Home

କର୍ମଚାରୀଙ୍କୁ ଧମକ ଦେଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୧୧।୧୨:ଟୁଇଟରର ଗୋପନୀୟ ତଥ୍ୟକୁ ମିଡିଆ ସାମ୍ନାରେ ପ୍ରଘଟ ନ କରିବା ପାଇଁ ଟୁଇଟର ମାଲିକ ଏଲନ ମସ୍କ କର୍ମଚାରୀଙ୍କୁ ଧମକ ଦେଇଛନ୍ତି। ମସ୍କ ଟୁଇଟର୍‌ କାର୍ଯ୍ୟାଳୟରେ ଏକ ନୂଆ ନିୟମ ଲାଗୁ କରିବାକୁ ଯାଉଛନ୍ତି। ଟୁଇଟର ଏମ୍ପ୍ଲଇମାନେ କମ୍ପାନୀର ଗୁପ୍ତ ତଥ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ ଜବରଦସ୍ତ ହସ୍ପିଟାଲକୁ ନେଲା ପୋଲିସ

ହାଇଦ୍ରାବାଦ,୧୧।୧୨: ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷ ଓ୍ବାଇ.ଏସ୍‌. ଶର୍ମିଲାଙ୍କୁ ରାଜ୍ୟବ୍ୟାପୀ ପଦଯାତ୍ରା ଲାଗି ଅନୁମତି ନ ମିଳିବା ପ୍ରତିବାଦରେ ସେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନରେ ବସିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ରବିବାର ପୋଲିସ ତାଙ୍କୁ ଜବରଦସ୍ତ ହସ୍ପିଟାଲକୁ ଉଠାଇନେଇଛି।…

ସୁଶାନ୍ତ ଆତ୍ମହତ୍ୟା କରିଥିବା ଫ୍ଲାଟ୍‌ରେ ରହିବାକୁ କେହି ରାଜି ନାହାନ୍ତି, ୨.୫ ବର୍ଷ ପରେ ବି ପଡିଛି ଖାଲି

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆମ ଗହଣରେ ନ ଥାଇ ପାରନ୍ତି, କିନ୍ତୁ ତାଙ୍କ ସ୍ମୃତି ପ୍ରଶଂସକଙ୍କ ହୃଦୟରେ ସର୍ବଦା ରହିଆସିଛି। ଜୁନ ୧୪, ୨୦୨୦ରେ ସେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆକସ୍ମିକ ମୃତ୍ୟୁ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ…

ପ୍ରଥମ ଟେଷ୍ଟରୁ ବାଦ୍‌ ପଡିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୧।୧୨: ବାଂଲାଦେଶ ବିପକ୍ଷ ଆଗାମୀ ଟେଷ୍ଟ ସିରିଜକୁ ନେଇ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ଅଧିନାୟକ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରୁ ବାଦ ପଡିଛନ୍ତି। ତାଙ୍କ…

୩ ଜାତୀୟ ଅନୁଷ୍ଠାନ ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୋଆରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏଠାରେ ୩ଟି ଜାତୀୟ ଆୟୁଷ ଅନୁଷ୍ଠାନ ଉଦଘାଟନ କରିଛନ୍ତି। ଏଥିରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ) ମଧ୍ୟ ସାମିଲ ଅଛି। ଏଆଇଆଇଏରେ ସର୍ବାଧିକ ସୁବିଧା ରହିଛି।…

ପରଲୋକରେ ୫୪ ସନ୍ତାନର ପିତା

ଇସଲାମାବାଦ୍‌,୧୧।୧୨: ୫୪ ସନ୍ତାନ ଏବଂ ୬ ସ୍ତ୍ରୀ ଥିବା ହାଜି ଅବଦୁଲ ମଜିଦ ମେଙ୍ଗାଲଙ୍କ ପରଲୋକ ଘଟିଛି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଅବଦୁଲଙ୍କୁ ପ୍ରାୟ ୭୫ ବର୍ଷ ବୟସ ହୋଇଥିଲା। ସେ ଜଣେ ଡ୍ରାଇଭର ଥିଲେ। ଅବଦୁଲ…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ମୁଖ୍ୟମନ୍ତ୍ରୀଙ୍କ ଝିଅ ଘରେ ସିବିଆଇ ଟିମ୍‌

ହାଇଦ୍ରାବାଦ୍‌,୧୧।୧୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ (କେସିଆର) ଝିଅ କେ.କବିତାଙ୍କ ବାସଭବନରେ ରବିବାର ସିବିଆଇ ଟିମ୍‌ ପହଞ୍ଚି ତାଙ୍କୁ ପଚରାଉଚରା କରିଛି। ହାଇଦ୍ରାବାଦର ବଞ୍ଜାରା ଠାରେ ଥିବା କବିତାଙ୍କ ବାସଭବନରେ ତାଙ୍କୁ ସିବିଆଇ ଜେରା…

୧୯୦ ରନ୍‌ରେ ଖେଳୁଥିବାବେଳେ କୋହଲିଙ୍କୁ ଏମିତି କିଛି କହୁଥିଲେ ଇଶାନ କିଶନ

ଢାକା,୧୧।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ ବାଂଲାଦେଶ ବିପକ୍ଷ ସିରିଜର ତୃତୀୟ ଦିନିକିଆରେ ବିସ୍ଫୋରକ ଇଂନିସ ଖେଳିଥିଲେ। ଚଟ୍ଟୋଗ୍ରାମରେ ଖେଳାଯାଇଥିବା ମ୍ୟାଚରେ କିଶନ ଦିନିକିଆ କ୍ରିକେଟରେ ଦ୍ରୁତତମ ଦ୍ୱିଶତକ ହାସଲ କରିଥିଲେ। ସେ ବିରାଟ କୋହଲିଙ୍କ ସହ ଦ୍ୱିତୀୟ…

‘ଶତ୍ରୁଙ୍କ ସହ ମୁକାବିଲା ପାଇଁ ଶକ୍ତିଶାଳୀ ଅସ୍ତ୍ର ପ୍ରସ୍ତୁତ କରୁଛୁ’

ମସ୍କୋ,୧୧ା୧୨: ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଡିଭେଡଭ ରବିବାର କହିଛନ୍ତି, ୟୁରୋପ, ଆମେରିକା ଏବଂ ଅଷ୍ଟ୍ରେଲିଆ ପରି ଶତ୍ରୁମାନଙ୍କଠାରୁ ନିଜକୁ ରକ୍ଷା କରିବା ପାଇଁ ଦେଶ ଦ୍ରୁତ ଗତିରେ ନୂତନ ପିଢ଼ିର ଅସ୍ତ୍ର ଉତ୍ପାଦନ କରୁଛି। ସେ କହିଛନ୍ତି, ଆମେ ନୂତନ…

ସୁଖବିନ୍ଦର ସିଂ ସୁଖୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶିମ୍‌ଲା,୧୧।୧୨: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସୁଖବିନ୍ଦର ସିଂ ସୁଖୁ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି ସୁଖବିନ୍ଦର…

ବାପା ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲ ପ୍ରଥମଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମୟଙ୍କଙ୍କ ସ୍ତ୍ରୀ ଆଶିତା ସୁଦ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ମାୟାନକ ସ୍ତ୍ରୀ ଏବଂ ପୁଅଙ୍କ ସହ ଫଟୋ ଶେୟାର କରି ଏହି ଖୁସି…

ଭିଣୋଇ, ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୧ା୧୨(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ଉଟୁଣୀଆମୁଣ୍ଡା ଗ୍ରାମରେ ଭିଣୋଇ ଓ ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରେ ଦେବଗଡ଼ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri