Home

ରୟତି ଜମି ଦଖଲ କରି ପଥର ଖନନ

ସମ୍ବଲପୁର,୬ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ତହସିଲ ଅଞ୍ଚଳରେ ଏକ କମ୍ପାନୀ ଜଣେ ବ୍ୟକ୍ତିଙ୍କ ରୟତି ଜମି ଦଖଲ କରି ପଥର ଖନନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ତହସିଲ ଅନ୍ତର୍ଗତ ଜାମଟାଲ ଗ୍ରାମର ଚାଷୀ ବୃନ୍ଦାବନ ବଗର୍ତ୍ତିଙ୍କ ଅଭିଯୋଗକ୍ରମେ, ହାରିବାରି ମୌଜା…

ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ

ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ ଦଳଙ୍କୁ ଏହି ତାଲିକା ପ୍ରଦାନ କରାଯାଇଛି। ବିଗତ ଦିନରେ ଭଲଭାବେ ଭୋଟର ସଚେତନତା କାର୍ଯ୍ୟକ୍ରମ…

୧୮ ଏକର ହୋଇଗଲା ଦେଢ଼ ଏକର

କୁନ୍ଦୁରା,୬ା୧(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଗଦେରି ପଞ୍ଚାୟତ ଡାଙ୍ଗରାପାଲିର ଚାଷୀ ଅଜିତ ଗଣ୍ଡା ଖରିଫ ଋତୁରେ ପଞ୍ଜୀକରଣରେ ହୋଇଥିବା ତ୍ରୁଟି ସୁଧାରିବାକୁ ଗୁରୁବାର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଚଳିତ ଖରିଫ ଋତୁରେ ୧୮ ଏକର ଜମିରେ ଚାଷ କରିଥିବା…

ବସ୍ତିରିଗୁଡ଼ା ରାସ୍ତା ମରଣଯନ୍ତା

ଆର.ଉଦୟଗିରି, ୬ା୧ (ଡି.ଏନ୍‌.ଏ): ଗଜପତି ଜିଲା ଆର.ଉଦୟଗିରି ବ୍ଲକର ଆର.ଉଦୟଗିରି ଖଜୁରିପଦା ମୁଖ୍ୟରାସ୍ତାରୁ ବସ୍ତିରିଗୁଡା ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଏହି ରାସ୍ତାକାମ ହୋଇଥିଲା। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ ପଡିନାହିଁ।…

ଲକ୍ଷାଧିକ ଟଙ୍କାର ହ୍ୟାଣ୍ଡ ଫଗି ମେଶିନ ଅଚଳ

ବ୍ରହ୍ମପୁର ଅଫିସ,୬ା୧: ବ୍ରହ୍ମପୁର ସହରରେ ଦିନକୁ ଦିନ ମଶାବଂଶ ବୃଦ୍ଧି ପାଉଛି। ଯାହାଦ୍ୱାରା ସହରବାସୀ ମ୍ୟାଲେରିଆ, ବାତଜ୍ୱର ଭଳି ବିଭିନ୍ନ ସଂକ୍ରାମକ ରୋଗର ଶିକାର ହେଉଛନ୍ତି। କିନ୍ତୁ ବିଇଏମ୍‌ସି ପକ୍ଷରୁ ମଶାଦାଉରୁ ରକ୍ଷା ପାଇବା ନିମନ୍ତେ କୌଣସି ଆଖିଦୃଷ୍ଟିଆ ପଦକ୍ଷେପ ଗ୍ରହଣ…

ବର୍ଷକରେ ୬.୦୫ କୋଟି ଜରିମାନା

ବ୍ରହ୍ମପୁର ଅଫିସ,୬ା୧: ଅମାନିଆଙ୍କୁ କୌଣସି ନିୟମ କାଟୁ କରୁନାହିଁ। ୨୦୨୨ ଜାନୁୟାରୀରୁ ଡିସେମ୍ବର ଶେଷ ସୁଦ୍ଧା ବ୍ର୍ରହ୍ମପୁର ଟ୍ରାଫିକ ଥାନା ପକ୍ଷରୁ ମୋଟ ୬ କୋଟି ୫ ଲକ୍ଷ ୪୬ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ବିଭାଗ ସୂତ୍ରରୁ ସୂଚନା…

ସଂରକ୍ଷିତ ଜଙ୍ଗଲ ନିକଟରେ ହଟ୍‌ ମିକ୍ସ ପ୍ଲାଣ୍ଟ୍‌

କେନ୍ଦୁଝର,୬ା୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ରଘୁନାଥପୁର ରାଜସ୍ବ ନିରୀକ୍ଷକଙ୍କ ଅଧୀନ ବଡ଼ ମନୋହରପୁର ନିକଟ ସଂରକ୍ଷିତ ଶାଳ ଜଙ୍ଗଲ ନିକଟରେ ବେଆଇନ ହଟ୍‌ ମିକ୍ସ ପ୍ଲାଣ୍ଟ୍‌ ଚାଲୁଛି। ଏଥିସହ ଉକ୍ତ ସ୍ଥାନରେ ବିନା ପ୍ରଦୂଷଣ ନିୟନ୍ତ୍ରଣରେ ଏକ ଚିପ୍ସ କ୍ରଶର ମଧ୍ୟ…

ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୬।୧(ପି.ଟି.): ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନ ଶୁକ୍ରବାର ହେବାକୁ ଥିବାବେଳେ ଏହା ଦିନକ ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଅଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ନବନିର୍ବାଚିତ…

ଜୈନ ତୀର୍ଥକ୍ଷେତ୍ରକୁ ବ୍ୟବସାୟିକ କରିବାକୁ ଚାହୁଁଛି ଭାଜପା

ନୂଆଦିଲ୍ଲୀ,୬।୧(ପି.ଟି.): ଦେଶରେ ଥିବା ଜୈନ ଧର୍ମର ତୀର୍ଥକ୍ଷେତ୍ରଗୁଡ଼ିକୁ ବ୍ୟବସାୟୀକରଣ କରିବା ଲାଗି ଭାଜପା ଉଦ୍ୟମ ଚଳାଇଥିବା ଗୁରୁବାର କଂଗ୍ରେସ ଅଭିଯୋଗ କରିଛି। ଗୈରିକ ଦଳର ଏଭଳି ଉଦ୍ୟମ ଜୈନ ସମ୍ପ୍ରଦାୟର ଭାବାବେଗକୁ ଆଘାତ ଦେଇଥିବା ବିରୋଧୀ ଦଳ କହିଛି। ଜୈନ ଧର୍ମର…

ଗ୍ରାମାଞ୍ଚଳରେ ଏଯାଏଁ ୨-ଜି,୩-ଜି ସେବା ପହଞ୍ଚତ୍ନି: ବିଜେଡି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୫-ଜି ସେବା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ବର୍ତ୍ତମାନ ରାଜନୀତି ଆରମ୍ଭ ହୋଇଯାଇଛି। ଏହି ସେବା କେବଳ ପ୍ରଚାର ସର୍ବସ୍ବ ନ ହୋଇଯାଉ ବୋଲି ବିଜେଡି କହିଥିବା ବେଳେ ଭାଜପା ଶାସକ ଦଳ ଅଯଥା ରାଜନୀତି…

ମାଗଣା ଚାଉଳକୁ ନେଇ ବଢ଼ିଲା ରାଜନୀତି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ବର୍ଷେ ପର୍ଯ୍ୟନ୍ତ ଖାଦ୍ୟ ସୁରକ୍ଷା ଯୋଜନାରେ ମାଗଣା ଚାଉଳ ବଣ୍ଟନ କଥାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ରାଜ୍ୟ ଗସ୍ତରେ ଆସିଥିବା ୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ଏହି ଘଟଣାରେ…

‘ପୁଟିନ ଅମ୍ଳଜାନ ଖୋଜୁଛନ୍ତି’

ଓ୍ବାଶିଂଟନ,୬ା୧: ରୁଷିଆ ୩୬ ଘଣ୍ଟିଆ ଅସ୍ତ୍ର ବିରତି ଘୋଷଣାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଟିନଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ୟୁକ୍ରେନ ଆକ୍ରମଣରେ ଅସୁବିଧାରେ ପଡ଼ିଥିବା ପୁଟିନ ଅସ୍ତ୍ରବିରତି ଉଲ୍ଲଂଘନ ମାଧ୍ୟମରେ ନିଜ ପାଇଁ ଅମ୍ଳଜାନ ଖୋଜୁଛନ୍ତି। ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?