Home

୫୫ବର୍ଷ ପରେ ବି ହେଉନି ସମାଧାନ: ସ୍କୁଲରେ ତାଲା ପକାଇଲେ ଅଭିଭାବକ

କେନ୍ଦୁଝର,୧୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେନ୍ତଳାପଶି ପଞ୍ଚାୟତ ଅଧୀନ ବଡ଼କମଣ୍ଡରା ପ୍ରାଥମିକ ବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ୧୯୬୬ରେ ପ୍ରତିଷ୍ଠିତ ଏହି ସ୍କୁଲରେ ଶିକ୍ଷକ ଅଭାବ ସହିତ ଶ୍ରେଣୀ କକ୍ଷର ମଧ୍ୟ…

ପୁଣି ଭାରତ-ଚାଇନା ମୁହାଁମୁହିଁ: ୩୦ରୁ ଊର୍ଦ୍ଧ୍ୱ ଯବାନ ଆହତ

ଇଟାନଗର,୧୨।୧୨: ଅରୁଣାଚଳପ୍ରଦେଶ ଏଲ୍‌ଏସିରେ ଭାରତ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଏହି ଘଟଣାରେ ଉଭୟ ପକ୍ଷର ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ୩ ଦିନ ପୂର୍ବରୁ ଅର୍ଥାତ୍‌ ଡିସେମ୍ବର ୯ତାରିଖ ରାତିରେ ତ୍ୱାଙ୍ଗ ଜିଲାର ଏଲ୍‌ଏସି…

ଓକିଲ ସଂଘର ସତ୍ୟାଗ୍ରହ

ସୁନ୍ଦରଗଡ,୧୨।୧୨(ଡି.ଏନ୍‌.ଏ.): ଜାତୀୟ ଓ ରାଜ୍ୟ ଆଇନଜୀବୀ ପରିଷଦର ମନମୁଖୀ କାର୍ଯ୍ୟର ପ୍ରତିବାଦ ଓ ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ପୁଣି ତେଜିଛି। ସୋମବାର ଏନେଇ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ କୋର୍ଟ ସମ୍ମୁଖରେ ସତ୍ୟାଗ୍ରହ…

ଇରାନରେ ପୁଣି ଜଣେ ଆନ୍ଦୋଳନକାରୀଙ୍କୁ ଫାଶୀ

ଦୁବାଇ,୧୨।୧୨: ଇରାନରେ ଆଉ ଜଣେ ହିଜାବ ବିରୋଧୀ ଆନ୍ଦୋଳନକାରୀଙ୍କୁ ସୋମବାର ସରକାର ଫାଶୀ ଦେଇଛନ୍ତି । ସେ ହେଲେ ୨୪ ବର୍ଷୀୟ ଯୁବକ ମାଜିଦ୍ରେଜା ରହନାଭାର୍ଡ ‘ଇଶ୍ବରଙ୍କ ବିରୋଧରେ ଯୁଦ୍ଧ’ ଅପରାଧ ପାଇଁ ତାଙ୍କୁ ମାସାଦ ସହରର ଏକ ସର୍ବସାଧାରଣ ସ୍ଥାନରେ…

ସ୍ବାମୀଙ୍କୁ ବିଧାୟକ ଭାବେ ଜିତାଇବା ପଛରେ ୨ ସ୍ତ୍ରୀଙ୍କ ହାତ

ଅହମ୍ମଦାବାଦ,୧୨।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଦେଡିଆପଡାରୁ ନିର୍ବାଚିତ ହୋଇଥିବା ଆମ୍‌ ଆଦମୀ ପାର୍ଟି(ଏଏପି)ବିଧାୟକ ଚୈତର ବାସଭା ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସେ ଏଏପିର ୫ ବିଜୟୀ ବିଧାୟକଙ୍କ ମଧ୍ୟରୁ ଜଣେ। ଗୁଜରାଟରେ ଭାଜପାର ରେକର୍ଡ ବିଜୟ ଭିତରେ ଚୈତର ଏଏପି…

ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଅଭିନେତା

ଦକ୍ଷିଣ ସିନେମାର ସୁପରଷ୍ଟାର ରାମ ଚରଣ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ଉପସନା କାମିନେନି ଗର୍ଭବତୀ ଅଛନ୍ତି। ରାମ ଚରଣଙ୍କ ପିତା ଚିରଞ୍ଜୀବୀ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଶ୍ରୀ ହନୁମାନ…

‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେଲେ ପ୍ରିୟଙ୍କାଙ୍କ ଝିଅ

ଜୟପୁର,୧୨।୧୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ରାଜସ୍ଥାନର ବୁନ୍ଦି ଜିଲାରେ ଦଳର ‘ଭାରତ ଯୋଡୋ ଯାତ୍ରା’ ସୋମବାର ପୁଣି ଥରେ ଆରମ୍ଭ ହୋଇଛି। ରାହୁଲ ଗାନ୍ଧୀଙ୍କ ସହ ତାଙ୍କ ଭଉଣୀ ତଥା ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ, ତାଙ୍କ…

ତୃତୀୟଥର ବାପା ହେଲେ ମନୋଜ

ନୂଆଦିଲ୍ଲୀ,୧୨।୧୨: ଭାଜପା ଏମ୍‌ପି ତଥା ଭୋଜପୁରୀ ଅଭିନେତା ମନୋଜ ତିୱାରୀ ତୃତୀୟଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ସୁରଭି ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ମନୋଜ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମନୋଜ କହିଛନ୍ତି,…

ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨: ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭୂପେନ୍ଦ୍ର ପଟେଲ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌ ଯୋଗେ କହିଛନ୍ତି,ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଭୁପେନ୍ଦ୍ର ଭାଇ ପଟେଲ ଜୀଙ୍କୁ…

‘ସର୍ଟକଟ୍‌ ରାଜନୀତି ନୁହେଁ, ସୁଶାସନ ଚାହାନ୍ତି ମୋଦି’

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କା ମୂଲ୍ୟର କଳା ଟଙ୍କା ଜବତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏନେଇ ସୂଚନା ଦେଇଛନ୍ତି। ୪,୩୦୦ କୋଟି ଟଙ୍କା ମୂଲ୍ୟର ବେନାମୀ ସମ୍ପତ୍ତି ସହିତ ୧,୨୫୪…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ: ମୋଦି, ଶାହା ଉପସ୍ଥିତ

ଅହମ୍ମଦାବାଦ୍‌,୧୨।୧୨:ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ନେଇଛନ୍ତି ଭୂପେନ୍ଦ୍ର ଭାଇ ପଟେଲ। ସେ ଗାନ୍ଧିନଗରର ହେଲିପ୍ୟାଡ ଗ୍ରାଉଣ୍ଡରେ ରାଜ୍ୟର ୧୮ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ତାଙ୍କ ସହ ତାଙ୍କ ସରକାରର ଅନେକ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।…

ପିଲାଙ୍କ କଳିରୁ ଗୋଷ୍ଠୀ ସଂଘର୍ଷ: ୮ ଆହତ

ରାୟଗଡ଼ା,୧୨ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରଠାରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଏହି ସଂଘର୍ଷରେ ୮ ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ନ୍ୟାୟ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri