Home

କିଟ୍‌ ମହିଳା ଭଲିବଲ ଦଳକୁ ସର୍ବଭାରତୀୟ ଯୋଗ୍ୟତା

ଭୁବନେଶ୍ୱର, ୮।୧୨ (କ୍ରୀଡ଼ା ପ୍ରତିନିଧି): ବାଲେଶ୍ୱରର ଫକିର ମୋହନ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଭଲିବଲ ଟୁର୍ନାମେଣ୍ଟରେ ପ୍ରଭାବୀ ପ୍ରଦର୍ଶନ କରି କିଟ୍‌ ବିଶ୍ୱବିଦ୍ୟାଳୟ ସର୍ବଭାରତୀୟ ଏବଂ ଖେଲୋ ଇଣ୍ଡିଆ ଭଲିବଲ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ…

‘ସବୁ ବର୍ଗଙ୍କୁ ଗୁଣାତ୍ମକ ଶିକ୍ଷା ଦେବ ଏସ୍‌ବିଏଲ୍‌ସି’

ଭୁବନେଶ୍ୱର,୮।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସେଞ୍ଚୁରିଅନ୍‌ ୟୁନିର୍ଭସିଟି (ସିୟୁ) ଏବଂ ସିନ୍ଧୁ ବ୍ରାଉନ୍ସ ଲର୍ନିଂ ସେଣ୍ଟର (ଏସ୍‌ବିଏଲ୍‌ସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଥିବା ଉଭୟ ଅନୁଷ୍ଠାନ ପକ୍ଷରୁ କୁହାଯାଇଛି। ସବୁ ବର୍ଗର ଲୋକଙ୍କୁ ଗୁଣାତ୍ମକ ମାନର ଇଂରାଜୀ…

ଜାତୀୟ ଜୁନିୟର ସଫ୍ଟ ଟେନିସରେ ଓଡ଼ିଶା ଭାଗନେବ

ଭୁବନେଶ୍ୱର, ୮।୧୨ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ଲକ୍ଷ୍ନୌଠାରେ ଚଳିତ ମାସ ୯ରୁ ୧୩ ପର୍ଯ୍ୟନ୍ତ ୧୭ତମ ଜାତୀୟ ଜୁନିୟର ସଫ୍ଟ ଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ମନୋନୀତ ଓଡ଼ିଶା ଦଳ ବୁଧବାର ଲକ୍ଷ୍ନୌ ଯାତ୍ରା କରିଛି।…

ବ୍ୟୁଟି ପାଇଁ ମେନ୍‌ଷ୍ଟୁରାଲ୍‌ ମାସ୍କିଂ

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଅନେକ ସମୟରେ ବିଭିନ୍ନ ପ୍ରକାରର ଟ୍ରେଣ୍ଡ ଚାଲିଥିବା ଦେଖିବାକୁ ମିଳେ। ବର୍ତ୍ତମାନ ସୋସିଆଲ ମିଡିଆରେ ମେନ୍‌ଷ୍ଟୁରାଲ୍‌ ମାସ୍କିଂ ଭଳି ହାସଟ୍ୟାଗର ଟ୍ରେଣ୍ଡ ଦେଖିବାକୁ ମିଳିଛି। ଏଥିରେ ୧୧ ଲକ୍ଷ ଲୋକ ସାମିଲ ହୋଇଥିବା ଜଣାପଡିଛି, ଯାହା ସମସ୍ତଙ୍କୁ…

‘ଉତ୍ପାଦନ,ବଜାର ଉପଯୋଗିତାକୁ ଗୁରୁତ୍ୱ’

ଭୁବନେଶ୍ୱର,୮।୧୨: ବର୍ତ୍ତମାନ ସମୟରେ ଗୋପାଳନ ସଂଖ୍ୟା ହ୍ରାସ ପାଉଥିବାରୁ ଅନେକ ପ୍ରକାର ସମସ୍ୟା ଦେଖାଦେଉଛି। ବିଶେଷ କରି ଗୋସମ୍ପଦ ଓ ଉତ୍ପାଦର ପରିମାଣର ହ୍ରାସ ପାଇବାରେ ଲାଗିଛି। ଏପରିକି ଗୋପାଳନ ସହ ଦୁଗ୍ଧ ଉତ୍ପାଦନ ଓ ବଜାର ଉପଯୋଗିତାକୁ ଗୁରୁତ୍ୱ ଦେବାକୁ…

‘ନୂଆ ପ୍ଲାଟ୍‌ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’

ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଭାଗ୍ୟଶାଳୀ…

‘ଆଇଏଲ୍‌ବିଏସ୍‌ ସହ ଜିଓ ଟ୍ରୁ-୫ଜିର ସହଯୋଗିତା’

ମୁମ୍ବାଇ,୮।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଜିଓ ଟ୍ରୁ-୫ଜି ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ ବିଲିଆରି ସାଇନ୍‌ସେସ୍‌ (ଆଇବିଏଲ୍‌ଏସ୍‌) ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗିତା ସ୍ଥାପନ ହୋଇଯାଇଛି। ବିଶେଷକରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ସାଙ୍ଗକୁ ଟେକ୍ନୋଲୋଜି ଜରିଆରେ…

‘ଆଇଫୋନ୍‌ ନିର୍ମାଣର ହବ୍‌ ହେବ ଭାରତ’

ନୂଆଦିଲ୍ଲୀ,୮।୧୨: ବିଶ୍ୱର ପ୍ରମୁଖ ତଥା ପ୍ରିମିୟମ ବର୍ଗର ସ୍ମାର୍ଟଫୋନ୍‌ ନିର୍ମାତା ‘ଆଇଫୋନ୍‌’ ଖୁବ୍‌ଶୀଘ୍ର ତା’ର ରଣନୀତି ପରିବର୍ତ୍ତନକରି ଭାରତକୁ ଅଗ୍ରାଧିକାର ଦେବ ବୋଲି ଜଣାପଡ଼ିଛି। କାରଣ ବିଗତ ୨ ବର୍ଷ ହେବ କୋଭିଡ୍‌ କଟକଣା ଓ ଅନ୍ୟନ୍ୟା ସମସ୍ୟା ଯୋଗୁ କମ୍ପାନୀ…

ମିଶନ ଶକ୍ତି ସହ ଫ୍ଲିପ୍‌କାର୍ଟର ରାଜିନାମା

ଭୁବନେଶ୍ୱର, ୮।୧୨: ଦେଶର ପ୍ରମୁଖ ଇ-କମର୍ସ ସଂସ୍ଥା ଫ୍ଲିପ୍‌କାର୍ଟ ଏବଂ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି),କାରିଗର ଏବଂ ବୁଣାକାରମାନଙ୍କୁ ସ୍ଥାୟୀ…

ଶୁଭ୍ରାଂଶୁ ସେନାପତି ଅଧିନାୟକ

କଟକ ଅଫିସ, ୮ା୧୨: ଆଗାମୀ ରଣଜୀ ଟ୍ରଫି ସିଜନକୁ ଦୃଷ୍ଟିରେ ରଖି ୨ଟି ମ୍ୟାଚ ପାଇଁ ଓଡ଼ିଶା କ୍ରିକେଟ ଦଳ ଘୋଷଣା କରାଯାଇଛି। ବୁଧବାର ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ସିନିୟର ଚୟନ କମିଟି ବୈଠକ ବସି ୧୭ ଜଣିଆ ଦଳ…

ଚାଷୀଙ୍କୁ ଫସଲ ବୀମା ଅର୍ଥ ଦିଅ: ସଙ୍ଗୀତା

ନୂଆଦିଲ୍ଲୀ,୮।୧୨ : ଓଡ଼ିଶାର ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ)ରେ ସେମାନଙ୍କ ପ୍ରାପ୍ୟ ରାଶି ପ୍ରଦାନ ସକାଶେ ରାଜ୍ୟର ବିଜେଡି ସରକାରଙ୍କୁ କେନ୍ଦ୍ର ନିର୍ଦ୍ଦେଶ ଦେଉ ବୋଲି ଲୋକ ସଭାରେ ଭାଜପା ସଦସ୍ୟ ସଙ୍ଗୀତା କୁମାରୀ ସିଂଦେଓ ଦାବି କରିଛନ୍ତି।…

ଗଛରେ ବାଘର ଝୁଲନ୍ତା ମୃତଦେହ

ଭୋପାଳ, ୮।୧୨: ମଧ୍ୟପ୍ରଦେଶ ବିକ୍ରମପୁରର ପାନ୍ନା ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନରେ ଝୁଲନ୍ତା ଅବସ୍ଥାରେ ଏକ ବାଘର ମୃତଦେହ ମିଳିଛି। ଅଣ୍ଡିରା ବାଘର ବୟସ ୨ ବର୍ଷ ହୋଇଥିବାବେଳେ ପାନ୍ନାରେ ଏଭଳି ପ୍ରଥମ ଘଟଣା ଘଟିଥିବା କୁହାଯାଉଛି। ବନ ବିଭାଗ ପକ୍ଷରୁ ଘଟଣାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri