Home

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ମିଥ୍ୟା ଅଡିଓ ଭାଇରାଲ କରୁଛି ବିଜେଡି: ଭାଜପା

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ଲାଗି ବିଜେଡି ସରକାରୀ କଳ ଓ ପ୍ରଶାସନକୁ ପ୍ରଚାର କାର୍ଯ୍ୟରେ ଲଗାଇଛି। ଶେଷରେ ବିଜେଡି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏହି ଉପନିର୍ବାଚନକୁ ଟାଣିବା ସହ ମିଥ୍ୟା ଅଡିଓ, ଭିଡିଓର ଷଡ଼ଯନ୍ତ୍ର ରଚନାକରି ସବୁ ଅପରାଧର ସୀମା…

ଟୁଇଟର ପଲିସିରେ ହୋଇନାହିଁ କୌଣସି ପରିବର୍ତ୍ତନ, ଟୁଇଟ କରି ନିଜେ ସୂଚନା ଦେଲେ ମସ୍କ

ୱାଶିଂଟନ,୨୯ ।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ଉପରେ ଏବେ ଟେଲସାର ସିଇଓ ଏଲନ ମସ୍କଙ୍କ୍‌ର ମାଲିକାନା ଆସିଯାଇଛି । ଏହି ସଫଳତା ପରେ ଏଲନ ମସ୍କଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ଏହି ତାଲିକାରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି…

ହାରିବା ଭୟ ଘାରିଲାଣି: ବିଜେଡି

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ରାଜ୍ୟ ଭାଜପା ନେତାଙ୍କ ମୁଣ୍ଡ ଆଉ କାମ କରୁନାହିଁ। ସେମାନେ ଔଷଧ ବିକଳରେ ତାଟିଆ କାମୁଡ଼ିଲା ପରି ହେଉଛନ୍ତି। ଜଣେ ମହିଳାଙ୍କ ମୁହଁ ଢାଙ୍କି ଟଙ୍କା ବଣ୍ଟା…

ପ୍ରଚାରରେ କଂଗ୍ରେସର ହେଭିଓ୍ବେଟ୍‌

ଭଦ୍ରକ ଅଫିସ, ୨୯ା୧୦: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଜୋର୍‌ଦାର ପ୍ରଚାର କରାଯାଇଛି। ଦଳର ହେଭିୱେଟମାନେ ଧୂଷୁରୀ ଜୋନ୍‌ରେ ପ୍ରାର୍ଥୀ ହରେକୃଷ୍ଣ ସେଠୀଙ୍କ ପାଇଁ ପ୍ରଚାର କରିଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ…

ତେଲଙ୍ଗାନା ଘୋଡ଼ା ବେପାର ଅଭିଯୋଗ: ସିବିଆଇ ତଦନ୍ତ ଦାବି

ନୂଆଦିଲ୍ଲୀ,୨୯ା୧୦(ପି.ଟି.): ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌)ର ୪ ବିଧାୟକଙ୍କୁ କିଣିବା ଲାଗି ଭାଜପା ଉଦ୍ୟମ ଚଳାଇଥିବା ଆଞ୍ଚଳିକ ଦଳ ପକ୍ଷରୁ ଅଭିଯୋଗ ହୋଇଥିଲା। ଉକ୍ତ ବିଧାୟକମାନଙ୍କୁ ୧୦୦ କୋଟି ଟଙ୍କା ଲେଖାଏ ଯଚାଯାଇଥିବା କୁହାଯାଇଥିଲା। ମୁନୁଗୋଡ଼େ ଉପନିର୍ବାଚନକୁ ପ୍ରଭାବିତ କରିବା ଲାଗି…

ୟୁଏନଏସସିର ଦ୍ୱିତୀୟ ବୈଠକରେ ମୁମ୍ବାଇ ପରେ ଦିଲ୍ଲୀରୁ ପାକିସ୍ତାନକୁ କରାଯିବ ଟାର୍ଗେଟ

ନୂଆଦିଲ୍ଲୀ,୨୯ ।୧୦: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଆତଙ୍କବାଦ ନିରୋଧକ ସମିତିର ବିଶେଷ ବୈଠକର ଶନିବାର ହେଉଛି ଦ୍ୱିତୀୟ ଦିବସ । ଦ୍ୱିତୀୟ ଦିନର ବୈଠକ ଶନିବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ୩ ବିନ୍ଦୁ ଉପରେ…

ମାଗଣା ସହାୟତା ଉପରେ ଭୋଟର ନିଷ୍ପତ୍ତି ନିଅନ୍ତୁ: କଂଗ୍ରେସ

ନୂଆଦିଲ୍ଲୀ,୨୯ା୧୦(ଆଇଏଏନ୍‌ଏସ୍‌): ମାଗଣା ସହାୟତା ପ୍ରସଙ୍ଗରେ ଭୋଟରମାନେ ନିଷ୍ପତ୍ତି ନେବା ଉଚିତ ବୋଲି ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ନିର୍ବାଚନ କମିଶନଙ୍କୁ ଜଣାଇଛି। କ୍ଷେତ୍ର ଅଧିକାର, ପ୍ରବର୍ତ୍ତନତା, ମାଗଣା ଉପହାରର ସଂଜ୍ଞା ଓ ଅନ୍ୟାନ୍ୟ ପ୍ରସଙ୍ଗରେ କଂଗ୍ରେସ ପକ୍ଷରୁ ପଏଣ୍ଟ ଅନୁଯାୟୀ ଉତ୍ତର…

ଆଜମ୍‌ ଖାନ୍‌ଙ୍କ ବିଧାୟକ ପଦ ଗଲା

ଲକ୍ଷ୍ନୌ,୨୯ା୧୦(ପି.ଟି.): ଘୃଣା ମନ୍ତବ୍ୟ ମାମଲାରେ ଦୋଷୀସାବ୍ୟସ୍ତ ହେବା ସହ ୩ ବର୍ଷ ଜେଲଦଣ୍ଡ ପାଇଥିବା ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଶୁକ୍ରବାର ଉତ୍ତରପ୍ରଦେଶ ବିଧାନସଭାରୁ ଅଯୋଗ୍ୟ ଘୋଷଣା କରାଯାଇଛି। ଆଜମ୍‌ ଅଯୋଗ୍ୟ ଘୋଷିତ ହେବା ସହ ରାମପୁର ସଦର…

ତୋ ମୁଣ୍ଡରେ କେମିକାଲ ଢାଳିବି

ନୂଆଦିଲ୍ଲୀ,୨୯ା୧୦: ଛଟ୍‌ ପୂଜା ପୂର୍ବରୁ ଶୁକ୍ରବାର ଯମୁନା ନଦୀଘାଟ ଅନୁଧ୍ୟାନ କରିବାକୁ ଯାଇଥିବା ପଶ୍ଚିମ ଦିଲ୍ଲୀର ଭାଜପା ଏମ୍‌ପି ପର୍ଭେଶ ବର୍ମା ଜଣେ ଅଫିସରଙ୍କ ଉପରେ ଗର୍ଜୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଦେଢ଼ ମିନିଟ୍‌ର ଏହି ଭିଡିଓରେ ବର୍ମା…

୭୫ ଭିତ୍ତିଭୂମି ପ୍ରକଳ୍ପ ଉଦ୍‌ଘାଟନ କଲେ ରାଜନାଥ

ନୂଆଦିଲ୍ଲୀ,୨୯ା୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ୭୫ଟି ଭିତ୍ତିଭୂମି ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରଣନୀତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ। ଶ୍ୟୋକ ନଦୀ ଉପରେ ନିର୍ମିତ ୧୨୦ ମିଟର ବ୍ରିଜ୍‌ ସବୁ ସମୟରେ ସଶସ୍ତ୍ର ବଳକୁ ପ୍ରକୃତ ନିୟନ୍ତ୍ରଣ ରେଖା…

ନାନ୍ସି ପେଲୋସିଙ୍କ ସ୍ବାମୀଙ୍କୁ ଆକ୍ରମଣ

ଓ୍ବାଶିଂଟନ,୨୯ା୧୦: ଆମେରିକା ହାଉସ୍‌ ସ୍ପିକର ନାନ୍ସି ପେଲୋସିଙ୍କ ସ୍ବାମୀ ପଲ୍‌ ପେଲୋସି(୮୨)ଙ୍କୁ ଶୁକ୍ରବାର ସକାଳେ ହିଂସାତ୍ମକ ଆକ୍ରମଣ ହୋଇଛି। ଆକ୍ରମଣକାରୀ ଜଣକ ଦମ୍ପତିଙ୍କ ସାନ୍‌ ଫ୍ରାନ୍ସିସ୍କୋ ବାସଭବନରେ ପ୍ରବେଶ କରି ଆକ୍ରମଣ କରିଥିଲେ। ଆକ୍ରମଣର କାରଣ ଜଣାପଡ଼ି ନାହିଁ। ପୋଲିସ ଆକ୍ରମଣକାରୀଙ୍କୁ…

୨୬/୧୧ ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦିଆଯାଉଛି: ଜୟଶଙ୍କର

ମୁମ୍ବାଇ,୨୯ା୧୦: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଓ ଯୋଜନା ପ୍ରସ୍ତୁତକାରୀଙ୍କୁ ଦଣ୍ଡ ଦିଆ ନ ଯାଇ ସୁରକ୍ଷା ଯୋଗାଇ ଦିଆଯାଉଛି। ଏହା ସାମୂହିକ ବିଶ୍ୱସନୀୟତାକୁ ଦୁର୍ବଳ କରୁଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଶୁକ୍ରବାର କହିଛନ୍ତି। ଯେତେବେଳେ କେତେଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri