହାରେ ରାଜ୍ୟ ସରକାରମାନେ ପ୍ରକାଶ କରୁଥିବା ବିଜ୍ଞାପନ ବନ୍ଦ ରଖିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ…
ମାଲାୟାଲମ ଅଭିନେତା ଶ୍ରୀନାଥ ଭାସି ଗିରଫ
କୋଚି,୨୬।୯: ମାଲାୟାଲମ ଅଭିନେତା ଶ୍ରୀନାଥ ଭାସିଙ୍କ ଅଡୁଆ ବଢ଼ିବାରେ ଲାଗିିଛି। କୋଚିରେ ମାରାଡୁ ପୋଲିସ ଅଭିନେତା ଶ୍ରୀନାଥଙ୍କୁ ଗିରଫ କରିଛି। ଏକ ସାକ୍ଷାତକାର ସମୟରେ ଅଭିନେତା ଜଣେ ମହିଳା ଆଙ୍କରଙ୍କ ସହିତ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ମହିଳା…
Archives


