Home

ଚଳିତ ବର୍ଷ ଇରାନରେ ୫୦୪ ଜଣଙ୍କୁ ମୃତ୍ୟୁଦଣ୍ଡ: ମାନବାଧିକାର ରିପୋର୍ଟ…

ତେହରାନ,୭।୧୨ : ଇରାନରେ ହିଜାବକୁ ନେଇ ଚାଲିଥିବା ବିରୋଧ ମଧ୍ୟରେ ଅତ୍ୟନ୍ତ ନିଷ୍ଠୁର ଖବର ସାମ୍ନାକୁ ଆସିଛି। ଚଳିତ ବର୍ଷ ଏପର୍ଯ୍ୟନ୍ତ ଏହି ଶିଆ ସଂଖ୍ୟାଗରିଷ୍ଠ ଦେଶରେ ୫୦୪ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଏହା ସହିତ ଅନ୍ୟ ମାମଲାରେ ମଧ୍ୟ ମୃତ୍ୟୁଦଣ୍ଡ…

ଶତ୍ରୁତା-ଯୁଦ୍ଧ ଶେଷ କରି ଶାନ୍ତି ଆଲୋଚନା କରନ୍ତୁ ରୁଷିଆ-ୟୁକ୍ରେନ: ଭାରତର ପରାମର୍ଶ…

ଜେନେଭା,୭।୧୨ : ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ କହିଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଜାରି ଶତ୍ରୁତାକୁ ତୁରନ୍ତ ବନ୍ଦ କରିବାକୁ ଭାରତ ଆହ୍ବାନ ଦେଇଛି । ଉଭୟ ଦେଶ କୂଟନୈତିକ ସ୍ତରରେ ଶାନ୍ତି ଆଲୋଚନା…

ରଣଜୀ ଟ୍ରଫିରେ ପ୍ରଥମ ଥର ମହିଳା ଅମ୍ପାୟର

ନୂଆଦିଲ୍ଲୀ, ୭।୧୨ (ପି.ଟି.): ରଣଜୀ ଟ୍ରଫିରେ ମହିଳା ଅମ୍ପାୟରଙ୍କୁ ମ୍ୟାଚ ପରିଚାଳନା ଲାଗି ସୁଯୋଗ ଦିଆଯିବ। ସେମାନେ ହେଲେ ବ୍ରିନ୍ଦା ରାଠି, ଜନନୀ ନାରାୟଣ ଓ ଗାୟତ୍ରୀ ଭେନୁଗୋପାଳ। ତେବେ ଖେଳାଳିମାନଙ୍କ ଆକ୍ରମଣାତ୍ମକ ଅପିଲକୁ ହାତେଇବା ସେମାନଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ…

ନାଚିଲେ ବ୍ରାଜିଲ ଖେଳାଳି

ଦୋହା,୭।୧୨(ପି.ଟି.): କ୍ୱାର୍ଟର ଫାଇନାଲ ପ୍ରବେଶ ପରେ ବ୍ରାଜିଲ ଦଳର ଖେଳାଳି ମାନେ ନାଚିଥିଲେ। ଟୁର୍ନାମେଣ୍ଟ ପୂର୍ବରୁ ପ୍ରତି ଗୋଲ ପାଇଁ ଭିନ୍ନ ସେଲିବ୍ରେଶନର ପ୍ରତିଶ୍ରୁତି ଦେଇଥିବା ବ୍ରାଜିଲ ଦଳ ଏହାକୁ ପାଳନ କରି ଆସିଛି। ଦକ୍ଷିଣ କୋରିଆ ବିପକ୍ଷ ବୃହତ ବିଜୟ…

ପୁରୁଷମାନେ ବି କାର୍ଯ୍ୟସ୍ଥଳରେ ହିଂସା-ଉତ୍ପୀଡନର ହେଉଛନ୍ତି ଶିକାର…

ଜେନେଭା,୭।୧୨ : କର୍ମକ୍ଷେତ୍ରରେ ହିଂସା ଏବଂ ନିର୍ଯାତନା ସାରା ବିଶ୍ୱରେ ବ୍ୟାପିବାରେ ଲାଗିଛି। ବିଶେଷକରି ମହିଳା, ଯୁବବର୍ଗ, ପ୍ରବାସୀ ତଥା ଦୈନିକ ମଜୁରୀ କର୍ମଚାରୀମାନେ ଏହାର ସମ୍ମୁଖୀନ ହେଉଥିବର ନେଇ କର୍ମକ୍ଷେତ୍ରରେ ହିଂସା ଏବଂ ଉତ୍ପୀଡନ ଘଟଣାର ସର୍ଭେ ରିପୋର୍ଟରେ ଏହା…

ମୁନ୍‌ ମିଶନ ସମ୍ପୂର୍ଣ୍ଣ: ଓରିଅନ ପୃଥିବୀ ମୁହାଁ…

ଓ୍ବାଶିଂଟନ,୭।୧୨ : ଆମେରିକୀୟ ସ୍ପେସ ଏଜେନ୍ସି (ନାସା) ର ଓରିଅନ ମହାକାଶଯାନ ଚନ୍ଦ୍ର ମିଶନକୁ ସମାପ୍ତ କରିଛି। ସୋମବାର ଦିନ ଓରିଅନ ଚନ୍ଦ୍ରର ନିକଟବର୍ତ୍ତୀ ହୋଇ ପୃଥିବୀକୁ ଫେରିବା ପାଇଁ ଏକ ମାଧ୍ୟାକର୍ଷଣ ସହାୟତା ବ୍ୟବହାର କରିଛି। ଏହା ସହିତ ଆର୍ଟେମିସ-୧…

ଅଡୁଆରେ ସାମୁଏଲ୍‌ ଇଟୋ

ଦୋହା, ୭।୧୨(ଏପି): କାମେରୁନ୍‌ ଫୁଟ୍‌ବଲ ମହାସଂଘ ସଭାପତି ତଥା ପୂର୍ବତନ ଷ୍ଟାର ଖେଳାଳି ସାମୁଏଲ ଇଟୋ ଅଡୁଆରେ ପଡ଼ିଯାଇଛନ୍ତି। ସୋମବାର ରାତିରେ ଦକ୍ଷିଣ କୋରିଆ ବିପକ୍ଷରେ ବ୍ରାଜିଲର ୪-୧ ଗୋଲ ବିଜୟ ମ୍ୟାଚ ପରେ ଷ୍ଟାଡିୟମ ୯୭୪ ବାହାରେ ପ୍ରଶଂସକଙ୍କ ସହ…

ନାଇଟ୍‌ ଅଫ୍‌ ଦି ବ୍ରାଜିଲ ଶୋ’

ଜର୍ଗିନୋ: ଚମତ୍କାର ପ୍ରଦର୍ଶନ। ସାରା ବିଶ୍ୱ ବ୍ରାଜିଲ ଫୁଟବଲ ମ୍ୟାଜିକ୍‌ର ଝଲକ ଦେଖିଲା। ମାତ୍ର ଅଧଘଣ୍ଟାରେ ଟିଟେଙ୍କ ଟିମ୍‌ ମ୍ୟାଚକୁ ନିଜ ସପକ୍ଷକୁ ନେଇ ଯାଇଥିଲା। ଦକ୍ଷିଣ କୋରିଆର ଦୁର୍ବଳ ରଣନୀତି ବ୍ରାଜିଲକୁ ସହଜ ବିଜୟ ଦେଲା। ଏହା ଏକ ବ୍ରାଜିଲ…

ରାମୋସଙ୍କ ହ୍ୟାଟ୍ରିକ୍‌: କ୍ୱାର୍ଟରରେ ପର୍ତ୍ତୁଗାଲ

ଦୋହା,୭।୧୨: ଫରଓ୍ବାର୍ଡ ଗୋନ୍ସାଲୋ ରାମୋସଙ୍କ ହ୍ୟାଟ୍ରିକ୍‌ ବଳରେ ଆତ୍ମବିଶ୍ୱାସ ଭରା ବିଜୟ ସହିତ କ୍ୱାର୍ଟରରେ ପ୍ରବେଶ କରିଛି ପର୍ତ୍ତୁଗାଲ। ଲୁସେଲ ଷ୍ଟାଡିୟମରେ ମଙ୍ଗଳବାର ଖେଳା ଯାଇଥିବା ରାଉଣ୍ଡ ଅଫ୍‌ ୧୬ର ଅନ୍ତିମ ମ୍ୟାଚରେ ରାମୋସ ଚଳିତ ବିଶ୍ୱକପର ପ୍ରଥମ ହ୍ୟାଟ୍ରିକ ଅର୍ଜନ…

ସ୍ପେନ୍‌କୁ ବିଦାକଲା ମରକ୍କୋ

ଅଲ୍‌ ରାୟାନ (କାତାର), ୭।୧୨: ଚଳିତ ଫିଫା ବିଶ୍ୱକପରେ ସବୁଠାରୁ ବଡ଼ ବିସ୍ମୟ ସୃଷ୍ଟି କରିଛି ମରକ୍କୋ। ୨୦୧୦ର ଚାମ୍ପିୟନ ସ୍ପେନ୍‌କୁ ପେନାଲ୍ଟି ଶୁଟ୍‌ ଆଉଟ୍‌ ୩-୦ ଗୋଲରେ ହରାଇ ଇତିହାସ ସୃଷ୍ଟି କରିଛି। ପ୍ରଥମଥରପାଇଁ ଫୁଟବଲ ବିଶ୍ୱକପର କ୍ୱାର୍ଟର ଫାଇନାଲରେ…

ଫିଫା ଟ୍ରଫି ଉନ୍ମୋଚନ କରିବେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ ୧୫ ବର୍ଷ ମଧ୍ୟରେ ଅନେକ ବ୍ଲକବଷ୍ଟର ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଚଳିତବର୍ଷ ଅଭିନେତ୍ରୀ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଜୁରୀ ସଦସ୍ୟ ଭାବେ ଭାରତର ପ୍ରତିନିଧିତ୍ୱ କରୁଥିଲେ। ଏସବୁ ନେଇ ଲାଇମଲାଇଟ୍‌ରେ ଥିବା…

ଦେଶ ସୁରକ୍ଷା କରୁଥିବା ଯବାନଙ୍କ ପରିବାର ଦାୟିତ୍ୱ ସାଧାରଣ ଜନତାଙ୍କର

ଆର୍ମଡ୍‌ ଫୋର୍ସ ଫ୍ଲାଗ୍‌ ଡେ ଭାରତର ସଶସ୍ତ୍ର ବାହିନୀର ସୈନିକମାନଙ୍କୁ ସମ୍ମାନିତ କରିବା ପାଇଁ ଉତ୍ସର୍ଗୀକୃତ ଦିନଟିଏ। ୧୯୪୯ରୁ ଡିସେମ୍ବର ୭ ରେ ଏହା ପ୍ରତିବର୍ଷ ଭାରତରେ ପାଳନ କରାଯାଉଛି। ଭାରତ ସ୍ବାଧୀନତା ହାସଲ କରିବା ପରେ ତୁରନ୍ତ ଏହାର ପ୍ରତିରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri