ଗୁଜରାଟ ଏଏପିରେ ପରିବର୍ତ୍ତନ
ଅହମ୍ମଦାବାଦ,୫।୧: ଗୁଜରାଟ ବିଧାନସଭା ନିର୍ବାଚନ ପରାଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ଏକ ବଡ ପରିବର୍ତ୍ତନ କରିଛି। ଏଏପିର ରାଜ୍ୟ ସଭାପତି ଗୋପାଳ ଇଟାଲିୟାଙ୍କୁ ଜାତୀୟ ଯୁଗ୍ମ ସଚିବ ଏବଂ ମହାରାଷ୍ଟ୍ରରେ ଏଏପିର ସହ-ପ୍ରଭାରୀ କରାଯାଇଛି। ଗୁଜରାଟ ବିଧାନସଭା ନିର୍ବାଚନରେ…
ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା
ନୂଆଦିଲ୍ଲୀ, ୫।୧: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା ସୁବିଧା ଯୋଗାଇ ଦେବା ଲାଗି କେନ୍ଦ୍ର ନିଷ୍ପତ୍ତି ନେଇଛି। ଦେଶର ଯେ କୌଣସି ସ୍ଥାନକୁ ଯାତ୍ରା କରିବାବେଳେ ବୋଷଙ୍କ ସୁରକ୍ଷାରେ ୨୫ରୁ ୩୦ ଆର୍ମଡ୍ ଫୋର୍ସ ତାଙ୍କ…
ଏମ୍ପି ସରକାରଙ୍କ ବିରୋଧରେ ୧୦ ହଜାର କୋଟିର ମାମଲା
ଇନ୍ଦୋର,୫।୧: ମଧ୍ୟପ୍ରଦେଶର ପଟଲମ୍ ଅଞ୍ଚଳର ଜଣେ ଆଦିବାସୀଙ୍କୁ ମିଛ ଅଭିଯୋଗରେ ୬୬୬ ଦିନ ଜେଲରେ ରଖାଯାଇଥିଲା। ଗତବର୍ଷ ଅକ୍ଟୋବରରେ ତାଙ୍କୁ ଗଣବଳାତ୍କାର ମାମଲାରେ ଦୋଷମୁକ୍ତ କରାଯାଇଥିଲା। ଏହି ବ୍ୟକ୍ତି ଜଣକ ବିନା ଦୋଷରେ ଜେଲ ଯାଇଥିବାରୁ ମଧ୍ୟପ୍ରଦେଶ ସରକାର ତାଙ୍କୁ ୧୦,୦୦୬…
୬ ଭାରତୀୟ ବଂଶୋଦ୍ଭବଙ୍କୁ ପୁନଃ ମନୋନୀତ କଲେ ବାଇଡେନ୍
ଓ୍ବାଶିଂଟନ,୫।୧: ଆମେରିକା ପ୍ରଶାସନର କେତେକ ଶୀର୍ଷ ପଦବୀକୁ ଅନୂ୍ୟନ ୬ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ରାଷ୍ଟ୍ରପତି ଜୋ ବାଇଡେନ୍ ପୁନଃ ମନୋନୀତ କରିଛନ୍ତି। ସେଗୁଡ଼ିକୁ ସିନେଟ ଅନୁମୋଦନ ନିମନ୍ତେ ପଠାଯାଇଛି। ରିଚାର୍ଡ ବର୍ମା (୫୪)ଙ୍କୁ ପରରାଷ୍ଟ୍ର ବିଭାଗର ପରିଚାଳନା ଓ ସମ୍ବଳ…
ଆଲ୍ଲାହାବାଦ ହାଇକୋର୍ଟ ରାୟ ଉପରେ ସ୍ଥଗିତାଦେଶ
ନୂଆଦିଲ୍ଲୀ,୫।୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ବିନା ପୌର ନିର୍ବାଚନ କରାଇବାକୁ ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ବୁଧବାର ଉକ୍ତ ରାୟ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ଫଳରେ ପୌର ନିର୍ବାଚନରେ ସଂରକ୍ଷଣକୁ ନେଇ…
ନୂଆ ଦଲାଇ ଲାମା ଚୟନରେ ହସ୍ତକ୍ଷେପ କରିବ ଚାଇନା
କୋଲକାତା,୫।୧: ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନରେ ଚାଇନା ହସ୍ତକ୍ଷେପ କରିବ। ଏଥିପାଇଁ ବେଜିଂ ୧୫ ବର୍ଷ ହେଲା ପ୍ରସ୍ତୁତି ଚଳାଇଥିବା ତିବ୍ବତ ନିର୍ବାସିତ ସରକାରର ମୁଖ୍ୟ ପେନ୍ପା ସେରିଙ୍ଗ କହିଛନ୍ତି। ଗଣତାନ୍ତ୍ରିକ ଉପାୟରେ ଦଲାଇଲାମାଙ୍କ ଉତ୍ତରାଧିକାରୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଉ…
ହାଇପରସୋନିକ୍ ମିଶାଇଲ ପ୍ରସ୍ତୁତ
ମସ୍କୋ,୫ା୧: ୟୁକ୍ରେନ୍ ଆକ୍ରମଣର ୩୧୫ ଦିନ ପରେ ମଧ୍ୟ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ଯୁଦ୍ଧଖୋର ମନୋଭାବ ଯାଇନାହିଁ। ସେ ହାଇପରସୋନିକ୍ କ୍ରୁଜ୍ ମିଶାଇଲ ବୋଝେଇ ଯୁଦ୍ଧଜାହାଜ ଆଡ୍ମିରାଲ ଗୋର୍ଶକୋଭ୍କୁ ଆଟ୍ଲାଣ୍ଟିକ୍ ଏବଂ ଭାରତ ମହାସାଗରରେ ମୁତୟନ କରିଛନ୍ତି। ରୁଷୀୟ ସୈନ୍ୟଙ୍କୁ…
ଗର୍ଭାଶୟ କର୍କଟ ଚିହ୍ନଟ କରିବ ସର୍ଜିକାଲ ନାଇଫ୍
ଲଣ୍ଡନ,୫।୧: ଏଣିକି ଗର୍ଭାଶୟ କର୍କଟ ଚିହ୍ନଟ କରିବା ହେବ ଆହୁରି ସହଜ। ଲଣ୍ଡନର ଇମ୍ପେରିଆଲ କଲେଜର ବିଶେଷଜ୍ଞମାନେ ଏକ ବିଶେଷ ପ୍ରକାର ସର୍ଜିକାଲ ନାଇଫ୍ (ଛୁରି) ତିଆରି କରିଛନ୍ତି, ଯାହା ମାତ୍ର କିଛି ସେକେଣ୍ଡ ମଧ୍ୟରେ ଗର୍ଭାଶୟ କର୍କଟ ବା ଟ୍ୟୁମର…
ଗୁଜରାଟରେ ବିକ୍ଷୋଭ ଅପରାଧ
ନୂଆଦିଲ୍ଲୀ,୫ା୧: ଫୌଜଦାରି ଦଣ୍ଡ ସଂହିତା (ସିଆର୍ପିସି)ର ଧାରା ୧୪୪ ଜାରି ହୋଇଥିବା ସ୍ଥାନରେ କୌଣସି ପ୍ରକାର ବିକ୍ଷୋଭ ପ୍ରଦର୍ଶନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେଇପାରିବ। ଭାଜପା ଶାସିତ ଗୁଜରାଟ ବିଧାନସଭାରେ ୨୦୨୨ ମାର୍ଚ୍ଚରେ ଗୃହୀତ ଏ…
ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ନିଯୁକ୍ତ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ କଲ୍ୟାଣ ସ୍ବାସ୍ଥ୍ୟ ଯୋଜନାରେ ଯୋଗାଇ ଦିଆଯାଉଥିବା ସେବାର ବିକାଶ ପାଇଁ ନୂଆ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଯୁକ୍ତି ଦେଇଛନ୍ତି । ବିଭିନ୍ନ ସରକାରୀ ଯୋଜନା, ମେଡିକାଲ କଲେଜ ଓ ହସ୍ପିଟାଲରେ…
ପୁଣି ମିଳିଲା ପାକିସ୍ତାନୀ ଡ୍ରୋନ୍
ଅମୃତସର,୪।୧: ପଞ୍ଜାବରେ ଭାରତ ଏବଂ ପାକିସ୍ତାନ ସୀମାରେ ପୁଣି ପାକିସ୍ତାନ ଡ୍ରୋନ ଜବତ କରାଯାଇଛି। ସୀମା ସୁରକ୍ଷା ବଳ(ବିଏସଏଫ) ଯବାନମାନେ ଆଖୁ କ୍ଷେତରୁ ଏକ କ୍ଷତିଗ୍ରସ୍ତ ଡ୍ରୋନ ଏବଂ ୭୫୦ ଗ୍ରାମ ହେରୋଇନ୍ ଜବତ କରିଛନ୍ତି। ବିଏସଏଫର ୧୧୩ ବାଟାଲିୟନର ଇନ୍ସପେକ୍ଟର…
ହଟ୍ ଫଟୋ ଶେୟାର କରି ଟ୍ରୋଲ ହେଲେ ଉର୍ବଶୀ
ମୁମ୍ବାଇ: ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ଦୁର୍ଘଟଣା ପରେ ଅଭିନେତ୍ରୀ ଉର୍ବଶୀ ରୌତେଲା ଟ୍ରୋଲ ହେବାରେ ଲାଗିଛନ୍ତି। କାରଣ ଉର୍ବଶୀ ବିମାନରେ ବସି ଏକ ହଟ୍ ଫଟୋ ଶେୟାର କରିଛନ୍ତି। ଯାହାକୁ ନେଇ ତାଙ୍କୁ ଟ୍ରୋଲ କରିଛନ୍ତି ୟୁଜର୍ସ। କଳା ଏବଂ…

