Home

ଭାରତୀୟ ଦିନିକିଆ ଦଳରେ ବୁମ୍‌ରା ସାମିଲ

ମୁମ୍ବାଇ, ୪।୧(ପି.ଟି.): ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ପାଇଁ ଷ୍ଟାର ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କୁ ମଙ୍ଗଳବାର ଭାରତୀୟ ଦିନିକିଆ କ୍ରିକେଟ ଦଳରେ ସାମିଲ କରାଯାଇଛି। ଜାନୁୟାରୀ ୧୦ରୁ ଆରମ୍ଭ ହେବାକୁଥିବା ଏହି ସିରିଜ ପାଇଁ…

୨.୫ ଲକ୍ଷ ଟୁଇଟର ଅକାଉଣ୍ଟ ବନ୍ଦ କରିବାକୁ ଆମେରିକା ସରକାରି କହିଥିଲେ: ଏଲନ ମସ୍କ…

ଓ୍ବାଶିଂଟନ,୪।୧ : ଏଲନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ପ୍ରାୟ ୨.୫ ଲକ୍ଷ ଟୁଇଟର ଆକାଉଣ୍ଟ ବନ୍ଦ କରିବାକୁ ଆମେରିକା ସରକାର ଦାବି କରିଥିଲେ। ଏହି ଆକାଉଣ୍ଟ ଗଣମାଧ୍ୟମ ପ୍ରତିନିଧି ଏବଂ କାନାଡିଆନ ଅଧିକାରୀଙ୍କର ଥିଲା।…

ରାଜ୍ୟସ୍ତରକୁ ୧୦ ଖେଳାଳିଙ୍କୁ ଯୋଗ୍ୟତା

ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ସ୍କୁଲ୍ସ ସ୍ପୋଟର୍‌ସ ଆସୋସିଏଶନ ଆନୁକୂଲ୍ୟରେ ଆନ୍ତଃସ୍କୁଲ ଚେସ୍‌ ଚାମ୍ପିୟନଶିପ୍‌ ୟୁନିଟ-୮ ସରକାରୀ ବାଳକ ହାଇସ୍କୁଲ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବାଳିକା ବିଭାଗରେ ୪ ଓ ବାଳକରେ ୫ ରାଉଣ୍ଡ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ…

୧୯୭୩: ନେଦରଲାଣ୍ଡ୍ସକୁ ପ୍ରଥମ ଟାଇଟଲ

ବିଶ୍ୱକପ୍‌ର ଦ୍ୱିତୀୟ ସଂସ୍କରଣ ନେଦରଲାଣ୍ଡ୍ସର ଆମଷ୍ଟେଲଭିନଠାରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ପୂର୍ବ ସଂସ୍କରଣ ଅପେକ୍ଷା ଏଥିରେ ଦଳ ସଂଖ୍ୟା ୨ ବଢ଼ିଥିଲା। ୧୨ଟି ଦଳକୁ ନେଇ ହୋଇଥିଲା ଏହି ବିଶ୍ୱକପ୍‌। ପୂର୍ବ ଫର୍ମାଟ ଭଳି ଏଥର…

ଚାଇନା-ରୁଷିଆ ବିପଦ ମଧ୍ୟରେ ହ୍ବାଇଟ ହାଉସ ଘୋଷଣା କଲା ୨୦୨୩ର ଯୋଜନା…

ଓ୍ବାଶିଂଟନ,୪।୧ : ରୁଷିଆ ଏବଂ ଚାଇନା ବିପଦ ମଧ୍ୟରେ ଆମେରିକା ୨୦୨୩ ପାଇଁ କୂଟନୈତିକ ସ୍ଥିତି ସ୍ପଷ୍ଟ କରିଛି। ହ୍ବାଇଟ ହାଉସ କହିଛି ଯେ ଦୀର୍ଘ ଦିନ ଧରି ଆମେରିକା ନିଜର ରଣନୀତିକ ସ୍ଥିତିକୁ ମଜବୁତ କରିବ। ହ୍ବାଇଟ ହାଉସର ପ୍ରେସ…

ନାଗାଲାଣ୍ଡର ସମ୍ମାନଜନକ ସ୍କୋର

ଭୁବନେଶ୍ୱର,୪।୧(କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ମଙ୍ଗଳବାର ଆରମ୍ଭ ହୋଇଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ନାଗାଲାଣ୍ଡ ସମ୍ମାନଜନକ ସ୍କୋର ଦିଗରେ ଅଗ୍ରସର ହୋଇଛି। ଚଳିତ ସିଜନରେ ୫ଟି ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ନାଗାଲାଣ୍ଡ ଉପରେ ଓଡ଼ିଶା ବୋଲରମାନେ…

ଭାରତର ରୋମାଞ୍ଚକ ବିଜୟ

ମୁମ୍ବାଇ, ୪।୧: ଦୀପକ ହୁଦା ଓ ଅକ୍ଷର ପଟେଲଙ୍କ ଦୃଢ଼ ବ୍ୟାଟିଂ ପରେ ପଦାର୍ପଣକାରୀ ଶିବମ୍‌ ମାଭିଙ୍କ ଚମତ୍କାର ବୋଲିଂ ବଳରେ ଭାରତ ମଙ୍ଗଳବାର ଅନୁଷ୍ଠିତ ସିରିଜର ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଶ୍ରୀଲଙ୍କାକୁ ରୋମାଞ୍ଚକଭାବେ ୨ ରନରେ ପରାସ୍ତ କରିଛି।…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୪।୧: କ୍ରମାଗତ ୨ଦିନ ଲାଗି ଦଲାଲ ଷ୍ଟ୍ରିଟରେ ଉତ୍ସାହ ପରିଲିକ୍ଷୀତ ହୋଇଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇ ପାରିଛନ୍ତି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୨୬…

ମେକ୍ସିକୋର ପ୍ରତିଶୋଧ ନେଲା ରୁଷିଆ: ଡୋନେଟସ୍କରେ ୧୩୦ ୟୁକ୍ରେନ ସୈନ୍ୟଙ୍କୁ ହତ୍ୟା କଲା…

ମସ୍କୋ,୪।୧ : ରୁଷିଆରେ ମେକ୍ସିକୋରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେଇଛି। ଏହି ଆକ୍ରମଣରେ ୬୩ ରୁଷିଆ ସୈନ୍ୟଙ୍କର ମୃତ୍ୟୁ ଘଟିଥିଲା। ରୁଷିଆ ଡୋନେଟସ୍କର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ୧୩୦ ୟୁକ୍ରେନ ସୈନ୍ୟଙ୍କୁ ହତ୍ୟା କରିଛି। ରୁଷିଆର ବାୟୁସେନା ରିପୋର୍ଟ କରିଛି…

ଡିସେମ୍ବରରେ ହୋଣ୍ଡାର ୭,୦୬୨ ୟୁନିଟ୍‌ ଯାନ ବିକ୍ରି

ନୂଆଦିଲ୍ଲୀ,୪।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ୨୦୨୨ ଡିସେମ୍ବରର ଯାନ ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତ ବଜାରରେ କମ୍ପାନୀ ଗତ ବର୍ଷ ମୋଟ ୯୫,୦୨୨ ୟୁନିଟ୍‌ ଯାନ ବିକ୍ରି କରିଥିବା ରେକର୍ଡ…

ଏମ୍‌ଇଏମ୍‌ସି ଇନ୍‌ସ୍ପେକ୍ସନ୍‌ ଉଇକିର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ସଲର ମିତ୍ତଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ (ଏଏମ୍‌ଆଇପିଏଲ୍‌) ଏବଂ ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ (ଆଇବିଏମ୍‌) ର ଭୁବନେଶ୍ୱର କାର୍ଯ୍ୟାଳୟ ସହଯୋଗରେ ୨୪ତମ ଖଣି ପରିବେଶ ଏବଂ ଖଣିଜ ସଂରକ୍ଷଣ (ଏମ୍‌ଇଏମ୍‌ସି) ସପ୍ତାହ ନିକଟରେ…

ସୁଶୀଲ ଜେଏସ୍‌ଏଲ୍‌ର ନୂତନ ସିଏଚ୍‌ଆର୍‌ଓ

ନୂଆଦିଲ୍ଲୀ,୪।୧: ଦେଶର ପ୍ରମୁଖ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ନିର୍ମାତା ତଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ନୂତନ ମୁଖ୍ୟ ମାନବ ସମ୍ବଳ ଅଧିକାରୀ (ସିଏଚ୍‌ଆର୍‌ଓ) ଭାବେ ସୁଶୀଲ ବାୱେଜାଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଥିବା ଜେଏସ୍‌ଏଲ୍‌ ପକ୍ଷରୁ କୁହାଯାଇଛି। ଏହାପୂର୍ବରୁ ସୁଶୀଲ ଡିସିଏମ୍‌ ଶ୍ରୀରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?