Home

ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

କୋରାପୁଟ,୨୨ା୯(ସ୍ବ.ପ୍ର.): ମାଛକୁଣ୍ଡ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ସମେତ ନଗଦ ଟଙ୍କା ଜବତ ହୋଇଛି। କୋରାପୁଟ ପୋଲିସକୁ ମାଓବାଦୀ ମୁକାବିଲା କ୍ଷେତ୍ରରେ ଏକ ବଡ଼ଧରଣର ସଫଳତା ମିଳିଛି। ସୂଚନାନୁଯାୟୀ ଏସ୍‌ଓଜି ଓ ଡିଭିଏଫ୍‌ ପକ୍ଷରୁ କୋରାପୁଟ ଜିଲା ମାଛକୁଣ୍ଡ…

ପୂର୍ବତନ ଆଇନ ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ

ବେଜିଂ,୨୨ା୯: ଚାଇନାର ପୂର୍ବତନ ଆଇନ ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତିର ଗୁରୁତର ଅଭିଯୋଗ ପ୍ରମାଣିତ ହୋଇଛି। ଏହା ପରେ ତାଙ୍କୁ ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଚାଇନାରେ ଦୁର୍ନୀତିଗ୍ରସ୍ତ ଲୋକଙ୍କ ପାଇଁ ସ୍ଥାନ ନାହିଁ ତେଣୁ ତାଙ୍କ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ…

ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚ୍‌ ଟିକେଟ୍‌ କିଣିବାକୁ ଦଳଚକଟା: ଲାଠିଚାର୍ଜ କଲା ପୋଲିସ

ହାଇଦ୍ରାବାଦ,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ପୂର୍ବରୁ ଟିକେଟ ବିକ୍ରିକୁ…

ଖାଲଖମା ରାସ୍ତାରେ ଫଟୋଶୁଟ୍‌ କଲେ କନ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଥିରୁଭାନନ୍ତପୁରମ,୨୨।୯: ଆଜିକାଲି ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଖାଲ ରାସ୍ତା ଓ ଗଳିରେ ପାଣି ଜମା ହୋଇରହିଛି। ସମସ୍ତଙ୍କ ପାଇଁ ନିଜ ସହରର ସମସ୍ୟାକୁ ସରକାରଙ୍କ ଆଗରେ ଉପସ୍ଥାପନ କରିବା ସହଜ ନୁହେଁ, କିନ୍ତୁ କେରଳର…

ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକାନ୍ତି ଏହି ୩ ରାଶିର ଯୁବତୀ

ଯେତେବେଳେ ବିବାହ କଥା ଉଠେ, ସମସ୍ତେ ଉତ୍ତମ ବୁଝାବଣା ଥିବା ଜୀବନସାଥୀଟିଏ ଖୋଜିଥାନ୍ତି। କୁହାଯାଏ ବିବାହ ପରେ ସ୍ବାମୀ ସହ ସ୍ତ୍ରୀର ଭାଗ୍ୟ ଯୋଡ଼ି ହୋଇଯାଏ। ଜ୍ୟୋତିଷଶାସ୍ତ୍ର ଅନୁସାରେ ବିବାହ ପରେ କିଛି ଲୋକଙ୍କ ଭାଗ୍ୟ ଚମକି ଯାଏ। ଆସନ୍ତୁ ଜାଣିବା:-…

ୟୁପି ବିଧାନସଭାରେ ସିଆରପିସି ସଂଶୋଧନ ବିଲ ଆଗତ, ମହିଳାଙ୍କ ପ୍ରତି ଗୁରୁତର ଅପରାଧ ମାମଲାରେ ମିଳିବନି ଆଗୁଆ ଜାମିନ…

ଲକ୍ଷ୍ନୌ, ୨୨।୯ : ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନରେ ଗୁରୁବାର ସିଆରପିସି ସଂଶୋଧନ ବିଲ ଆଗତ ହୋଇଛି। ଏହି ବିଲ ଅନୁସାରେ ଗୁରୁତର ମହିଳା ଅପରାଧ ମାମଲାରେ ଅଭିଯୁକ୍ତଙ୍କୁ ଆଉ ଆଗୁଆ ଜାମିନ ମିଳିବନି। ମହିଳାଙ୍କ ଉପରେ ହୋଇଥିବା ଗୁରୁତର ଅପରାଧ…

ଶୁକ୍ରବାର ନାଗପୁରରେ ଟିମ୍‌ ଇଣ୍ଡିଆ-ଅଷ୍ଟ୍ରେଲିଆ ଭେଟ, ବିଦର୍ଭ ଷ୍ଟାଡିୟମରେ ୬ ବର୍ଷ ଧରି ପରାଜିତ ହୋଇନି ଭାରତୀୟ ଦଳ…

ନୂଆଦିଲ୍ଲୀ, ୨୨।୯ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ମ୍ୟାଚ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର (୨୩ସେପ୍ଟେମ୍ବର) ଟିମ ଇଣ୍ଡିଆ ଏହି ସିରିଜକୁ ବରାବର…

ଆକ୍ସନ ଅବତାରରେ ପରିଣୀତି

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଅନେକ ଦିନ ହେବ ଫିଲ୍ମ ଜଗତରୁ ଦୂରେଇ ଅଛନ୍ତି। ସେ ଆଗାମୀ ଫିଲ୍ମ ‘କୋଡ ନେମ: ତ୍ରିରଙ୍ଗା’ ଜରିଆରେ ପୁଣି ପରଦାକୁ ଫେରୁଛନ୍ତି। ଏହି ଫଇଲ୍ମରେ ସେ ଆକ୍ସନ ଅବତାରରେ ନଜର ଆସିବେ। ଫିଲ୍ମର ଟିଜର୍‌…

ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୯: ଖୋର୍ଦ୍ଧାରେ ଦିନକୁ ଦିନ ବଢ଼ିଚାଲିଛି ବ୍ରାଉନସୁଗାର କାରବାର। ବାରମ୍ବାର ଚଢ଼ାଉ ସତ୍ତ୍ୱେ ଥମିବାର ନାଁ ଧରୁନି। ଯେତିକି ଧରା ହେଉଛି, ସେତିକି ବଢୁଛି। ବ୍ରାଉନସୁଗାର ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର। ଗୁରୁବାର ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ…

ମାଲକାନଗିରିରେ ଅଜଣା ରୋଗରେ ଆଉ ଜଣଙ୍କର ଜୀବନଗଲା

ମାଲକାନଗିରି,୨୨ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତ ଅନ୍ତର୍ଗତ ହଳଦୀକୁଣ୍ଡ ଗ୍ରାମରେ ବୁଧବାର ରାତିରେ ଆଉ ଜଣେ ଯୁବକଙ୍କ ଅଜଣା ରୋଗରେ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନାମ ଲକ୍ଷ୍ମା ମାଡକାମୀ(୨୨)। ଲକ୍ଷ୍ମା ଗତ ୧୩ ତାରିଖରେ ମାଲକାନଗିରି ସଦରମହକୁମା…

ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତା ବଢ଼ାଇବାକୁ ଚିଠି

ପୁରୀ ଅଫିସ,୨୨।୯: ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତା ବଢ଼ାଇବା ପାଇଁ ପ୍ରସ୍ତାବ ରଖିଛି ଶ୍ରୀମନ୍ଦିର ପ୍ରଶାସନ। ଏ ନେଇ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ମାଧ୍ୟମରେ ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ(ଏନ୍‌ଏମ୍‌ଏ)ଙ୍କୁ ବୁଧବାର ଏକ ଚିଠି ଲେଖାଯାଇଛି। ଶ୍ରୀମନ୍ଦିରର ନିୟନ୍ତ୍ରଣାଧୀନ ଅଞ୍ଚଳରେ ନିର୍ମାଣ…

ଚାଉଳ ଫେରାଉ ନାହାନ୍ତି ମିଲର

ନୟାଗଡ଼ ଅଫିସ,୨୨।୯: ମଣ୍ଡିରୁ ଧାନ କିଣିବାକୁ ମିଲର ଆଗ୍ରହୀ ଥିବାବେଳେ ଚାଉଳ ଫେରାଇବାକୁ ପଛଘୁଞ୍ଚା ହେଉଛନ୍ତି। ଅବଧି ଶେଷ ହେବାକୁ ୯ ଦିନ ଥିବାବେଳେ ମିଲର ମାନେ ଏଯାବତ ୮୧.୬୧ ପ୍ରତିଶତ ଚାଉଳ ଫେରାଇଛନ୍ତି । ତେବେ ଯୋଗାଣ ବିଭାଗ ମିଲରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri