Home

ଟି-୨୦ ବିଶ୍ୱକପ୍‌: ଦକ୍ଷିଣ ଆଫ୍ରିକାଠାରୁ ହାରିଲା ଭାରତ

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଭାରତକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଫଳରେ ଭାରତକୁ ଏହି ଟୁର୍ନାମେଣ୍ଟରେ ପ୍ରଥମ ପରାଜୟ ଚାଖିବାକୁ ପଡିଛି। ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ ଜିତି…

ଭୁଶୁଡିଲା କୋଠା: ଚାଲିଗଲା ୫ ଜୀବନ

ଅମରାବତୀ,୩୦।୧୦: ମହାରାଷ୍ଟ୍ରର ଅମରାବତୀରେ ରବିବାର ଏକ ଦୁଇ ମହଲା କୋଠା ହଠାତ୍‌ ଭୁଶୁଡି ପଡିଲା। ଏଥିରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଦିନ ପ୍ରାୟ ୨ଟା ସମୟରେ ଏହି ଦୁର୍ଘଟଣା ଘଟିଛି।…

ଭାଙ୍ଗିଲା ଝୁଲା ପୋଲ: ଅନେକ ଲୋକ ନଦୀରେ ଫଶିଥିବା ଆଶଙ୍କା

ଅହମ୍ମଦାବାଦ,୩୦।୧୦: ଗୁଜରାଟର ମୋର୍ବିରେ ରବିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ମଚ୍ଛୁ ନଦୀରେ ନିର୍ମିତ ଝୁଲା ପୋଲ ହଠାତ୍‌ ଭାଙ୍ଗି ଯାଇଛି। ଦୁର୍ଘଟଣା ସମୟରେ ପୋଲ ଉପରେ ଅନେକ ଲୋକ ଉପସ୍ଥିତ ଥିଲେ। ସମସ୍ତେ ସେଠାରେ ଛଠ୍‌ ପର୍ବ ପାଳନ…

ଫିଲିପାଇନ୍ସରେ ପ୍ରବଳ ଝଡ଼: ୬୧ ମୃତ, ଅନେକ ନିଖୋଜ

ମନିଲା,୩୦ା୧୦: ଫିଲିପାଇନ୍ସର ଉପକୂଳବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଝଡ଼ରେ ଅନେକ ସ୍ଥାନ ପ୍ରଭାବିତ ହୋଇଛି। ଏହି ଝଡ଼ ଦ୍ୱାରା ଦକ୍ଷିଣ ମାଗୁଇଣ୍ଡାନାଓ ପ୍ରଦେଶର କୁସିଆଙ୍ଗ ଗାଁ ଅଧିକ ପ୍ରଭାବିତ ହୋଇଛି। ଯେଉଁଥିରେ ଉଦ୍ଧାରକାରୀ ଦଳ ଦ୍ୱାରା ପିଲାଙ୍କ ସମେତ ଅତି କମ୍‌ରେ…

ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ: ଦକ୍ଷିଣ ଆଫ୍ରିକାକୁ ୧୩୪ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୧୩୪ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ଭାରତ। ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୩୩ ରନ୍‌ କରିଥିଲା। ଟସ୍‌ ଜିତି ପ୍ରଥମେ…

ପୌରପରିଷଦରେ ତାଲା ପକାଇବା ଘଟଣା: ଟୁଇଟର ଯୋଗେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ

ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଲାଗି ରହିଥିବା ତାଲା ପକା ଆନ୍ଦୋଳନକୁ ନେଇ ସାଧାରଣ ଜନତା ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଗୋଟିଏ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟାଳୟରେ ଦୀର୍ଘ ୪ ଦିନ ଧରି ତାଲା ପଡ଼ିଥିଲେ…

ଚୌକା-ଛକା ମାରିଲେ କ୍ୟାଟ୍ରିନା

ଟି-୨୦ ବିଶ୍ୱକପ ୨୦୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ବେଳେ ଟିମ ଇଣ୍ଡିଆକୁ ଚିୟର କରିବା ପାଇଁ ଫିଲ୍ମ ‘ଫୋନ ଭୁତ୍‌’ର ଟିମ ପହଞ୍ଚିଥିଲା। ଫିଲ୍ମର ଷ୍ଟାର କାଷ୍ଟ କ୍ୟାଟ୍ରିନା କୈଫ, ଇଶାନ ଖଟ୍ଟର ଏବଂ ସିଦ୍ଧାନ୍ତ ଚତୁର୍ବେଦୀ ଷ୍ଟୁଡିଓରେ କିଛି…

ଘରେ ପଶି ଲୁଟିନେଲେ ନଗଦ ଟଙ୍କା ସହ ସୁନା ଅଳଙ୍କାର

ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଘସିପୁରା ଥାନା ଅଧୀନ ୧୨ ନଂ ଓ୍ବାର୍ଡ ଶାଳପଡ଼ା କୈବଲ୍ୟ କଲୋନୀରୁ ଶନିବାର ବିଳମ୍ବିତ ରାତିରେ ଘରେ କେହି ନ ଥିବା ସୁଯୋଗରେ ଲୁଟେରାମାନେ ଘରେ ପଶି ସୁନା ଓ ନଗଦ ଟଙ୍କା ଲୁଟିନେଇଛନ୍ତି। ଏନେଇ ଘସିପୁରା…

ଆଜି ୨୫ ବର୍ଷ ପୂରଣ କଲା ଏହି ଫିଲ୍ମ, ତଥାପି କମିନି କ୍ରେଜ୍‌

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ଦିଲ୍‌ ତୋ ପାଗଲ ହୈ’ ଆଜି ଅର୍ଥାତ୍‌ ଅକ୍ଟୋବର ୩୦ରେ ୨୫ ବର୍ଷ ପୂରଣ କରିଛି। ୧୯୯୭ ଅକ୍ଟୋବର ୩୦ରେ ଏହି ଫିଲ୍ମଟି ହଲ୍‌ରେ ମୁକ୍ତିଲାଭ କରିଥିଲା। ଏଥିରେ କିଙ୍ଗ୍‌ଖାନ୍‌ ଶାହାରୁଖ, ଅଭିନେତ୍ରୀ କରିସ୍ମା କପୁର ଏବଂ…

୫୦ ରନ୍‌ ଭିତରେ ପାଭିଲିୟନ ଫେରିଲେ ଅଧା ଭାରତୀୟ ଟିମ୍‌

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଖରାପ ପ୍ରଦର୍ଶନ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୫୦ ରନ୍‌ ଭିତରେ ୫ ଉଇକେଟ୍‌ ହରାଇଛି।…

ରାହୁଲଙ୍କୁ ପ୍ରଭୁ ରାମଙ୍କ ସହ ତୁଳନା କଲେ କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ,୩୦।୧୦: କଂଗ୍ରେସର ଭାରତ ଯୋଡୋ ଯାତ୍ରାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଲାଗିଛି। ଭାଜପା ନେତା ମଧ୍ୟପ୍ରଦେଶର କୃଷି ମନ୍ତ୍ରୀ କମଲ ପଟେଲ ଭାରତ ଯୋଡୋ ଯାତ୍ରା ଉପରେ ପ୍ରଶ୍ନ ଉଠାଇ କହିଛନ୍ତି, କଂଗ୍ରେସ କର୍ମୀମାନେ ପ୍ରଥମେ ନିଜକୁ…

ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍‌ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri