Home

ନିଜ ସୈନ୍ୟଙ୍କୁ ଜେଲରେ ବନ୍ଦ କରୁଛି ରୁଷିଆ…

ମସ୍କୋ,୧୩।୧୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବିବାଦ ଜାରି ରହିଛି। ଏବେ ଏକ ମିଡିଆ ରିପୋର୍ଟରେ ରୁଷିଆ କାର୍ଯ୍ୟ ନେଇ ଏକ ଗୁପ୍ତ ତଥ୍ୟର ପର୍ଦ୍ଦଫାଶ୍‌ ହୋଇଛି। ଖବର ଅନୁଯାୟୀ, ୟୁକ୍ରେନରେ ଯୁଦ୍ଧ କରିବାକୁ ମନା କରିବାରୁ ରୁଷିଆ ନିଜର…

ସୀମା ସଂଘର୍ଷ ଘଟଣା: ଆସିଲା ଚାଇନାର ପ୍ରତିକ୍ରିୟା

ବେଜିଂ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତୀୟ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ପ୍ରସଙ୍ଗରେ ଚାଇନାର ପ୍ରଥମ ପ୍ରତିକ୍ରିୟା ଆସିଛି। ଚାଇନା କହିଛି ଯେ, ବର୍ତ୍ତମାନ ଭାରତ ସୀମାରେ ସ୍ଥିତି ସ୍ଥିର ରହିଛି। ଏହି ଘଟଣାକୁ ନେଇ ଭାରତର ପ୍ରତିରକ୍ଷା…

ଦେଶରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ଫ୍ୟାମିଲି ଟାଇମ୍‌

କ୍ୟାରିୟରରେ ସଫଳତାର ଶୀର୍ଷରେ ପହଞ୍ଚିବାକୁ ସମସ୍ତେ ଚାହାନ୍ତି। କିନ୍ତୁ କେତେକେ ଏଥିପାଇଁ ପରିବାରକୁ ଅଣଦେଖା କରିଥାନ୍ତି, ଯାହାର ଭିନ୍ନ ପ୍ରଭାବ ଦେଖିବାକୁ ମିଳେ। ତେଣୁ ବ୍ୟସ୍ତତା ଭିତରେ ବି ପରିବାର ସହ ସମୟ ବିତାନ୍ତୁ, ଯାହାଫଳରେ ଶାରୀରିକ ସୁସ୍ଥତା ସହ ମାନସିକ…

ଆଦିବାସୀ ସଂସ୍କୃତି, ପରମ୍ପରାକୁ ବଞ୍ଚାଇ ରଖିଛନ୍ତି ଗଙ୍ଗାଧର, ମୁକ୍ତା

କୋରାପୁଟ,୧୩ା୧୨(ସ୍ବ.ପ୍ର.):ଆଜିର ଆଧୁନିକ ଯୁଗରେ ଲୋକେ ନିଜ କଳା, ସଂସ୍କୃତିକୁ ବଞ୍ଚାଇ ରଖିବାକୁ ସେତେଟା ଆଗଭର ହେଉ ନ ଥିବା ବେଳେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପେଟୁରୁ ପଞ୍ଚାୟତର ଦିବ୍ୟାଙ୍ଗ ଦମ୍ପତି ଗଙ୍ଗାଧର ଓ ମୁକ୍ତା ଏ କ୍ଷେତ୍ରରେ ଭିନ୍ନ ପରିଚୟ…

ଦିଲ୍ଲୀ ପରେ ମୁମ୍ବାଇର ବାୟୁ ପ୍ରଦୂଷଣ: ଫୁସ୍‌ଫୁସ୍‌ ହେଉଛି ସଂକ୍ରମିତ

ମୁମ୍ବାଇ,୧୩।୧୨: ରାଜଧାନୀ ଦିଲ୍ଲୀ ପରେ ବର୍ତ୍ତମାନ ମୁମ୍ବାଇରେ ବାୟୁ ପ୍ରଦୂଷିତ ହୋଇଥିବା ଖବର ସାମ୍ନାକୁ ଆସିଛି। ଗତ ଏକ ମାସ ହେଲା ମୁମ୍ବାଇର ବାୟୁ ଅତ୍ୟନ୍ତ ପ୍ରଦୂଷିତ ହୋଇଛି। ଏହି ମହାନଗରର ଅବସ୍ଥା ମଧ୍ୟ ଦିଲ୍ଲୀର ଅବସ୍ଥା ଭଳି ରହିଛି। ସିଷ୍ଟମ୍‌…

ରାଜୀବ ଗାନ୍ଧୀ ଫାଉଣ୍ଡେସନ ଚାଇନାଠାରୁ ନେଇଥିଲା ଟଙ୍କା: ଅମିତ ଶାହା

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତ-ଚାଇନା ସୈନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ପାର୍ଲାମେଣ୍ଟରେ ବିରୋଧୀମାନେ ସରକାରଙ୍କୁ ଘେରି ରହିଛନ୍ତି। ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ମଙ୍ଗଳବାର ଗୃହରେ ଅମିତ ଶାହା ରାଜୀବ ଗାନ୍ଧୀ…

ରାଜ କୁନ୍ଦ୍ରାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩।୧୨: ପର୍ନ ଫିଲ୍ମ ନିର୍ମାଣ ମାମଲାରେ ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ତାଙ୍କୁ କୋର୍ଟ ଆଗୁଆ ଜାମିନ ମଞ୍ଜୁର କରିଛନ୍ତି। ରାଜ କୁନ୍ଦ୍ରାଙ୍କ ସହ ଅଶ୍ଳୀଳ ଫିଲ୍ମ ତିଆରି କରିବା…

ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ମିଳିଲା ହତ୍ୟା ଧମକ

ମୁମ୍ବାଇ,୧୩।୧୨: ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଫୋନ୍‌ରେ ଜୀବନରୁ ମାରିଦେବାକୁ ଧମକ ମିଳିଛି। କଲ୍‌ କରିଥିବା ବ୍ୟକ୍ତି ପାଓ୍ବାରଙ୍କୁ ସିଲଭର ଓକ୍‌ରେ ଫୋନ୍‌ରେ ଧମକ ଦେଇଥିବା ଜଣାପଡ଼ିଛି। କଲ୍‌ କରିଥିବା ବ୍ୟକ୍ତି ହିନ୍ଦୀରେ କଥା ହେବା ସହ ମୁମ୍ବାଇ ଆସି ଦେଶୀ…

ତଓ୍ବାଙ୍ଗ ସଂଘର୍ଷକୁ ନେଇ ସଂସଦରେ ଉତ୍ତର ରଖିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ମଙ୍ଗଳବାର ସଂସଦର ଉଭୟ ଗୃହରେ ହଟ୍ଟଗୋଳ ଜାରି ରହିଛି। ଇତିମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଲୋକ ସଭାରେ ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ…

ତଓ୍ବାଙ୍ଗ ସଂଘର୍ଷକୁ ନେଇ ଗୃହରେ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀ ମୋଦି ଡକାଇଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଗତ ଡିସେମ୍ବର ୯ତାରିଖ ରାତିରେ ଭାରତ ଓ ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ସଂସଦର ୨ଗୃହରେ ହଟ୍ଟଗୋଳ ହୋଇଛି। କଂଗ୍ରେସ, ଆରଜେଡି, ଟିଏମ୍‌ସି, ଏଏପି ସମେତ ଅନ୍ୟ…

ଚାଇନା ସହ ମୁହାଁମୁହିଁ ପରିସ୍ଥିତିକୁ ନେଇ ଗୃହରେ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୧୩।୧୨: ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପ୍ରସଙ୍ଗରେ ବିରୋଧୀ ଦଳ ପାର୍ଲାମେଣ୍ଟରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଏହାକୁ ନେଇ ଉଭୟ ଗୃହରେ ବିରୋଧର ହଙ୍ଗାମା ଜାରି ରହିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଲୋକ ସଭା ପ୍ରକ୍ରିୟା ଦିନ ୧୨.୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri