Home

ଫ୍ଲାଏ ଓଭର କାମ ନିମ୍ନମାନର

ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରବିବାର ଫ୍ଲାଏ ଓଭର ବ୍ରିଜ୍‌…

ପର୍ଯ୍ୟଟନର ନୂଆ ସମ୍ଭାବନା ‘ଗଦଗଦି’

ଢେଙ୍କାନାଳ ଅଫିସ, ୩୧।୧୦: ପର୍ଯ୍ୟଟନ ସମ୍ଭାରରେ ଭରପୂର ଢେଙ୍କାନାଳ। ଜିଲାର ପ୍ରାକୃତିକ ଶୋଭାରାଜି ଯେତିକି ମନୋରମ, ସେତିକି ସମୃଦ୍ଧ ଏଠାକାର ପ୍ରାଚୀନ କୀର୍ତ୍ତିରାଜି। କପିଳାସ, ସପ୍ତଶଯ୍ୟା, ମହିମା ଧର୍ମପୀଠ ଯୋରନ୍ଦା, କୁଆଲୋ ଅଷ୍ଟଶମ୍ଭୁ, ସରାଙ୍ଗ ଅନନ୍ତଶୟନ ଭଳି ପର୍ଯ୍ୟଟନସ୍ଥଳୀ ବର୍ଷତମାମ ପର୍ଯ୍ୟଟକଙ୍କୁ…

ଜାତୀୟ ରାଜପଥ ମରଣଯନ୍ତା

ବାଲେଶ୍ୱର ଅଫିସ,୩୧ା୧୦: ଭଦ୍ରକ-ବାଲେଶ୍ୱର ସେକ୍‌ସନ ୧୬ନଂ. ଜାତୀୟ ରାଜପଥରେ ୬ ଥାକିଆ ରାସ୍ତା ପାଇଁ ଏନ୍‌ଏଚ୍‌ଏଆଇ ପକ୍ଷରୁ ରାସ୍ତାର ସମ୍ପ୍ରସାରଣ କାମ ଚାଲିଛି। ଚେନ୍ନାଇଠାରୁ କୋଲକାତାକୁ ସଂଯୋଗ କରୁଥିବା ଏହି ରାଜପଥର ବାଲେଶ୍ୱର ଜିଲା ଏବେ ସବୁଠୁ ବିପଦସଙ୍କୁଳ। ପ୍ରତିଦିନ ଏକାଧିକ…

୧୦ ଦିନରେ ଗଲାଣି ୪ ଜୀବନ

ସୋରଡା,୩୧ା୧୦(ଡି.ଏନ୍‌.ଏ.): ସୋରଡ଼ା ଥାନା ଅଞ୍ଚଳରେ ଦ୍ରୁତ ଗାଡିଚାଳନା ସମସ୍ୟା ସୃଷ୍ଟି କରୁଛି। ନାବାଳକ ତଥା ଅନଭିଜ୍ଞମାନେ ଦ୍ରୁତ ଗତିରେ ବାଇକ୍‌ ଚଲାଉଥିବାରୁ ଦୁର୍ଘଟଣା ବଢ଼ୁଛି। ବିଶେଷକରି ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଠାରୁ ସୋରଡା ଦେଇ ପିପଳପଙ୍କା ପର୍ଯ୍ୟନ୍ତ ଜାତୀୟ ରାଜପଥରେ…

ଦୀର୍ଘାୟୁ ଜୀବନ ଅନ୍ତରାଳେ…

”ଆମେ ପ୍ରତିଦିନ ଜଳଖିଆ କିମ୍ବା ଭାତ, ରୁଟି ଆଦି ଖାଦ୍ୟ ଖାଇଥାଉ। ବେଳେବେଳେ କାଗଜ, କାଗଜ ପ୍ଲେଟ, ଯେକୌଣସି ପତ୍ର ଆଦିରେ ଖାଇଥାଉ। ବହୁତ ଲୋକ ଷ୍ଟିଲ କିମ୍ବା ରସ ପାତ୍ରରେ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି, କାରଣ ଏହି ପାତ୍ରଗୁଡ଼ିକୁ…

ଝୁଲାପୋଲ ଦୁର୍ଘଟଣା: ଭାଜପା ଏମ୍‌ପିଙ୍କ ପରିବାରର ୧୨ ମୃତ

ଅହମ୍ମଦାବାଦ୍‌,୩୧।୧୦:ଗୁଜରାଟର ମୋର୍‌ବିରେ ଝୁଲାପୋଲ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୪୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ରାଜକୋଟ ଭାଜପା ଏମ୍‌ପି ମୋହନ ଭାଇ କୁଣ୍ଡାରିଆଙ୍କ ପରିବାର ସଦସ୍ୟ ମଧ୍ୟ ଅଛନ୍ତି। ଏହି ଦୁଃଖଦ ଦୁର୍ଘଟଣାରେ ତାଙ୍କ ପରିବାରର ୧୨ ଜଣ ପ୍ରାଣ ହରାଇଛନ୍ତି।…

ଗୁଜରାଟ ଟ୍ରାଜେଡି ପରେ ଧବଳେଶ୍ୱର ଝୁଲା ପୋଲକୁ ନେଇ ଚିନ୍ତାରେ ପ୍ରଶାସନ

କଟକ ଅଫିସ,୩୧ା୧୦: ଗୁଜରାଟ ଟ୍ରାଜେଡି ପରେ ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲକୁ ନେଇ ଘାରିଛି ଚିନ୍ତା। ସୋମବାର ଧବଳେଶ୍ୱର ଝୁଲା ପୋଲରେ ଯାତାୟାତ କରୁଥିବା ଯାତ୍ରୀଙ୍କ ସଂଖ୍ୟାକୁ କମ୍‌ କରି ଦିଆଯାଇଥିବା ବେଳେ ମଙ୍ଗଳବାର ଏହି ଝୁଲା ପୋଲ…

ଚାଇନାର ଆଇଫୋନ୍‌ ସିଟିରେ କରୋନା ବେକାବୁ, ଲକ୍‌ଡାଉନ ଯୋଗୁ ଘରେ ଭୋକ ଉପାସରେ ରହୁଛନ୍ତି ଲୋକେ…

ବେଜିଂ,୩୧।୧୦ : ଚାଇନାର ଝୋଙ୍ଗଝୋଉ ସହରରେ କରୋନା ସଂକ୍ରମଣ ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସଂକ୍ରମଣକୁ ରୋକିବା ପାଇଁ ଏଠାରେ ଚାଇନା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦେଶର ବୃହତ୍ତମ ଆଇଫୋନ କାରଖାନା ଭାବରେ ଜଣାଶୁଣାରେ ଲୋକଙ୍କ…

୨ ଆତଙ୍କବାଦୀ ଗିରଫ: ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୩୧।୧୦: ଦକ୍ଷିଣ କଶ୍ମୀରର ଶୋପିଆନ ଜିଲାର କଲାର ଅଞ୍ଚଳରୁ ଦୁଇଜଣ ଲଶ୍କର-ଏ-ତୋଇବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ପୋଲିସ ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ କରିଛି। ସୂଚନାକୁ ଭିତ୍ତି କରି ସେନା ଏବଂ ସିଆରପିଏଫ୍‌ ସହିତ ମିଳିତ ଟିମ୍‌ ଆତଙ୍କବାଦୀଙ୍କୁ…

ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାର ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି। ପ୍ରତିଦିନ ଭୁବନେଶ୍ୱରରୁ ଜୟପୁର ଓ ଜୟପୁରରୁ ବିଶାଖାପାଟଣାକୁ ଚଳାଚଳ କରିବ ଇଣ୍ଡିଆଓୱାନ ବିମାନ। ଏହି ବିମାନରେ ୯ଟି…

ରୁଷିଆ ସୈନ୍ୟବାହିନୀରେ ଏଚଆଇଭି-ହେପାଟାଇଟିସ ଆକ୍ରାନ୍ତ କଏଦୀଙ୍କୁ ନିଯୁକ୍ତି…

ମସ୍କୋ,୩୧।୧୦ : ୟୁକ୍ରେନ ଯୁଦ୍ଧରେ ରୁଷିଆ ଏବେ ନିଜର ସୈନ୍ୟବାହିନୀରେ ଏଚଆଇଭି ଏବଂ ହେପାଟାଇଟିସ -ସି ଆକ୍ରାନ୍ତ କଏଦୀଙ୍କୁ ନିଯୁକ୍ତି ଦେବାରେ ଲାଗିଛି। ପ୍ରକାଶ ଯେ, ରାଷ୍ଟ୍ରପତି ଭ୍ଳାଡିମିର ପୁଟିନଙ୍କ ବ୍ୟକ୍ତିଗତ ସେନା ୱେଗ୍ନର୍‌ ଗ୍ରୁପ ୟୁକ୍ରେନ ଯୁଦ୍ଧକୁ ପଠାଇବାକୁ ଏଭଳି…

ବିଗିଡିଲା ଶରଦ ପାଓ୍ବାରଙ୍କ ସ୍ବାସ୍ଥ୍ୟାବସ୍ଥା

ମୁମ୍ବାଇ,୩୧।୧୦: ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚଳିତ ସପ୍ତାହରେ ସେ ଡିସଚାର୍ଜ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ନଭେମ୍ବରରେ ହେବାକୁ ଥିବା ପାର୍ଟି କାର୍ଯ୍ୟକ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri