Home

କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ/ଗୋପପୁର,୨।୧:ବରଗଡ଼ ଧନୁଯାତ୍ରା ମହୋତ୍ସବର ରବିବାର ଷଷ୍ଠ ଦିବସରେ ମଥୁରାନଗରୀ ରାଜ ଦରବାରରେ କଂସ ମହାରାଜଙ୍କ ରଙ୍ଗସଭା ଏବଂ ଗୋପପୁରରେ ବସ୍ତ୍ରହରଣ ଦୃଶ୍ୟାଭିନୟ ହୋଇଥିଲା। ଏହାକୁ ଦେଖିବା ପାଇଁ ଉଭୟ ମଥୁରା ଏବଂ ଗୋପପୁରରେ ଦର୍ଶକଙ୍କ ପ୍ରବଳ ସମାଗମ ହୋଇଥିଲା। ଅପରାହ୍ନରେ କଂସ…

ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ହେବ ହକି ବିଶ୍ୱକପ୍‌

ଭୁବନେଶ୍ବର,୨ା୧(ବ୍ୟୁରୋ):ଓଡ଼ିଶାରେ ହକି ବିଶ୍ୱକପ୍‌ ଆୟୋଜନରେ ଯେପରି ଟିକେ ବି ଭୁଲ୍‌ ନ ହୁଏ, ସେନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତି ଉପରେ ଗୁରୁତ୍ୱ ଦେଉଛନ୍ତି। ଗତ ୨ ବର୍ଷ ହେଲା କୋଭିଡ୍‌ ଯୋଗୁ ସାରା ଦେଶରେ କରୋନା କଟକଣା ରହିଥିଲା।…

ସହରାଞ୍ଚଳରେ ବଢୁଛି ବେରୋଜଗାରୀ

ନୂଆଦିଲ୍ଲୀ,୨ା୧ : ୨୦୨୨ ନଭେମ୍ବରରେ ଦେଶରେ ବେକାରି ହାର ୮% ଥିବାବେଳେ ଡିସେମ୍ବର ମାସରେ ଏହା ୮.୩୦%କୁ ବୃଦ୍ଧି ପାଇଛି। ବେରୋଜଗାରୀ ବୃଦ୍ଧିରେ ଏହା ଗତ ୧୬ ମାସରେ ସର୍ବାଧିକ ବୋଲି ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି (ସିଏମ୍‌ଆଇଇ) ତଥ୍ୟରୁ…

କ୍ୟାନ୍‌ସର ସେଲ୍‌ ନାଶ କରିବ କୃତ୍ରିମ ଡିଏନ୍‌ଏ

ଟୋକିଓ,୨।୧: ସଦ୍ୟଶିଶୁଠାରୁ ଆରମ୍ଭ କରି ବୟସ୍କ, ପ୍ରତ୍ୟେକ ବୟସ ବର୍ଗର ଲୋକେ ବର୍ତ୍ତମାନ କ୍ୟାନ୍‌ସରରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଏହି ରୋଗ ଭଲ କରିବା ଲାଗି ଉପଲବ୍ଧ ଥିବା ଚିକିତ୍ସା ପଦ୍ଧତି ବ୍ୟୟବହୁଳ ହୋଇଥିବାବେଳେ ଏହା ରୋଗୀ ଶରୀରରେ ବହୁ ପାର୍ଶ୍ୱ…

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ

ରାୟଗଡ଼ା,୨ା୧(ସ୍ବ.ପ୍ର.):ରାୟଗଡ଼ାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ଆଣ୍ଟୋଭ ପାଭେଲ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ବେଳେ ଗୋଟିଏ ପରେ ଗୋଟିଏ କଥା ଜଣାପଡ଼ୁଛି। ରବିବାର କ୍ରାଇମବ୍ରାଞ୍ଚ ପକ୍ଷରୁ ଡିଏସ୍‌ପି ସରୋଜକାନ୍ତ ମହାନ୍ତ…

୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଡ୍ରଗ୍ସ ଜବତ: ଆଫ୍ରିକୀୟ ମହିଳାଙ୍କ ସମେତ ୩ ଗିରଫ

ମୁମ୍ବାଇ,୨।୧:ମୁମ୍ବାଇ ପୋଲିସର ଆଣ୍ଟି ନାର୍କୋଟିକ୍ସ ସେଲର ଘାଟକୋପର ୟୁନିଟ ମହିମ ଏବଂ ବିରାର ଅଞ୍ଚଳରୁ ୬୧୦ ଗ୍ରାମ ଏମଡି ଡ୍ରଗ୍ସ ଜବତ କରିଛି। ଏହି ମାମଲାରେ ଆଫ୍ରିକୀୟ ମହିଳାଙ୍କ ସମେତ ୩ଜଣଙ୍କୁ ପୋଲିସ ଗିରଫ କରିଛି। ଜବତ ହୋଇଥିବା ଡ୍ରଗ୍ସର ମୂଲ୍ୟ…

ବଡ଼ ଟ୍ରେନ୍‌ ଦୁର୍ଘଟଣା: ୧୧ ବଗି ଲାଇନଚ୍ୟୁତ

ଜୟପୁର,୨।୧: ରାଜସ୍ଥାନରେ ସୋମବାର ଭୋରରୁ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ହୋଇଛି। ବାନ୍ଦ୍ରା ଟର୍ମିନାସ-ଯୋଧପୁର ସୁର୍ଯ୍ୟନଗରୀ ଏକ୍ସପ୍ରେସ ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ଭୋର ପ୍ରାୟ ୩.୨୭ରେ ଏହି ଦୁର୍ଘଟଣା ଘଟିଛି। ଉତ୍ତର ପଶ୍ଚିମ ରେଳବାଇର ସିପିଆରଓ କହିଛନ୍ତି, ଯୋଧପୁର…

୩ ପରିବାର ଉପରକୁ ଆତଙ୍କବାଦୀ ଆକ୍ରମଣ: ୩ ମୃତ, ୭ ଆହତ

ଶ୍ରୀନଗର,୨।୧: ଜମ୍ମୁ କଶ୍ମୀରର ରାଜୌରିସ୍ଥିତ ଡାଙ୍ଗ୍ରି ଗ୍ରାମରେ ୩ ପରିବାର ଉପରକୁ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ୩ ଜଣଙ୍କର ମୃତ୍ୟୁ ହେବା ସହିତ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଉପର…

ଚନ୍ଦ୍ରବାବୁ ନାଇଡୁଙ୍କ କାର୍ଯ୍ୟକ୍ରମରେ ପୁଣି ଦଳାଚକଟା

ହାଇଦ୍ରାବାଦ୍‌,୧।୧: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ.ଚନ୍ଦ୍ରବାବୁ ନାଇଡୁଙ୍କ କାର୍ଯ୍ୟକ୍ରମରେ ପୁଣି ଥରେ ରବିବାର ଦଳାଚକଡା ହୋଇଛି। ଏଥିରେ ତିନି ଜଣଙ୍କ ମୃତ୍ୟୁ ହୋଇଛି। ଚାରି ଦିନ ମଧ୍ୟରେ ଦ୍ୱିତୀୟ ଥର ନାଇଡୁଙ୍କ କାର୍ଯ୍ୟକ୍ରମରେ ଦଳାଚକଟା ଘଟିଛି। ଗତ ବୁଧବାର ରାଜ୍ୟର ନେଲୋର…

ଯବାନଙ୍କଠାରୁ ବନ୍ଧୁକ ଛଡ଼ାଇନେଲେ ଆତଙ୍କବାଦୀ

ଶ୍ରୀନଗର,୧।୧ : ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ଆତଙ୍କବାଦୀମାନେ ପାଟ୍ରୋଲିଂ ଟିମ୍‌ର ଜଣେ ଅଫିସରଙ୍କଠାରୁ ବନ୍ଧୁକ ଛଡ଼ାଇ ନେଇଛନ୍ତି। ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ପୋଲିସ, ସେନା ଏବଂ ସିଆର୍‌ପିଏଫ୍‌ ପକ୍ଷରୁ ମିଳିତ ତଲାସି ଅଭିଯାନ ଜାରି ରହିଛି। ପୁଲ୍‌ଓ୍ବାମା ଜିଲାର ବିଲୋ ଅଞ୍ଚଳରେ ସିଆର୍‌ପିଏଫ୍‌…

ସାମରିକ ଏୟାରଫିଲ୍ଡ ନିକଟରେ ବିସ୍ଫୋରଣ: ୧୦ ମୃତ

କାବୁଲ,୧।୧:ଆଫଗାନିସ୍ତାନ ରାଜଧାନୀ କାବୁଲସ୍ଥିତ ସାମରିକ ଏୟାରଫିଲ୍ଡ ନିକଟରେ ରବିବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଥିବା କୁହାଯାଉଛି। ବିସ୍ଫୋରଣ ଘଟିବାର କାରଣ ଜଣାପଡ଼ି ନ ଥିବା ଗୃହ ବିଭାଗ ପକ୍ଷରୁ କୁହାଯାଇଛି।…

ଅଯୋଧ୍ୟା ଯିବା ପାଇଁ ଏବେଠୁ ଟିକେଟ୍‌ ବୁକିଂ କରିଦିଅନ୍ତୁ: ଅମିତ ଶାହା

ବେଙ୍ଗାଲୁରୁ,୧।୧: କର୍ନାଟକରେ ଏକ କାର୍ଯ୍ୟକ୍ରମ ସମୟରେ ଦେଶର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅଯୋଧ୍ୟା ଯିବାକୁ ଆଗୁଆ ଟିକେଟ ବୁକିଂ କରିଦେବାକୁ କହିଛନ୍ତି। କାରଣ ୨୦୨୪, ଜାନୁଆରୀ ୧ରେ ଭଗବାନ ରାମଙ୍କ ଈଶ୍ୱରୀୟ ଭବ୍ୟ ମନ୍ଦିର ପ୍ରସ୍ତୁତ ହୋଇଯିବ। ଏହାପୂର୍ବରୁ କର୍ନାଟକବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?