Home

‘ଡିଲ୍‌’କୁ ନେଇ ଦୋଷ ଲଦାଲଦି

ଭୁବନେଶ୍ବର,୧୩ା୧୨(ବ୍ୟୁରୋ):ପଦମ୍‌ପୁର ଉପନିର୍ବାଚନ ଫଳାଫଳ ବାହାରିବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, କଂଗ୍ରେସ ଏବଂ ବିଜେଡି ମଧ୍ୟରେ ଭୋଟ୍‌ ପାଇଁ ଡିଲ୍‌ ହୋଇଥିବା କଥାକୁ ନେଇ ପରସ୍ପର ମଧ୍ୟରେ ଦୋଷ ଲଦା ଆରମ୍ଭ ହୋଇଯାଇଛି। ଏହି କଥାକୁ ଏବେ କଂଗ୍ରେସ…

ଦାମ୍ପତ୍ୟ ସମ୍ପର୍କକୁ ପ୍ରଭାବିତ କରୁଛି ସ୍ମାର୍ଟ ଫୋନ୍‌

ନୂଆଦିଲ୍ଲୀ, ୧୩।୧୨:ଦୂରରେ ରହୁଥିବା ପ୍ରିୟଜନମାନଙ୍କୁ ଫୋନ୍‌ ନିକଟତର କରିପାରିଛି। ଏହା ସାହାଯ୍ୟରେ ଲୋକେ ନିଜ ସମ୍ପର୍କୀୟଙ୍କ ସହିତ କଥା ହେବା ସାଙ୍ଗକୁ ଭିଡିଓ କଲ୍‌ ଯୋଗେ ପରସ୍ପରକୁ ଦେଖିପାରୁଛନ୍ତି। କିନ୍ତୁ ଆଣ୍ଡ୍ରଏଡ୍‌ ଫୋନ୍‌ ବର୍ତ୍ତମାନର ଦାମ୍ପତ୍ୟ ଜୀବନକୁ ପ୍ରଭାବିତ କରିଛି। ସ୍ମାର୍ଟ…

‘କ୍ଷୟ ହେବାକୁ ବସିଛି ଉପକୂଳ ଅଞ୍ଚଳ’

ପୁରୀ ଅଫିସ, ୧୩ା୧୨:ପୁରୀ ଜିଲା ସ୍ବେଚ୍ଛାସେବୀ ସଙ୍ଗଠନ ସାମ୍ମୁଖ୍ୟ ‘ଦି ବେଲ୍‌’ ଏବଂ ଷ୍ଟେଟ ବ୍ୟାଙ୍କ୍‌ର ମିଳିତ ସହଯୋଗରେ ସୋମବାର ମହୋଦଧି ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା କାୟାକିଂ ରାଲି। ପୁରୀ ସମୁଦ୍ରରେ ପ୍ରଥମ ଥର…

୪ବର୍ଷିଆ ୟୁଜି ପାଠ୍ୟକ୍ରମ ନେଇ ବିଜ୍ଞପ୍ତି

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପାଠ ପଢ଼ିବାକୁ ହେବ। ଏ ନେଇ ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷାନୀତି ଅନୁସାରେ ପୂର୍ବରୁ ୟୁଜିସି ଏ ନେଇ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲା। ସୋମବାର…

ସନ୍ତାନ ନ ହେବାରୁ ସ୍ତ୍ରୀକୁ ପିଟି ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୧୩ା୧୨: ବାରିପଦା ସଦର ଥାନା ଦୁଧିଆଶୋଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଦୀର୍ଘବର୍ଷ ପରେ ମଧ୍ୟ ପିଲା ନ ହେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତ ମହିଳାଙ୍କ ଭାଇ ସାଗରାମ…

ମାଟ୍ରିକ ଢାଞ୍ଚାରେ ହେବ ଅଷ୍ଟମ ପ୍ରଶ୍ନପତ୍ର

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):କୋଭିଡ୍‌ ଯୋଗୁ ରାଜ୍ୟରେ ସ୍କୁଲସ୍ତରରେ ଉଭୟ ଶିକ୍ଷାଦାନ ଓ ପରୀକ୍ଷା ପରିଚାଳନାରେ ବହୁ ସମସ୍ୟା ଉପୁଜିଥିଲା। ବିନା ପରୀକ୍ଷାରେ ପିଲାଙ୍କୁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ମାଟ୍ରିକ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଥିଲା। ଏପରିକି ପିଲାଙ୍କ ଦକ୍ଷତା ଯାଞ୍ଚ କରିବାର ସୁଯୋଗ…

ଚର୍ଚ୍ଚିତ ମିଶ୍ରଙ୍କୁ ଇଡିର ୨ ଘଣ୍ଟା ଜେରା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ତଥା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଥିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା…

ଡାକ୍ତରୀ ପାଠପଢ଼ା ପାଇଁ ବୈକୁଣ୍ଠଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ ଗରିବ ଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ଡାକ୍ତରୀ ପଢ଼ିବା ପାଇଁ ଅର୍ଥ ବାଧକ ସାଜିଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ପୁରୀ ଜିଲାର ବୈକୁଣ୍ଠ ସେଠୀଙ୍କୁ ରାଜ୍ୟ ସରକାର ସହଯୋଗର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁପତ୍ର ତୋଳାଳି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କର ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳିମାନଙ୍କୁ ସ୍ବାଗତ କରିବା ସହ କହିଛନ୍ତି ଯେ, ମୁଁ ସବୁବେଳେ…

୧୦ ଜିଲା କୋର୍ଟ ଡିଜିଟାଇଜେଶନ ହବ୍‌ ଆରମ୍ଭ

କଟକ ଅଫିସ,୧୩ା୧୨:ସମଗ୍ର ରାଜ୍ୟରେ ଜିଲାକୋର୍ଟଗୁଡ଼ିକର ରେକର୍ଡ ଡିଜିଟାଇଜେଶନ ନିମନ୍ତେ ୧୦ଟି ଜିଲା କୋର୍ଟ ଡିଜିଟାଇଜେଶନ ହବ୍‌ କାର୍ଯ୍ୟାରମ୍ଭ କରିଛି। ହବ୍‌ଗୁଡ଼ିକ ଅନୁଗୋଳ, ଭଦ୍ରକ, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼ ଓ ସୁବର୍ଣ୍ଣପୁର ଜିଲାରେ ସ୍ଥାପିତ ହୋଇଛି। ଏହି…

କମିଲା ଶୀତ: ୮ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା…

ପିପିସିପି ମଡେଲ୍‌ରେ କମିପାରିବ ହାତୀ-ମଣିଷ ବିବାଦ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ହାତୀ-ମଣିଷ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ କେତେକ ସ୍ଥାନରେ ଏହା ମୁଣ୍ଡବ୍ୟଥାର କାରଣ ହୋଇଛି। ଏହି ବିବାଦ ମଧ୍ୟରେ ବି ଆମକୁ ମନେ ରଖିବାକୁ ପଡ଼ିବ ଯେ ପରସ୍ପର ସହ ସଂଶ୍ଳିଷ୍ଟ ଜୈବ ମଣ୍ଡଳ, ସମାଜ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri