ଜଣେ ଲଙ୍ଗ ଜମ୍ପର, ଅଫିସିଆଲ ବାସନ୍ଦ
ମୋନାକୋ, ୧୦ା୧୨(ଏପି): ଗତବର୍ଷ ଟୋକିଓ ଅଲିମ୍ପିକ୍ସରେ ଜଣେ ଆଥ୍ଲେଟଙ୍କୁ ଯୋଗ୍ୟତା ହାସଲ କରାଇବାରେ ସହାୟତା କରିଥିବା ଅଭିଯୋଗରେ ଆଲ୍ବାନିଆର ଦୁଇଜଣ ଅଫିସିଆଲ ବାସନ୍ଦ ଦଣ୍ଡର ସମ୍ମୁଖୀନ ହୋଇଛନ୍ତି। ସେମାନେ ଲଙ୍ଗ ଜମ୍ପର ଇଜ୍ମିର୍ ସ୍ମାଜ୍ଲାଜ୍ଙ୍କ ପ୍ରଦର୍ଶନ ସମ୍ପର୍କରେ ଭୁଲ୍ ତଥ୍ୟ ପ୍ରଦାନ…
ବାଂଲାଦେଶ ଏ’ ବିପକ୍ଷରେ ଭାରତ ଏ’ର ଇନିଂସ ବିଜୟ
ସିଲ୍ହେଟ୍,୧୦ା୧୨ (ପି.ଟି.): ବାଂଲାଦେଶ ଏ’ ବିପକ୍ଷ ଦ୍ୱିତୀୟ ଅନ୍ ଅଫିସିଆଲ କ୍ରିକେଟ ଟେଷ୍ଟ ମ୍ୟାଚରେ ଭାରତ ଏ’ ଏକ ଇନିଂସ ଓ ୧୨୩ ରନ୍ରେ ବିଜୟ ହାସଲ କରିଛି। ଘରୋଇ ଦଳର ବ୍ୟାଟିଂ ଲାଇନ୍ଅପ୍ ଭୁଶୁଡ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ…
ବାଂଲାଦେଶକୁ କ୍ଲିନ୍ ସୁଇପ୍ରୁ ରୋକିବ ଭାରତ
ଚଟ୍ଟୋଗ୍ରାମ୍,୧୦ା୧୨(ପି.ଟି.): ଭାରତ ଓ ବାଂଲାଦେଶ ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଏଠାରେ ଶନିବାର ଖେଳାଯିବ। ଇଞ୍ଜୁରି ଓ ଫିଟ୍ନେସ ସମସ୍ୟାରେ ଛନ୍ଦି ହୋଇ ପଡ଼ିଥିବା ଭାରତ ପ୍ରଥମ ଦୁଇଟି ମ୍ୟାଚରେ ହାରିସାରିଥିବାରୁ ଏହି…
ଆଜିଠାରୁ ୨ଦିନିଆ କନକଲତା ଶାଢ଼ି ପ୍ରଦର୍ଶନୀ
ଭୁବନେଶ୍ୱର,୧୦ା୧୨: ଦେଶର ପ୍ରମୁଖ ଶାଢ଼ି ବ୍ରାଣ୍ଡ୍ କନକଲତା ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ୨ଦିନିଆ କନକତଲା ଶାଢ଼ି ପ୍ରଦର୍ଶନୀ ଓ ବିକ୍ରୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବିଶେଷକରି ଉକ୍ତ ବ୍ରାଣ୍ଡ୍ର ସ୍ବତନ୍ତ୍ର ହସ୍ତତନ୍ତ ଶାଢ଼ିର ଏକ ବିଶାଳ ସମ୍ଭାର ଶନିବାରଠାରୁ…
ଜୟଆଲୁକ୍କାସ୍ର ‘ସିଜନ୍ ଅଫ୍ ଗିଭିଙ୍ଗ୍’ ଅଭିଯାନ
ନୂଆଦିଲ୍ଲୀ,୧୦ା୧୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ ପକ୍ଷରୁ ଚଳିତ ବର୍ଷର ‘ସିଜନ ଅଫ୍ ଗିଭିଙ୍ଗ୍’ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଗାମୀ ବଡ଼ଦିନ ଓ ନବବର୍ଷରେ(ଫେଷ୍ଟିଭ ସେଲିବ୍ରେଶନ) ପୃଷ୍ଠପୋଷକଙ୍କ ପାଇଁ ଉତ୍ସବ ପାଳନ ସହ ଜୟଆଲୁକ୍କାସ୍ରେ ଦାନଋତୁ ପାଳନ…
ବୀମା କ୍ଷେତ୍ର ପ୍ରତି ଉତ୍ସାହ ବଢ଼ିଛି
ଭୁବନେଶ୍ୱର,୧୦ା୧୨: ୟୁନାଇଟେଡ୍ ଇଣ୍ଡିଆ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ୍ (ୟୁଆଇଆଇସିଏଲ୍)ର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୟୁଆଇଆଇସିଏଲ୍ର ଚେୟାରମ୍ୟାନ କମ୍ ମ୍ୟାନେଜିଂ ଡାଇରେକ୍ଟର ସତ୍ୟଜିତ ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ…
‘ହସ୍ତତନ୍ତ ଉତ୍ପାଦଗୁଡ଼ିକୁ କର୍ପୋରେଟ୍ ପ୍ରୋତ୍ସାହନ ଆବଶ୍ୟକ’
ଭୁବନେଶ୍ୱର,୧୦ା୧୨: ଓଡ଼ିଶାର କଳା ସଂସ୍କୃତି ଓ କାରିଗରିକୁ ବିଶ୍ୱ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ୱାର୍ଲଡ୍ ଟ୍ରେଡ୍ ସେଣ୍ଟର (ଡବ୍ଲ୍ୟୁଟିସି) ଭୁବନେଶ୍ୱର ପକ୍ଷରୁ ସ୍ଥାନୀୟ ଖଣ୍ଡଗିରିସ୍ଥିତ କଳାଭୂମିଠାରେ କାରିଗରଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ରାଜ୍ୟପାଳ ପ୍ରଫେସର…
ସ୍ଥିତି ଏମିତି ହେଲେ ୨୦୨୪ରେ ନୋଟା ସହ ଲଢ଼ିବ କଂଗ୍ରେସ: ମୋକିମ
ଭୁବନେଶ୍ବର,୧୦ା୧୨(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସ ଦାୟିତ୍ୱରେ ଥିବା ମୁଖିଆମାନେ ଆସନ ଛାଡ଼ି ଅବସର ନିଅନ୍ତୁ। ତାଙ୍କ ମୁହଁ ଦେଖିବାକୁ ଲୋକେ ଆଉ ଚାହୁଁନାହାନ୍ତି। ସେମାନେ ଆକର୍ଷଣ ହରାଇ ସାରିଲେଣି। ୟୁପି ଓ ପଶ୍ଚିମବଙ୍ଗ ଭଳି ଓଡ଼ିଶାରେ କଂଗ୍ରେସ ଦଳ ମୂଳପୋଛ ହେବାକୁ ବସିଛି।…
ଶାଶୁଶ୍ୱଶୁରଙ୍କୁ ଭେଟିଲେ ବର୍ଷା
ଭୁବନେଶ୍ବର,୧୦ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହେବା ପରେ ନବନିର୍ବାଚିତ ବିଧାୟକ ବର୍ଷା ସିଂ ବରିହା ଭୁବନେଶ୍ୱର ଫେରିଛନ୍ତି। ସ୍ବାମୀ ସ୍ମୃତିସୌରଭଙ୍କ ସହ ସେ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶ୍ୱଶୁରଘରକୁ ଯାଇଛନ୍ତି। ଘରେ ପହଞ୍ଚିବା ପରେ ସେ ପ୍ରଥମେ ଶ୍ୱଶୁର ରମାରଞ୍ଜନ…
ତୃତୀୟ ଥର କାର୍ଯ୍ୟଭାର ସମ୍ଭାଳିବା ପରେ ସେନା ଉପରେ ନିୟନ୍ତ୍ରଣ ରଖୁଛନ୍ତି ରାଷ୍ଟ୍ରପତି ଜିନପିଙ୍ଗ, ଯୁଦ୍ଧ ପ୍ରସ୍ତୁତି ଉପରେ ଦେଉଛନ୍ତି ଗୁରୁତ୍ୱ
ବେଜିଂ,୧୦ ।୧୨: ଚାଇନା କମ୍ୟୁନିଷ୍ଟ ପାର୍ଟିର ୨୦ ତମ ରାଷ୍ଟ୍ରୀୟ କଂଗ୍ରେସର ତୃତୀୟ କାର୍ଯ୍ୟକାଳ ପାଇଁ ଶାସନ କ୍ଷମତା ହାସଲ କରିବା ପରେ ରାଷ୍ଟ୍ରପତି ସି ଜନପିଙ୍ଗ ସେନା ଉପରେ ସମ୍ପୁର୍ଣ୍ଣ ନିୟନ୍ତ୍ରଣ କରି ନେଇଛନ୍ତି । ମିଡିଆ ରିପୋର୍ଟରେ ଦାବି…
ପ୍ରଚଣ୍ଡ ବହୁମତ ପରେ ୧୨ ଡିସେମ୍ବରରେ ଗୁଜରାଟରେ ସପ୍ତମ ଥର ଲାଗି ସରକାର ଗଠନ କରିବାକୁ ଯାଉଛି ଭାଜପା
ଅହମଦାବାଦ,୧୦ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ୧୫୬ ଆସନରେ ବିଜୟୀ ହୋଇ ପ୍ରଚଣ୍ଡ ବହୁମତ ପରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ ଡିସେମ୍ବରରେ ୭ମ ଥର ଲାଗି ସରକାର ଗଠନ କରିବାକୁ ଯାଉଛି । ଦଳର ନେତା ଭୁପେନ୍ଦ୍ର ପଟେଲ…
ମିଳିମିଶି ପଦ୍ମପୁର ପାଇଁ କାମ କରିବା: ନବୀନ
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ବିଜୟୀ ହେବା ପରେ ବିଜେଡିର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା ଶୁକ୍ରବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ବିଜୟ ପାଇଁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ…
Archives


