ରାଜ୍ୟ ଫୁଟ୍ବଲ ଆସୋସିଏଶନକୁ ମିଳିବ ୨୪ ଲକ୍ଷ
ନୂଆଦିଲ୍ଳୀ, ୩ା୧୧ (ପି.ଟି.) ଦେଶରେ ରହିଥିବା ସମସ୍ତ ରାଜ୍ୟ ଫୁଟବଲ ଆସୋସିଏଶନଗୁଡିକୁ ବାର୍ଷିକ ୨୪ ଲକ୍ଷ ଟଙ୍କା ପ୍ରଦାନ କରିବ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍)। ବୁଧବାର ସ୍ଥାନୀୟ ଫୁଟବଲ ହାଉସରେ ଅଭିଜିତ୍ ପଲଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକ ପରେ ଏଆଇଏଫଏଫ୍ର…
୧୬ ରୁ ୪ ଦିନିଆ ଶିଳ୍ପ ପ୍ରଦର୍ଶନୀ
ଭୁବନେଶ୍ୱର,୩।୧୧: ଦେଶର ପ୍ରମୁଖ ଶିଳ୍ପସଂସ୍ଥା କନ୍ଫେଡେରେଶନ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ୪ ଦିନିଆ ଶିଳ୍ପ ପ୍ରଦର୍ଶନୀ ନଭେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଅନୁଷ୍ଟିତ ହେବ ବୋଲି ସଂସ୍ଥା ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ସଂସ୍ଥାର ଦ୍ୱିବାର୍ଷିକ ଅଭିଯାନ ଅନୁଯାୟୀ…
‘ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆସିବା ଆବଶ୍ୟକ’
ଭୁବନେଶ୍ୱର,୩।୧୧: ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ସ୍ଥାନୀୟ ରେଳ ସଦନଠାରେ ଏକ କର୍ମଶାଳା ‘ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’ ଶୀର୍ଷକ ବିଷୟବିସ୍ତୁ ଉପରେ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ…
ଭୁବନେଶ୍ୱରରେ ଇନୋଭୋଏର ମୁଖ୍ୟାଳୟ ଉଦ୍ଘାଟିତ
ଭୁବନେଶ୍ୱର,୩।୧୧: ଅନ୍ତଃରାଷ୍ଟ୍ରୀୟ ହେଲ୍ଥ ଷ୍ଟାର୍ଟଅପ୍ ସଂସ୍ଥା (ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ଅଗ୍ରଣୀ ଉପତ୍ାଦ ବିକାଶ କମ୍ପାନୀ) ଇନୋଭୋଏର କର୍ପୋରେଶନ ତା’ର ଭାରତ ମୁଖ୍ୟାଳୟକୁ ଭୁବନେଶ୍ୱରସ୍ଥିତ ଡିଏଲ୍ଏଫ୍ ସାଇବର ସିଟିଠାରେ ଶୁଭାରମ୍ଭ କରିଛି। ଏହି ଅବସରରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି…
ଶୁଭ୍ରକାନ୍ତ ଫିକିର ପରବର୍ତ୍ତୀ ସଭାପତି
ମୁମ୍ବାଇ,୩।୧୧: ଫେଡେରେଶନ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ(ଫିକି)ର ପରବର୍ତ୍ତୀ ସଭାପତି ଭାବେ ଇମ୍ପାର ଏମ୍ଡି ଶୁଭ୍ରକାନ୍ତ ପଣ୍ଡା ମନୋନୀତ ହୋଇଥିବା ଜଣାପଡ଼ିଛି। ଏପରିକି ବୁଧବାର ମୁମ୍ବାଇଠାରେ ଆୟୋଜିତ ଫିକିର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଥିବା ସହ…
ଓଜିବି ପକ୍ଷରୁ ସତର୍କତା ଜାଗରଣ ସପ୍ତାହ
ଭୁବନେଶ୍ୱର,୩।୧୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ (ଓଜିବି) ପକ୍ଷରୁ ‘ସତର୍କତା ଜାଗରଣ ସପ୍ତାହ’ ନିକଟରେ ପାଳିତ ହୋଇଯାଇଛି। ଏପରିକି ଓଜିବିର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ(କର୍ମଶାଳା)ରେ ଯୋଗଦେଇ ବ୍ୟାଙ୍କର ଅଧ୍ୟକ୍ଷ ମୋହନ.ଏମ୍ ବ୍ୟାଙ୍କର ସମସ୍ତ କର୍ମଚାରୀଙ୍କୁ ସଚ୍ଚୋଟତାର ସଂକଳ୍ପ…
ଓଡ଼ିଶାରେ ଟିଭିଏସ୍ ଆଇକ୍ୟୁବ୍ ଇଲେକ୍ଟ୍ରିକ୍ ସ୍କୁଟର ଉନ୍ମୋଚିତ
ଭୁବନେଶ୍ୱର,୩।୧୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟିଭିଏସ୍ ମୋଟରର ନୂଆ ଟିଭିଏସ୍ ଆଇକ୍ୟୁବ୍ ଇଲେକ୍ଟ୍ରିକ୍ ସ୍କୁଟର ସିରିଜକୁ ଓଡ଼ିଶା ବଜାରରେ ଉନ୍ମୋଚନ କରାଯାଇଛି। ବୁଧବାର ସ୍ଥାନୀୟ ଡୁମ୍ଡୁମାଠାରେ ଅବସ୍ଥିତ ଏକ ହୋଟେଲ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀ ୩ଟି…
ୟୁକୋ ବ୍ୟାଙ୍କ ପକ୍ଷରୁ ସତର୍କତା ସଚେତନତା ସପ୍ତାହ
ଭୁବନେଶ୍ୱର,୩।୧୧: ୟୁକୋ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ସତର୍କତା ସଚେତନତା ସପ୍ତାହ’ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ଓ ଶାଖା କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଶପଥ ଗ୍ରହଣ କରିଥିଲେ। ଏପରିକି ବ୍ୟାଙ୍କ ପକ୍ଷରୁ ବିଭିନ୍ନ…
ଖିମ୍ଜୀ ରାଉରକେଲା ଷ୍ଟୋରର ୯ମ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୩।୧୧: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍ଜୀ ଜୁଏଲର୍ସର ରାଉରକେଲା ଷ୍ଟୋରର ୯ମ ବାର୍ଷିକ ଉତ୍ସବ ବୁଧବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ରିହାତି ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଖିମ୍ଜୀ ଜୁଏଲର୍ସର ମୂଲ୍ୟବାନ୍ ଗ୍ରାହକଙ୍କ ପାଇଁ…
୫% ବୃଦ୍ଧି ପାଇଛି ଓଡ଼ିଶାରେ ଜିଏସ୍ଟି ସଂଗ୍ରହ
କଟକ,୩।୧୧: ଚଳିତ ବର୍ଷ ଅକ୍ଟୋବରରେ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଥିବା ଜଣାପଡ଼ିଛି। ଏପରିକି ୨୦୨୨ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହ ପ୍ରାୟ ୧.୫୨ ଲକ୍ଷ କୋଟି ଟଙ୍କା ହୋଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…
ଓକିଲଙ୍କ ଆନ୍ଦୋଳନ ଉପରେ ୧୪ରେ ଶୁଣାଣି
ନୂଆଦିଲ୍ଲୀ, ୩।୧୧: ଓଡ଼ିଶାର ବିଭିନ୍ନ ଜିଲାରେ ଆନ୍ଦୋଳନରତ ଆଇନଜୀବୀମାନେ କୋର୍ଟକୁ ଯାଉନାହାନ୍ତି। ସେମାନଙ୍କ କୋର୍ଟ ବର୍ଜନକୁ ବିରୋଧକରି ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଆଗତ ଏକ ଆବେଦନର ଶୁଣାଣି ଆସନ୍ତା ୧୪ ତାରିଖରେ କରିବାକୁ ବୁଧବାର ସୁପ୍ରିମକୋର୍ଟ ସହମତି ପ୍ରକାଶ କରିଛନ୍ତି।…
ସବ୍ୟସାଚୀ ପଣ୍ଡାଙ୍କ ଆବେଦନ ଖାରଜ
ନୂଆଦିଲ୍ଲୀ,୩।୧୧: ଓଡ଼ିଶାର ବିଭିନ୍ନ କୋର୍ଟରେ ବିଚାରାଧୀନ ୬୪ ମାମଲାର ତ୍ୱରିତ ଶୁଣାଣି ସକାଶେ ନିର୍ଦ୍ଦେଶ ଦେବା ପାଇଁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଜଷ୍ଟିସ୍ କେ.ଏମ୍. ଜୋସେଫ୍ ଏବଂ ହୃଷୀକୋଶ ରାୟଙ୍କ ଖଣ୍ଡପୀଠ ଏହି…
Archives


