Home

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ ସ୍ତ୍ରୀଙ୍କ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ବାମୀକୁ ପୋଲିସ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକ ଅସଦାଚାରଣ କରି ଶୁକ୍ରବାର ଗିରଫ ହୋଇଛନ୍ତି। ପୀଡ଼ିତା ଛାତ୍ରୀ ଜଣକ ଆଗରପଡ଼ା…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ ଲୋକମାନେ ପେଟ୍ରୋଲ ପମ୍ପରେ ଇନ୍ଧନ ଅଭାବକୁ ନେଇ ଅଭିଯୋଗ କରୁଛନ୍ତି। ଅନେକ ସ୍ଥାନରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ, ଗୁରୁତ୍ୱପୂର୍ଣ୍ଣ ୨୭ ରନ କରିଥିଲେ ଏବଂ ପରେ ବଲ ସହିତ ଦୁଇଟି ଗୁରୁତ୍ୱପୂର୍ଣ୍ଣ…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ। ଏହି ଅଜବ ଦୃଶ୍ୟ ଦେଖି ବ୍ୟକ୍ତି ଜଣକ ଆଶ୍ଚର୍ଯ୍ୟ ହୋଇଗଲେ ଏବଂ ତୁରନ୍ତ…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି ଟାଇଟଲ ମୁକାବିଲା ପୂର୍ବରୁ ସଞ୍ଜୁ ସାମସନ ଏବେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସଞ୍ଜୁ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ ଦର୍ଶାଏ ଯେ ଯେତେବେଳେ ବି ବିଶ୍ୱର କୌଣସି ସ୍ଥାନରେ ଭୂରାଜନୈତିକ ଉତ୍ତେଜନା ବୃଦ୍ଧି…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ ଦୁଇ ଡେପୁଟି କଲେକ୍ଟର ଶୁଭ୍ରସ୍ନାତ ରାଉତ, ଯୋହନ ବଡ଼ଭୂୟାଁ, ଦୁଇ ଅତିରିକ୍ତ ତହସିଲଦାର…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ରିସେପ୍ସନ ପର୍ଯ୍ୟନ୍ତ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ,…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌ ଖରାପ ହୋଇଯାଇଛି। କ୍ୟାବିନ ଧୂଆଁରେ ପୂର୍ଣ୍ଣ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ସୁରକ୍ଷା…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟ ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ ରାମ ରହିମଙ୍କୁ ନିର୍ଦ୍ଦୋଷରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ ଦିନ ପରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ହୋଇଥିଲା। ଶୁକ୍ରବାର ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri