Home

ଭାରତରେ ସଂକ୍ରମଣ ବୃଦ୍ଧି ହେବାର କୌଣସି ଆଶଙ୍କା ନାହିଁ…

ନୂଆଦିଲ୍ଲୀ,୧୧।୧ : ଭାରତରେ ସଂକ୍ରମଣ ବୃଦ୍ଧି ହେବାର କୌଣସି ଆଶଙ୍କା ନାହିଁ ବୋଲି କୋଭିଡ ୱାର୍କିଂ ଗ୍ରୁପ୍ର ଚେୟାରମ୍ୟାନ ଡାକ୍ତର ଏନ.କେ ଆରୋରା କହିଛନ୍ତି ଯେ ଦେଶରେ ବହୁତ ଜୀବାଣୁ ଅଛନ୍ତି କିନ୍ତୁ ଏହା ଏତେ ତୀବ୍ର ନୁହେଁ। ଆମେ ଜେନୋମିକ…

ହସ୍ପିଟାଲରେ ଥିବା ଫଟୋ ଟୁଇଟ୍‌ କଲେ ବୋଲସୋନାରୋ

ଓ୍ବାଶିଂଟନ୍‌,୧୧ା୧: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜୈର ବୋଲସୋନାରୋ ଆମେରିକାର ଫ୍ଲୋରିଡାସ୍ଥିତ ଓର୍ଲାଣ୍ଡୋର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳର ଫଟୋକୁ ମଙ୍ଗଳବାର ଟୁଇଟ୍‌ କରିଛନ୍ତି। ୨୦୧୮ରେ ଏକ ରାଜନୈତିକ ରାଲି ବେଳେ ପେଟରେ ଛୁରାମାଡ଼ ଯୋଗୁ ସୃଷ୍ଟି ହୋଇଥିବା ପୁରୁଣା କ୍ଷତ…

ମହିଳାଙ୍କୁ ଝୁଣି ମାରିଦେଲେ କୁକୁର

ଧରଓ୍ବାଡ୍‌(କର୍ନାଟକ),୧୧ା୧: କର୍ନାଟକର ଧରଓ୍ବାଡ୍‌ ଜିଲାରେ ମଙ୍ଗଳବାର ଜଣେ ନିରାଶ୍ରୟା ମହିଳାଙ୍କୁ କୁକୁର ଝୁଣି ମାରିଦେଇଛନ୍ତି। ମହିଳାଙ୍କ ପରିଚୟ ମିଳିପାରି ନାହିଁ। ସେ ମଙ୍ଗଳବାର ସକାଳେ ଉପିନା ବେଟାଗେରି ଖବରସ୍ଥାନ ଗ୍ରାମରେ ଭିକ୍ଷା ମାଗିଥିଲେ। ପରେ ସେ ଗାଁର ଏକ ଘର ନିକଟରେ…

ଅଧିକ କରୋନା ସଂକ୍ରମଣ ଥିବା ଦେଶର ଯାତ୍ରୀଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲା ଡବ୍ଲୁଏଚଓ…

ଜେନେଭା,୧୧।୧ : ଓମିକ୍ରନର ସବ-ଭାରିଆଣ୍ଟ ଏକ୍ସବିବି.୧.୫ ସଂକ୍ରମଣ ପୃଥିବୀର ଅନେକ ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି । ବିଶେଷ ଭାବରେ, ଏହି ସବ-ଭାରିଆଣ୍ଟ ଧୀରେ ଧୀରେ ଆମେରିକାରେ ଏହାର ପ୍ରଭାବ ଦେଖାଉଛି, ଯାହା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ପକ୍ଷରୁ ଚିନ୍ତା…

ଏୟାର ଇଣ୍ଡିଆ ଖାଦ୍ୟରେ ଗୋଡ଼ି

ନୂଆଦିଲ୍ଲୀ,୧୧ା୧: ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାକୁ ନେଇ ଏୟାର ଇଣ୍ଡିଆ ବଦ୍‌ନାମ ହୋଇଥିବାବେଳେ ଏବେ ବିମାନରେ ପରିବେଷଣ କରାଯାଉଥିବା ଖାଦ୍ୟରେ ଗୋଡ଼ି ବାହାରିଥିବା ଅଭିଯୋଗ ସାମ୍‌ନାକୁ ଆସିଛି। ଜଣେ ମହିଳା ଯାତ୍ରୀଙ୍କୁ ଦିଆଯାଇଥିବା ଖାଦ୍ୟର ଦୁଇଟି ଫଟୋ ସେ…

ନାଗରିକତ୍ୱ ଆଇନ ଧାରା ୬ଏର ସାମ୍ବିଧାନିକ ବୈଧତା ଉପରେ ପ୍ରଥମେ ନିଷ୍ପତ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୧: ନାଗରିକତ୍ୱ ଆଇନର ଧାରା ୬ଏ’କୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ପିଟିଶନଗୁଡ଼ିକର ଶୁଣାଣି ମଙ୍ଗଳବାର ହୋଇଥିଲା। ଉକ୍ତ ଧାରାରେ ରହିଥିବା ବ୍ୟବସ୍ଥାଗୁଡ଼ିକର ସାମ୍ବିଧାନିକ ବୈଧତା ଉପରେ ପ୍ରଥମେ ନିଷ୍ପତ୍ତି ନିଆଯିବ ଓ ପରେ ଅନ୍ୟ ପ୍ରସଙ୍ଗ ଉପରେ ବିଚାର ହେବ…

ଜେଲେନସ୍କିଙ୍କୁ ଘାରିଛି ପୁଟିନଙ୍କ ଭଡାଟିଆ ଗୁଣ୍ଡା ୱାଗନର୍‌ ଗ୍ରୁପ ଚିନ୍ତା…

କିଭ୍‌,୧୧।୧ : ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଭଡାଟିଆ ଗୁଣ୍ଡାଙ୍କୁ ୟୁକ୍ରେନ୍‌ରେ ଆତଙ୍କ ସୃଷ୍ଟି କରିଛନ୍ତି। ଏମାନଙ୍କୁ ‘ୱାଗନର୍‌ ଗ୍ରୁପ’ କୁହାଯାଉଛି। ରୁଷିଆର ଏହି ଘରୋଥ ସେନା ପୁଣିଥରେ ୟୁକ୍ରେନ ବିରୁଦ୍ଧରେ ଆକ୍ରମଣାତ୍ମକ ହୋଇପଡିଛି। ୱାଗନର୍‌ ଗ୍ରୁପ୍ର ମୁଖ୍ୟ ୟେଭେଗେନି ପ୍ରିଗୋଜିନ…

ନାସାର ମୁଖ୍ୟ ପ୍ରଯୁକ୍ତିବିତ୍‌ ହେଲେ ଭାରତୀୟ ବଂଶୋଦ୍ଭବ

ନୂଆଦିଲ୍ଲୀ,୧୧ା୧: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍‌ ଆଡମିନିଷ୍ଟ୍ରେଶନ (ନାସା) ଭାରତୀୟ-ଆମେରିକୀୟ ଏ.ସି. ଚରଣିଆଙ୍କୁ ଏହାର ମୁଖ୍ୟ ପ୍ରଯୁକ୍ତିବିତ୍‌ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ମହାକାଶ ସଂସ୍ଥାର ପ୍ରଶାସକ ବିଲ୍‌ ନେଲ୍‌ସନଙ୍କୁ ବୈଷୟିକ ନୀତି ଓ କାର୍ଯ୍ୟକ୍ରମ ଉପରେ ପରାମର୍ଶ ଦେବେ।…

ଶେହଲାଙ୍କ ନାଁରେ ମାମଲା ଲାଗି ଦିଲ୍ଲୀ ଉପରାଜ୍ୟପାଳଙ୍କ ଅନୁମତି

ନୂଆଦିଲ୍ଲୀ,୧୧ା୧(ପି.ଟି.): ଭାରତୀୟ ସେନା ବିରୋଧରେ ଟୁଇଟ୍‌ କରିଥିବା ଜେଏନ୍‌ୟୁ ଛାତ୍ର ସଂଗଠନର ପୂର୍ବତନ ଉପ ସଭାନେତ୍ରୀ ଶେହଲା ରଶିଦଙ୍କ ବିରୋଧରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଇନଜୀବୀ ଅଲଖ…

ଇଣ୍ଡୋନେସିଆ ଭୂକମ୍ପ: ବହୁ ଘର କ୍ଷତିଗ୍ରସ୍ତ

ଜାକର୍ତ୍ତା,୧୧ା୧: ପୂର୍ବ ଇଣ୍ଡୋନେସିଆ ଅନ୍ତର୍ଗତ ସମୁଦ୍ର ଗର୍ଭରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୬ ଥିଲା। ଭୂକମ୍ପ ଯୋଗୁ ପୂର୍ବ ଇଣ୍ଡୋନେସିଆ ଅନ୍ତର୍ଗତ ଦ୍ୱୀପପୁଞ୍ଜର ଅନେକ ଘର କ୍ଷତିଗ୍ରସ୍ତ ହୋଇଛି।…

୪,୨୭୬ କୋଟି ଟଙ୍କାର ମିଶାଇଲ୍‌, ଏୟାର ଡିଫେନ୍ସ ଅସ୍ତ୍ର କିଣାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୧(ପି.ଟି.): ହେଲିକପ୍ଟରରୁ ନିକ୍ଷେପ କରାଯାଇପାରୁଥିବା ଟ୍ୟାଙ୍କ ବିଧ୍ୱଂସୀ ଗାଇଡେଡ୍‌ ମିଶାଇଲ, ଏୟାର ଡିଫେନ୍ସ ଅସ୍ତ୍ର ସମେତ ୪,୨୭୬ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର କ୍ରୟ ପ୍ରସ୍ତାବକୁ ଡିଫେନ୍ସ ଆକ୍ୟୁଜିଶନ କାଉନ୍‌ସିଲ୍‌ (ଡିଏସି) ମଞ୍ଜୁରୀ ପ୍ରଦାନ କରିଛି। ସ୍ଥଳସେନା ଓ ନୌସେନା ପକ୍ଷରୁ ଏହି…

ରାଜ୍ୟପାଳଙ୍କୁ ନେଇ ପୋଷ୍ଟର ଯୁଦ୍ଧ

ଚେନ୍ନାଇ,୧୧ା୧: ତାମିଲନାଡୁ ବିଧାନସଭାରେ ଅଭିଭାଷଣକୁ ନେଇ ଶାସକ ଦଳ ଡିଏମ୍‌କେ ଏବଂ ରାଜ୍ୟପାଳ ଆର୍‌.ଏନ୍‌. ରବିଙ୍କ ମଧ୍ୟରେ ବିବାଦର ଦିନକ ପରେ ଚେନ୍ନାଇର ବିଭିନ୍ନ ସ୍ଥାନରେ ‘ରବି ବାହାରିଯାଅ’ ପୋଷ୍ଟର ଲଗାଯାଇଛି। ଉକ୍ତ ପୋଷ୍ଟରରେ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଫଟୋ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?