Home

ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣକୁ ରୋକିବା ପିଟିଶନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨।୧୧ : ଦେଶର ନୂତନ ପ୍ରଧାନ ବିଚାରପତି ହେବାକୁ ଯାଉଥିବା ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣ ବିରୋଧରେ ଦାଖଲ ହୋଇଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନରେ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ ନ କରାଇବାକୁ…

ନିର୍ମାଣ କାର୍ଯ୍ୟ ବନ୍ଦ, ଶ୍ରମିକଙ୍କୁ ମାସକୁ ୫ ହଜାର ଟଙ୍କା ଦେବେ କେଜ୍ରିଓ୍ବାଲ ସରକାର…

ନୂଆଦିଲ୍ଲୀ,୨।୧୧ : ଦେଶର ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ନିର୍ମାଣ କାର୍ଯ୍ୟ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହା ଘୋଷଣା କରିଛନ୍ତି। ପ୍ରଦୂଷଣକୁ ଦୃଷ୍ଟିରେ ରଖି ସମଗ୍ର ଦିଲ୍ଲୀରେ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଯାଇଛି ବୋଲି…

ମରିୟମଙ୍କ ଅଭିଯୋଗ, ସେନା ମୁଖ୍ୟ ନିଯୁକ୍ତିରେ ବାଧା ସୃଷ୍ଟି କରୁଛନ୍ତି ଇମ୍ରାନ୍‌…

ଇସଲାମାବାଦ,୨।୧୧ : ଶାସକ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ର ଉପାଧ୍ୟକ୍ଷା ମରିୟମ ନୱାଜ ପିଟିଆଇ ନେତା ଇମ୍ରାନ ଖାନଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଇମ୍ରାନ ଖାନଙ୍କ ଦୀର୍ଘ ପଦଯାତ୍ରାର ମୂଳ ଉଦ୍ଦେଶ୍ୟ ହେଉଛି ଦେଶର ନୂତନ…

ଜିନପିଙ୍ଗ୍‌-ଶେହବାଜ ଭେଟ, ସିପିଇସି ବିସ୍ତାର ପାଇଁ ସହମତି…

ବେଜିଂ,୨।୧୧ : ବୁଧବାର ବେଜିଂରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଭେଟିଛନ୍ତି। ଚଳିତ ବର୍ଷ ଏପ୍ରିଲରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ହେବା ପରେ ଶେହବାଜ ସରିଫଙ୍କର ଏହା ପ୍ରଥମ ଚାଇନା ଗସ୍ତ। ତେବେ ସେ ସେପ୍ଟେମ୍ବରରେ ଉଜବେକିସ୍ତାନରେ…

ଟସ୍‌ ଜିତିଲା ବାଂଲାଦେଶ, ବୋଲିଂ ନିଷ୍ପତ୍ତି…

ମେଲବୋର୍ନ,୨।୧୧ : ଟି-୨୦ ବିଶ୍ୱକପର ୩୫ ତମ ମ୍ୟାଚ ଆଡିଲେଡରେ ଭାରତ ଏବଂ ବାଂଲାଦେଶ ଖେଳାଯାଉଛି। ବାଂଲାଦେଶ ଟସ୍‌ ଜିତିବା ପରେ ଅଧିନାୟକ ଶାକିବ ଅଲ ହାସନ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ…

ଜିମ୍ବାଓ୍ବେ ବିଶ୍ୱକପରୁ ବାହାର, ୫ ଓ୍ବିକେଟରେ ଜିତିଲା ନେଦରଲାଣ୍ଡ…

ନୂଆଦିଲ୍ଲୀ,୨।୧୧ : ଆଡିଲେଡରେ ଜିମ୍ବାୱେ ଏବଂ ନେଦରଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପର ୩୪ ତମ ମ୍ୟାଚରେ ନେଦରଲାଣ୍ଡ ୫ ଓ୍ବିକେଟରେ ଜିତିଛି। ଜିମ୍ବାୱେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇ ୧୯.୨ଓଭରରେ ୧୦ ଓ୍ବିକେଟ ହରାଇ ୧୧୭ ରନ୍‌…

କିମ୍‌ଙ୍କୁ ଜବାବ ଦେଲା ଦକ୍ଷିଣ କୋରିଆ, ୩ କ୍ଷେପଣାସ୍ତ୍ର ମାଡ଼…

ସିଓଲ,୨।୧୧ : ଦକ୍ଷିଣ କୋରିଆ କହିଛି ଯେ ଉତ୍ତର କୋରିଆର କ୍ଷେପଣାସ୍ତ୍ର ଉତକ୍ଷେପଣର ଜବାବରେ ତିନୋଟି ଭୂପୃଷ୍ଠରୁ ବାୟୁକୁ ଲକ୍ଷ୍ୟଭେଦ କରାଯାଉଥିବା କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଦକ୍ଷିଣ କୋରିଆର ସୈନ୍ୟବାହିନୀ କହିଛି ଯେ ଏହାର ଯୁଦ୍ଧ ବିମାନ ବୁଧବାର ପ୍ରତିଦ୍ୱନ୍ଦ୍ୱୀଙ୍କ ପୂର୍ବ…

ଦୁର୍ଘଟଣା ପାଇଁ ଭଗବାନ ଦାୟୀ, କୋର୍ଟରେ ଓରେଭା କମ୍ପାନୀର ଲଜ୍ଜା ଜନକ ବୟାନ…

ମୋରବି,୨।୧୧ : ଗୁଜରାଟରେ ମୋରବି ସ୍ଥିତ ଝୁଲାପୋଲ ଦୁର୍ଘଟଣା ସମଗ୍ର ଦେଶକୁ ଥରାଇ ଦେଇଛି। ଏଥିରେ ୧୩୫ ଜଣଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ମୃତଦେହ ଖୋଜିବା ପାଇଁ ଅପରେଶନ ଜାରି ରହିଛି। ଏହି ଦୁର୍ଘଟଣା ପରେ ଅନେକ ଅଧିକାରୀଙ୍କ ଅବହେଳାକୁ ନେଇ…

ଭାରତ-ବାଂଲାଦେଶ ମ୍ୟାଚ୍‌ : ତୃତୀୟ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ…

ମେଲବୋର୍ନ,୨।୧୧ : ଟି -୨୦ ବିଶ୍ୱକପର ୩୫ ତମ ମ୍ୟାଚ ଆଡିଲେଡରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ବୁଧବାର ଅପରାହ୍ନରେ ଖେଳାଯିବ। ପାକିସ୍ତାନ ଏବଂ ନେଦରଲାଣ୍ଡ ବିପକ୍ଷରେ ବିଜୟ ପରେ ଭାରତ ତୃତୀୟ ବିଜୟ ଉପରେ ନଜର ରଖିଛି। ଭାରତ ଦକ୍ଷିଣ…

ନେଦରଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୧୮ ରନ…

ମେଲବୋର୍ନ,୨।୧୧ : ଆଡିଲେଡରେ ଜିମ୍ବାୱେ ଏବଂ ନେଦରଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପର ୩୪ ତମ ମ୍ୟାଚ ଖେଳାଯାଉଛି। ଜିମ୍ବାୱେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଜିମ୍ବାୱେ ଦଳ ୧୯.୨ଓଭରରେ ୧୦ ଓ୍ବିକେଟ ହରାଇ ୧୧୭ ରନ୍‌ ସଂଗ୍ରହ…

ପୂର୍ବାଞ୍ଚଳ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଜାତୀୟ ରୋଲବଲ୍‌ ଚାମ୍ପିୟନଶିପ୍‌ (୧୪ ବର୍ଷରୁ କମ୍‌)ର ଦ୍ୱିତୀୟ ସଂସ୍କରଣ ଆସାମର ଗୁଆହାଟୀଠାରେ ଚଳିତ ମାସ ୪ରୁ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶା ଦଳ ମନୋନୀତ ହୋଇଛି। ପ୍ରତିଯୋଗିତାରେ…

‘ୟୁରୋପରେ ତାଲିମ ପାଇଁ ଆର୍ଥିକ ପ୍ରୋତ୍ସାହନ ସହାୟକ ହେବ’

ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ଅଦମ୍ୟ ଇଚ୍ଛାଶକ୍ତି ଏବଂ ନିଷ୍ଠା ବଳରେ ଆଗକୁ ବଢ଼ିବାର ପ୍ରୟାସ ଜାରି ରଖିଛନ୍ତି ଓଡ଼ିଶାର ‘ସ୍ନୋ ଗର୍ଲ’ ରଞ୍ଜିତା ବେହେରା। ତାଙ୍କୁ ଏବେ ସହାୟତାର ହାତ ବଢ଼ାଇଛି ଏଲ୍‌ଆଇସି ହାଉସିଂ ଫାଇନାନ୍ସ ନିଗମ। ସ୍ନୋ, ସ୍କି ପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri